-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||     

HOME   ଜିଲ୍ଲା

କରୋନା ରିପୋର୍ଟ ତ୍ରୁଟିକୁ ନେଇ ତେଜୁଛି ଅସନ୍ତୋଷ

12-Jun-2021



କଟକ:(ଦୀପକ କୁମାର ଷଡଙ୍ଗୀ) କଥାରେ ଅଛି ଯେତେ ମାଠିବୁ ମାଠ ମୁଁ ସେହି ଦରପୋଡ଼ା କାଠ୍।କରୋନା ରିପୋର୍ଟ ଥରେ ନୁହଁ ବରଂ ଏଇଭଳି ଅଭିଯୋଗ ବାରମ୍ବାର କଟକ ସଦର ଅନ୍ତର୍ଗତ ବେଣ୍ଟକାର ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ନାମରେ ଅଭିଯୋଗ ଆସୁଛି।ଗୋଟେ ପଟେ ସରକାର ସ୍ୱାସ୍ଥ୍ୟ କର୍ମୀଙ୍କୁ ଆଗ ଧାଡ଼ିର କରୋନା ଯୋଦ୍ଧା ଘୋଷଣା କରିଛନ୍ତି।କିନ୍ତୁ ଏଠି ପ୍ରଶ୍ନ ଉଠୁଛି ସରକାର ମହାମାରୀ କରୋନା କୁ ପ୍ରତିହିତ କରିବା ପାଇଁ ସ୍ୱାସ୍ଥ୍ୟ କର୍ମୀଙ୍କୁ କରୋନା ଯୋଦ୍ଧା ଘୋଷଣା ସହିତ ଆର୍ଥିକ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କିନ୍ତୁ ସରକାର ସିନା ଘୋଷଣା କଲେ ଯୋଦ୍ଧା ମାନେ ତ୍ରୁଟିପୂର୍ଣ୍ଣ କରୋନା ରିପୋର୍ଟ ପ୍ରଦାନ କରିବେ।ତାହା ହେଲେ କରୋନା କୁ ପ୍ରତିହିତ କରିହେବତ?। ବେଣ୍ଟକାର ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରର ଏଇ ଭଳି କାର୍ଯ୍ୟକୁ ନେଇ ଜନ ଅସନ୍ତୋଷ ପ୍ରକାଶ ପାଇଛି।ଜନ ଅସନ୍ତୋଷ କୁ ପ୍ରତିହିତ କରିବା ସହିତ ପୁନର୍ବାର କରୋନା ରିପୋର୍ଟ ତ୍ରୁଟି ପରିଲିକ୍ଷିତ ନ ହେବ ସଠିକି ରିପୋର୍ଟ ଜନ ସାଧାରଣ ପାଇପାରିବେ କିପରି। କରୋନା ମହାମାରୀ ସମୟରେ କୌଣସି ଆନ୍ଦୋଳନ ପନ୍ଥା ଗ୍ରହଣ ନ କରି ପ୍ରଶାସନ କୁ ସହଯୋଗ ର ହାତ ବଢାଇ ଏହି ସମସ୍ୟା ର ସମାଧାନ ନିମନ୍ତେ କଟକ ସଦର ୪୨ ମୋୖଜା ମଣ୍ଡଳର ସଭାପତି ପୀୟୂଷ ପରିଡା ଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ର ଅଧିକାରୀ ଙ୍କ ସହ ଆଲୋଚନା କରିବା ସହ ଏଭଳି ତ୍ରୁଟି ର ପୁନାରବୃତ୍ତି ନ ଘଟେ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026

You Might Also Like