-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁନ୍ତଲା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା    (07-May-2026)       ||      ସାମାଜିକ ସୁରକ୍ଷା ଯୋଜନା ପ୍ରତି ଧ୍ୟାନ ଦିଅନ୍ତୁ ପ୍ରଶାସନ - ନରସିଂହ   (07-May-2026)       ||      ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   (07-May-2026)       ||      ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   (07-May-2026)       ||      ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ    (07-May-2026)       ||      ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   (07-May-2026)       ||      ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   (07-May-2026)       ||      *ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   (07-May-2026)       ||      ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା    (07-May-2026)       ||      ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   (07-May-2026)       ||      କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   (07-May-2026)       ||      ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   (07-May-2026)       ||      ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||     

HOME   ଅପରାଧ

ନିଜକୁ ପୋଲିସ ପରିଚୟ ଦେଇ ଡକାୟତି ମାମଲାରେ ଅଭିଯୁକ୍ତଙ୍କ ଟେର ପାଉନି ପୋଲିସ, ମନ୍ଦିର ପୂଜକଙ୍କୁ ଦୁର୍ବୃତ୍ତଙ୍କ ଆକ୍ରମଣ ଓ ଲୁଟ ଅଭିଯୋଗ

12-Jun-2021



ଟିଟିଲାଗଡ(ପ୍ରେରଣା ଖବର) : ବିଗତ ଦିନରେ ନିଜକୁ ପୋଲିସ ପରିଚୟ ଦେଇ ବାରମ୍ବାର ଲୁଟ,ଆକ୍ରମଣ ସହ ଡକାୟତି ଘଟଣା ଘଟିଚାଲିଥିବା ବେଳେ ଟିଟିଲାଗଡ ସହର  ୱାର୍ଡ ନଂ ୧୪ ସ୍ଥିତ କାଳୀ ମନ୍ଦିର ପୂଜକ ସ୍ଵାମୀ ଅଧିଶ୍ରାନନ୍ଦଙ୍କୁ ଗତ ରାତି ୧୦ ଟା ବେଳେ ଦୁଇ ଜଣ ଦୁର୍ବୃତ୍ତ ଆସି  ମାରଣାନ୍ତକ ଆକ୍ରମଣ କରିବା ସହ ଲୁଟ କରି ଚମ୍ପଟ ମାରିଥିବା ଅଭିଯୋଗ ହୋଇଛି । ମନ୍ଦିର ପୂଜକଙ୍କ କହିବା ଅନୁଯାୟୀ, ସେ ଗତ ରାତି ରେ ମନ୍ଦିର ପରିସରରେ ଥିବା କୋଠରୀରେ ଶୋଇଥିବା ବେଳେ ଦୁଇ ଜଣ ଅଜ୍ଞାତ ଯୁବକ ନିଜକୁ ପୋଲିସ ବୋଲି ପରିଚୟ ଦେଇ କବାଟ ଖୋଲିବା ପାଇଁ କହିଥିଲେ । ସେ ପୋଲିସ ଭାବି କବାଟ ଖୋଲିବାରୁ ଦୂର୍ବୁର୍ତ୍ତ ମାନେ ତାଙ୍କୁ ମାଡ ମାରି ପାଖରେ ଥିବା କିଛି ଟଙ୍କା,ମୋବାଇଲ ଫୋନ ଏବଂ ମନ୍ଦିର ପରିସରର ପୂଜା ବାସନ,ପିତ୍ତଳ କଂସା ଇତ୍ୟାଦି ନେଇ ଫେରାର ମାରିଥିଲେ । ସକାଳୁ ପୋଲିସ ସୂଚନା ପାଇ ଅନୁସନ୍ଧାନ ଚଳାଇଥିବା ବେଳେ ପୂଜକଙ୍କୁ ଚିକିତ୍ସା ପାଇଁ ଟିଟିଲାଗଡ ସରକାରୀ ଡାକ୍ତରଖାନାକୁ ପଠାଇ ଥିବା ସୂଚନା ମିଳିଛି । ଏହି ପରି ନିଜକୁ ପୋଲିସ କହି ଲୁଟ,ରାହାଜାନୀ,ଡକାୟତି ପରି ମାମଲା ଏହି ଅଞ୍ଚଳରେ ବଢି ଚାଲିଥିବା ବେଳେ ଅନେକ ମାମଲା ରୁଜ୍ଜୁ କରାଯାଇଥିବା ଓ ଅଧିକାଂଶ ଘଟଣା ପୋଲିସରେ ଏତଲା ଦିଆଯାଉ ନଥିବା ଅଭିଯୋଗ ହେଉଛି l ଏ ନେଇ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ବିଭିନ୍ନ ମହଲରେ ଦୃଢ଼ ଦାବୀ କରାଯାଉଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ପୁଇଁନ୍ତଲା ବ୍ଲକ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା   07-May-2026
  ଜିଲ୍ଲା  
ସାମାଜିକ ସୁରକ୍ଷା ଯୋଜନା ପ୍ରତି ଧ୍ୟାନ ଦିଅନ୍ତୁ ପ୍ରଶାସନ - ନରସିଂହ   07-May-2026
  ଜିଲ୍ଲା  
ପ୍ରେମରେ ଅସଫଳ ହେବାରୁ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l   07-May-2026
  ରାଜ୍ୟ  
ଓବିସି ଜାତିଭିତ୍ତିକ ଜନଗଣନା କରନ୍ତୁ ସରକାର   07-May-2026
  ଜିଲ୍ଲା  
ସ୍ୱର୍ଗତ ଲଳିତ କୁମାର ନାୟକଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ଓ ଛକ ନାମକରଣ ପାଇଁ ଏକତ୍ରିତ ହେଲେ ଲଳିତ ପ୍ରେମୀ   07-May-2026
  ଜିଲ୍ଲା  
ନାବାଳକ ନିଖୋଜକୁ ୯ଦିନ ୫୦ ହଜାର ପୁରସ୍କାର ଘୋଷଣା କଲା ପୁଲିସ   07-May-2026
  ଜିଲ୍ଲା  
ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   07-May-2026
  ଜିଲ୍ଲା  
*ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   07-May-2026
  ଜିଲ୍ଲା  
ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା   07-May-2026
  ଜିଲ୍ଲା  
ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   07-May-2026
  ଜିଲ୍ଲା  
କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   07-May-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   07-May-2026

You Might Also Like