-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ସଡକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

12-Jun-2021



ଗଞ୍ଜାମ (ଉମା ମହାରଣା)
 ଗଞ୍ଜାମ ସୀମାନ୍ତ ଗଜପତି ଜିଲ୍ଲା ଅନ୍ତର୍ଗତ ମାଙ୍କଡ଼ଡିଆଁ ଜଳପ୍ରପାତ ନିକଟରେ ଆଜି ସଡକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। 
ମୃତକ ଜଣକ ପାତ୍ରପୁର ବ୍ଲକ ପଦାଦିଗି ଗ୍ରାମର ଯୋତିରାଜ ପଣ୍ଡା (୩୦) ଏବଂ ଆହାତ ମାନେ ହେଲେ ପତ୍ନୀ ସସ୍ମିତା ପଣ୍ଡା ଶାଳୀ ମମାଲି ସାହୁ ବୋଲି ଜଣା ପଡ଼ିଛି। ଗୁରୁତର ଦୁଇ ଭଉଣୀଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ କରା ଯାଇଛି। ଘଟଣାରୁ ପ୍ରକାଶ ଯେ ପାତ୍ରପୁର ବ୍ଲକ ସୁରଙ୍ଗୀ ପଞ୍ଚାୟତ କନିରିଡା ଗ୍ରାମର ସନାତନ ପଣ୍ଡାଙ୍କ ସାନ ଝିଅ ମମାଲି ଗତ ୩୦ ତାରିଖରେ ଚିକିଟି ବ୍ଲକ ଭୋଳାସିଙ୍ଗି ଗ୍ରାମରେ ବିବାହ କରିଥିଲେ। ତେବେ ପ୍ରଥମ ଥର ସବିତ୍ରୀ ଵ୍ରତ କରୁଥିବା ପାଇଁ ସାନଭଉଣୀଙ୍କ ସହ ବାଦପୁର ଏବଂ ପଦାଦିଗିର ଦୁଇ ଭଉଣୀ ପତିଙ୍କ ସହ ପିଲାଛୁଆଙ୍କୁ ଧରି କନିରିଡା ବାପଘରେ ପହଞ୍ଚି ଵ୍ରତ ପାଲିଥିଲେ।ସାନ ଭଉଣୀ ବିବାହର ଦଶ ଦିନ ପରେ କେରୋନାକୁ ଦେଖି ତିନିଭଉଣୀ ବାପଘରେ ସାବିତ୍ରୀ ଅମବାସ୍ୟା  କରି ପତିଙ୍କ ଦୀର୍ଘ ଜୀବନ କାମନା କରିବାର ଦିନକ ପରେ ଜଣେ ଭଉଣୀର ମଥାରୁ ସିନ୍ଦୁର ଲିଭିବା ସହ ଦୁଇ ଭଉଣୀ ଦୁର୍ଘଟଣାର ଶୀକାର ହୋଇ ଗୁରୁତର ହେବା ଘଟଣା ପାତ୍ରପୁର ଏବଂ ପଦାଦିଗି  ଅଂଚଳରେ ଦୁଖଦ ପରିସ୍ଥିତି ସୃଷ୍ଟି କରିଛି। ତିନି ଭଉଣୀ ପତି ପିଲାମାନଙ୍କ ସହିତ ମାଙ୍କଡ଼ ଡିଆଁ ପ୍ରପାତକୁ ଯାଇ ଫେରିବା ବେଳେ ଗାଡି ଏକ ପୋଲକୁ ଧକ୍କା ଦେବା ଫଳରେ ବଡ ଜ୍ୱାଇଁଙ୍କ ମୃତ୍ୟୁ ହୋଇଥିବା ବେଳେ ପତ୍ନୀ ଏବଂ ସାନଶାଳୀ ଗୁରୁତର ଆହତ ହୋଇଛନ୍ତି।   ତେବେ ତିନି ଜ୍ୱାଇଁ ଝିଅ ତିନୋଟି ବାଇକ ଯୋଗେ ଗଜପତି ଜିଲ୍ଲା ମାଙ୍କଡ଼ ଡିଆଁ ପ୍ରପାତକୁ ବୁଲି ବାହାରି ଥିଲେ। ତେବେ ବାଟ ଭୁଲି ମହେନ୍ଦ୍ର ଗଡ ଚାଲିଯିବା ପରେ ପୁଣି ଲୋକଙ୍କୁ ବୁଝି ଏହି ପ୍ରପାତ ଦେଖି ଫେରୁଥିଲେ। ତେବେ ଜଙ୍ଗଲ ଘାଟି ରାସ୍ତାରେ ଯୋତିରାଜ ଚଳାଉ ଥିବା ଟିଭିଏକ୍ସ ଅକ୍ସସିଲ ଗାଡିଟି ଭାରସାମ୍ୟ ହରାଇ ଏକ ପୋଲକୁ ଧକ୍କା ଦେଇ ଥିଲା। ଫଳରେ ଗାଡ଼ି ଚାଳକ ତାଙ୍କ ପତ୍ନୀ ଶାଳୀ ଆହତ ହୋଇଥିବା ବେଳେ ପୁଅଟି ଅଳ୍ପକେ ବର୍ତିଯାଇଥିବା ଜଣା ଯାଉଛି। ଦୁର୍ଘଟଣା ପରେ ସାଙ୍ଗରେ ଆସୁଥିବା ଅନ୍ୟ ଦୁଇ ଶଡୁ ଗ୍ରାମକୁ ଖବର ଦେବା ପରେ ଏକ ବୋଲେରେ ଯୋଗେ ଆହତ ମାନଙ୍କୁ ପାତ୍ରପୁର ଡାକ୍ତର ଖାନାକୁ ଚିକିତ୍ସା ପାଇଁ ଆଣିଥିଲେ। ତେବେ ଡାକ୍ତର ଖାନାରେ ଡାକ୍ତର ଯୋତିଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ପତ୍ନୀ ଏବଂ ଶାଳୀ ଙ୍କ ଅବସ୍ଥା ଗୁରୁତର ଦେଖି ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ମୃତ ଦେହକୁ ଆର୍ ଉଦୟଗିରୀ ପୋଲିସ୍ ଆସିବା ପରେ  ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠା ଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like