-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ନକଲି ଗୁଟଖା କାରଖାନା ଉପରେ ପାଟପୁର ପୋଲିସ ପକ୍ଷରୁ ଗୁରୁବାର ଅତର୍କିତ ଚଢାଉ

12-Jun-2021



ଗଞ୍ଜାମ(ଉମା ମହାରଣା) ସାନଖେମୁଣ୍ଡି-ପାଟପୁର ଥାନା ଅନ୍ତର୍ଗତ ଟି . ଗୋବିନ୍ଦପୁର ପଞ୍ଚାୟତ  ସ୍ଥାନରେ ବେଆଇନ ଭାବେ ଚାଲିଥିବା ନକଲି ଗୁଟଖା କାରଖାନା ଉପରେ ପାଟପୁର ପୋଲିସ ପକ୍ଷରୁ ଗୁରୁବାର ଅତର୍କିତ ଭାବେ ଚଢାଉ କରାଯାଇଥିବା ବେଳେ ଏହା ନିଶ୍ଚିତ ପ୍ରକାରେ ପୋଲିସକୁ ବଡ ସଫଳତା ମିଳିଥିବା କୁହାଯାଉଛି । ତେବେ ଏହି ଚଢାଉ ସମୟରେ ଗୁଟଖା ପ୍ରସ୍ତୁତି ନିମନ୍ତେ ବ୍ୟବହୃତ କଞ୍ଚାମାଲ ଉପକରଣ ସହ ୩ ଟି ବଡ଼ ଗୁଟଖା ମେସିନ ଜବତ କରାଯାଇଥିବା ଜଣାପଡ଼ିଛି । ଏହି ବାବଦରେ ପୋଲିସ ସାନଖେମୁଣ୍ଡି ବ୍ଲକ ପୋଡାମାରୀ ଗ୍ରାମର ରମେଶ ପ୍ରଧାନଙ୍କ ଦୁଇପୁଅ ରିଙ୍କୁ ପ୍ରଧାନ (୩୨) ଓ ପିଙ୍କୁ ପ୍ରଧାନ (୨୯) କୁ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରାଯାଇଥିବା ଗଞ୍ଜାମ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିଜୟ କୁମାର ମଲ୍ଲିକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଖବରନୁଯାୟୀ , କରୋନା ମହାମାରୀ ସମୟରେ ସରକାର ମାଦକ ଦ୍ରବ୍ୟ ତଥା ଗୁଟଖା ବିକ୍ରି ଉପରେ କଟକଣା ଲଗାଇଥିବା ବେଳେ ଜିଲ୍ଲାର ବ୍ରହ୍ମପୁର ଠାରୁ ଆରମ୍ଭ କରି ବିଭିନ୍ନ ସ୍ଥାନରେ ଚାଲିଥିବା ନକଲି କାରଖାନା ଉପରେ ପୋଲିସ ପ୍ରଶାସନ ଚଢ଼ାଉ କରି ଜବତ କରିଥିଲା । ଯାହାଫଳରେ ଗୁଟଖାର ଆଦାନ ପ୍ରଦାନ ନ ହେବାରୁ ଦୋକାନୀମାନେ ଚଢାଦରରେ ଗ୍ରାହକଙ୍କୁ ଲୁଟିବାରେ ଲାଗିଲେ । ଏହାର ଫାଇଦା ଉଠାଇବା ପାଇଁ ଏବଂ ପ୍ରଚୁର ଅର୍ଥ ଲାଳସାରେ ଦୁଇଭାଇ ମିଶି ଉକ୍ତ ଅଞ୍ଚଳରେ ରହିଥିବା ନିଜ ଘରେ ମେସିନ ସାହାଯ୍ୟରେ ନକଲି ଗୁଟଖା