-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦେଶକ ମହାପାତ୍ରଙ୍କ ସୂଚନା : ଆନ୍ ଲକ୍ ଆରମ୍ଭ ହେଲେ ଗ୍ରାଜୁଆଲ ଅନଲକ ଆରମ୍ଭ ହେବ

12-Jun-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) : ଅନଲକ୍ ଆରମ୍ଭ ହେଲେ ଗ୍ରାଜୁଆଲ ଅନଲକ ଆରମ୍ଭ ହେବ l ଏହା ଆମ ପାଇଁ ଭଲ । ଅନ୍ୟ ରାଜ୍ୟ ମାନେ ବି ଏହି ପନ୍ଥା ଅବଲମ୍ବନ କରିଛନ୍ତି । କିଛି କଟକଣା କୋହଳ ହେବ କିଛି କଟକଣା ପୂର୍ବ ପରି ବଳବତ୍ତର ରହିବ । ଅନଲକ ପାଇଁ ସବୁ ଦିଗରୁ ସରକାର ବିଚାର ବିମର୍ଶ କରି ନିଷ୍ପତ୍ତି ନେଉଛନ୍ତି ମାତ୍ର ଲୋକମାନେ ଯଦି ଏହାର ସଠିକ ବ୍ୟବହାର ନ କରିବେ ତେବେ ପୁଣି ଥରେ ତାହାର ନେଗେଟିଭ ଆଫେକ୍ଟ ପଡ଼ିପାରେ  ବୋଲି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି lସମସ୍ତ ଜିଲ୍ଲା ଗୁଡିକ ତିନୋଟି ଜୋନରେ ବିଭକ୍ତ କରାଯାଇ ଆମେ ସ୍ଥିତି ଉପରେ ନଜର ରଖିଛୁ ବୋଲି ଶ୍ରୀ ମହାପାତ୍ର କହିଛନ୍ତି । ଜୁନ୍ 17 ତାରିଖ ପରେ କଣ ହେବ ସେ ନେଇ ଖୁବଶୀଘ୍ର ବୈଠକ ଡ଼କାଯାଇ ନିଷ୍ପତ୍ତି ନିଆଯିବ । 10 ପ୍ରତିଶତ ଉପରେ ସଂକ୍ରମଣ ହାର ଥିବା ଜିଲ୍ଲା ଗୁଡିକରେ କଟକଣା ବଳବତ୍ତର ରହିବ । ଯେଉଁଠି ସଂକ୍ରମଣ ହାର 5 ପ୍ରତିଶତ ତଳେ ରହୁଛି ସେହି ଜିଲ୍ଲାରେ କିଛି କଟକଣା କୋହଳ କରାଯିବ । ମାତ୍ର ଶେଷ ନିଷ୍ପତ୍ତି ସରକାର ହିଁ ନେବେ ସବୁ ଜିନିଷକୁ ବ୍ୟାଖ୍ୟାନ କରିବା ପରେ ହିଁ ନିଷ୍ପତ୍ତି ନିଆଯିବ ବୋଲି ଶ୍ରୀ ମହାପାତ୍ର ସ୍ପଷ୍ଟ କରିଛନ୍ତି 

ମୃତ୍ୟୁ ସଂଖ୍ୟା ବଢିବା ପଛରେ ରହିଛି ଦୁଇଟି କାରଣ । ପୂର୍ବ କେସ ଲୋଡ଼ ଓ ବର୍ତ୍ତମାନ ବି କିଛି ଲୋକ କ୍ରିଟିକାଲ ଥିବା ଯୋଗୁ ବଢୁଛି ମୃତ୍ୟୁ ସଂଖ୍ୟା । ମାତ୍ର ଏଥିପାଇଁ ଚିନ୍ତା କରିବାର ଆବଶ୍ୟକ ନାହିଁ । ବର୍ତ୍ତମାନ 62 ପ୍ରତିଶତ ରୋଗୀ ଆଇସିୟୁ ଓ 62 ପ୍ରତିଶତ ରୋଗୀ ଭେଂଟିଲେଟରରେ ଅଛନ୍ତି ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି l 


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like