-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

କୋକସରା ଗ୍ରାମରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଗାଈ ମୃତ

12-Jun-2021



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ବଡ଼ ପଡା ପାଖ ୨୬ ନମ୍ବର ଜାତୀୟ ରାଜପଥକୁ ଲାଗି ଏକ ବିଦ୍ୟୁତ୍  ଟ୍ରାନ୍ସଫର୍ମର  ରହିଅଛି , କିନ୍ତୁ ସେହି ଟ୍ରାନ୍ସଫର୍ମର ରେ କୌଣସି ବlଡ ନାହିଁ l ଏହା ବର୍ତ୍ତମାନ ଅସୁରକ୍ଷିତ ହୋଇ ପଡିରହିଛି l ଆଜି ସକାଳେ ଗୋଟିଏ ଗାଇ ଏହି ଟ୍ରାନ୍ସଫର୍ମର ସଂସ୍ପର୍ଶରେ  ଆସି ମୃତ୍ୟୁବରଣ କରିଥିବା ଜଣାଯାଇଛି l ଏହି ବ୍ଲକ୍ ର ଅନେକ ଗ୍ରାମ ରେ ଖୋଲାଖୋଲି ଭାବରେ ବିଦ୍ୟୁତ୍ ଟ୍ରାନ୍ସଫର୍ମର ଅଛି ଯେଉଁଠି କୌଣସି ବlଡ଼ ନାହିଁ  l  ବିପଦସଙ୍କୁଳ ଅବସ୍ଥାରେ ଥିବା ଏହି ଟ୍ରାନ୍ସଫର୍ମର ଗୁଡିକ କାହାର କେତେବେଳେ ଜୀବନ ନେଇଯିବ ଏହା କିଏ କହିପାରିବେ ନାହିଁ lଏଣୁ ବିଦ୍ୟୁତ୍ କାର୍ଯ୍ୟକର୍ତ୍ତା  ଏହାର ଉଚିତ୍ ବିଚାର କରି ବିପଦପୂର୍ଣ୍ଣ  ଟ୍ରାନ୍ସଫର୍ମା ଗୁଡିକରେ ତାର ବାଡ଼ ଦେବାର ବ୍ୟବସ୍ଥା କଲେ ଲୋକଙ୍କ ଧନଜୀବନ ସୁରକ୍ଷିତ ରହିବ ବୋଲି ଜନମତ ପ୍ରକାଶ ପାଇଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like