ପ୍ରସ୍ତୁତି କରି ଆଖପାଖ ଅଞ୍ଚଳ ଦୋକାନୀଙ୍କୁ ବିକ୍ରି କରୁଥିଲେ । ଏପରିକି ସେମାନେ ଗଞ୍ଜାମ , ଗଜପତି ଏବଂ ଆନ୍ଧ୍ରପ୍ରଦେଶକୁ ମଧ୍ୟ ଗୁଟଖା ଯୋଗାଇବାରେ ଚେର ଲମ୍ବାଇଥିବା ଜଣାପଡିଛି । ତେବେ ଶୁକ୍ରବାର ଦିନ ପାଟପୁର ପୋଲିସ ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲଙ୍କ ନେତୃତ୍ୱରେ  ପୂର୍ବାହ୍ନ ସାଢେ଼ ୧୧ ଘଣ୍ଟା ସମୟରେ ଉକ୍ତ ଅଞ୍ଚଳରେ ପଇଁତରା ମାରିବା ସମୟରେ ସୂଚନା ପାଇ ଅତର୍କିତ ଚଢ଼ାଉ କରିଥିଲେ । ଏହି ଅବସରରେ ସାନଖେମୁଣ୍ଡି ତହସିଲଦାର ଶ୍ରୀନିବାସ ବେହେରାଙ୍କ ଉପସ୍ଥିତିରେ ଥାନା ଅଧିକାରୀ ଶ୍ରୀ ମଲ୍ଲ ଏବଂ କର୍ମଚାରୀ ମାନେ ଗୁଟଖା ସାମଗ୍ରୀ ଓ ପୁଡ଼ିଆ ମେସିନ ଜବତ କରି ତିନୋଟି ପିିିିକଆପ ଭ୍ଯାନ୍ ସାହାଯ୍ୟରେ ଲୋଡ କରି ଥାନାକୁ ଆଣିଥିଲେ । ଏନେଇ ଶୁକ୍ରବାର ଦିନ ଥାାନ ଅଧିକାରୀ ଶ୍ରୀ ମଲ୍ଲଙ୍କ ନେତୃତ୍ୱରେ ଏକ ସାାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଥିଲା । ଆୟୋଜିତ ସମ୍ମୀଳନୀରେ ଗଞ୍ଜାମ ଜିଲ୍ଲା ଅତିରିକ୍ତ ଏସପି ବିଜୟ କୁମାର ମଲ୍ଲିକ ଓ ଆସିକା ଏସଡିପିଓ ଉମାଶଙ୍କର ସିଂ ଯୋଗଦେଇ ନକଲି ଗୁଟଖାରେ ବ୍ୟବହୃତ କଞ୍ଚାମାଲ ଉପକରଣ ଓ ମେସିନର ଅନୁଧ୍ୟାନ କରିବା ସହ ଦୁଇଭାଇଙ୍କ ବିରୋଧରେ ପାଟପୁର ଥାନା ଟେଷ୍ଟ ନଂ ୧୮୪/୨୧ ଦଫା ୪୨୦/୪୬୮/୪୭୧/୪୭୨/୪୮୬/୪୮୮/୨୭୨/୨୭୩/୩୪ଆଇପିସି/୨୦ ଅନୁସାରେ ମାମଲା ରୁଜୁ କରି ଅପରାହ୍ନରେ କୋର୍ଟଚାଲାଣ କରାଯାଇଥିବା ସୂଚନା ଦେଇଛନ୍ତି । ଏହାର ମୂଲ୍ୟ ପ୍ରାୟ 20ଲକ୍ଷହେବ ବୋଲି ସେ କହିଛନ୍ତି।ତେବେ ଏହି ଘଟଣାରେ ଅନ୍ୟ କେତେକ ଯୁବକ ସଂପୃକ୍ତ ରହିଥିବା ବେଳେ ସେମାନଙ୍କୁ ଖୁବଶିଘ୍ର ଗିରଫ କରାଯିବ ବୋଲି ପ୍ରକାଶ କରାଯାଇଥିବା ଜଣାପଡ଼ିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like