-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ମହାନଗର

ଓଡ଼ିଶା ପୁଲିସରେ ୪୭୭ଟି ଏସଆଇ, ୨୪୪ଟି କନଷ୍ଟେବଳ ପଦବୀ ପାଇଁ ବାହାରିଲା ନିଯୁକ୍ତି; ଜୁନ୍ ୨୨ରୁ ଆବେଦନ

12-Jun-2021



ଭୁବନେଶ୍ୱର(ଶୁଭାଶିଷ ନାୟକ): ଓଡ଼ିଶା ପୁଲିସ୍ ପକ୍ଷରୁ ସବ୍ଇନ୍ସପେକ୍ଟର(ଏସଆଇ)  ଓ କନଷ୍ଟେବଳ (କମ୍ୟୁନିକେସନ) ପଦବୀ ପାଇଁ ନିଯୁକ୍ତି ସୃଷ୍ଟି ହୋଇଛି ।  ୪୭୭ଟି ସବଇନ୍ସପେକ୍ଟର(ଏସଆଇ) ଏବଂ  ୨୪୪ଟି କନଷ୍ଟେବଳ (କମ୍ୟୁନିକେସନ) ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟରେ କିନ୍ନରମାନେ ବି ଏଥିପାଇଁ ଆବଦେନ କରିପାରିବେ ବୋଲି ଡିଜିପି ଶ୍ରୀ ଅଭୟ ଏସମ୍ପର୍କରେ ସୂଚନା ଦେଇ କହିଛନ୍ତି ।
ଏଥିପାଇଁ ଜୁନ୍ ୨୨ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବାକୁ ଥିବା ବେଳେ  ଆବେଦନ କରିବାର ଶେଷ ତାରିଖ ହେଉଛି ଜୁଲାଇ ୧୫ । ଇଚ୍ଛୁକ ଯୋଗ୍ୟ ପ୍ରାର୍ଥୀମାନେ ଏଥିପାଇଁ ଅନଲାଇନରେ ଆବେଦନ କରିପାରିବେ । 
ଏ ସଂପର୍କରେ ସୂଚନା ଦେଇ ଡିଜିପି ଅଭୟ କହିଛନ୍ତି, ଏସଆଇ ପଦବୀ ପାଇଁ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା ସ୍ନାତକ ପାସ୍ ରଖାଯାଇଛି । ଚଳିତବର୍ଷ ପରୀକ୍ଷା ଢାଞ୍ଚାରେ ପରିବର୍ତ୍ତନ କରାଯାଇଛି  । ଗୋଟିଏ ଲିଖିତ ପରୀକ୍ଷା ହେବା ସହ ସେଥିରେ ମଲ୍ଟିପଲ ଚଏସ ପ୍ରଶ୍ନ ରହିବ  । ଏଥିସହ ପ୍ରାର୍ଥୀମାନଙ୍କୁ ଶାରୀରିକ ଦକ୍ଷତା ପରୀକ୍ଷାରେ  ପାସ ହେବାକୁ ପଡିବ ବୋଲି ସେ କହିଛନ୍ତି । 
କନଷ୍ଟେବଳ ପଦବୀ ପାଇଁ ଇଛୁକ ଥିବା ପ୍ରାର୍ଥୀଙ୍କ ପାଇଁ ସର୍ବନିମ୍ନ ଶିକ୍ଷା ଯୋଗ୍ୟତା ଯୁକ୍ତ ୨ ପାସ୍ ରଖାଯାଇଥିବା ବେଳେ ସେମାନେ ରାଜ୍ୟ ସରକାରଙ୍କ ଦ୍ୱାରା ସ୍ୱୀକୃତିପ୍ରାପ୍ତ କୌଣସି ଅନୁଷ୍ଠାନରୁ କମ୍ପ୍ୟୁଟର ଆପ୍ଲିକେସନରେ ଡିପ୍ଲୋମା କରିଥିବା ଆବଶ୍ୟକ । ଏହାବାଦ୍ ଶାରୀରିକ ଦକ୍ଷତା ପରୀକ୍ଷାରେ  ସେମାନଙ୍କୁ ଉତ୍ତିର୍ଣ୍ଣ ହେବାକୁ ପଡିବ । 
ଏସଆଇ ପଦବୀ ପାଇଁ ଯେଉଁମାନେ ଆବେଦନ କରିବେ ସେମାନଙ୍କ ବୟସ ୨୧ ବର୍ଷରୁ କମ୍ ହୋଇନଥିବ କି ୧.୧.୨୦୨୧ ସୁଦ୍ଧା ୨୫ ବର୍ଷରୁ ଅଧିକ ହୋଇନଥିବ । ତେବେ ଏସଟି, ଏସସି, ଏସଇବିସି ଓ ମହିଳା ପ୍ରାର୍ଥୀଙ୍କ ପାଇଁ ବୟସ ୫ ବର୍ଷ କୋହଳ ରହିଛି । ସେହିଭଳି କନଷ୍ଟେବଳ ପଦବୀ ପାଇଁ ଯେଉଁମାନେ ଆବେଦନ କରିବେ ସେମାନଙ୍କ ବୟସ ୧୮ ବର୍ଷରୁ କମ୍ ହୋଇ ନଥିବ ତଥା ୧.୧.୨୦୨୧ ସୁଦ୍ଧା ୨୩ ବର୍ଷରୁ ଅଧିକ ହୋଇନଥିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like