-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ପାଣି ଟାଙ୍କି ତିଆରି ରେ ବ୍ୟାପକ ଅନିୟମିତତା !

12-Jun-2021



(ଉମା ମହାରଣା)
ବେଗୁନିଆପଡା: ଗ୍ରାମାଞ୍ଚଳ ରେ ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ସକାଶେ ରାଜ୍ୟ ସରକାର ଆରମ୍ଭ  କରିଛନ୍ତି 'ବସୁଧା' ଯୋଜନା |କିନ୍ତୁ ବିଭାଗୀୟ ଅଧିକାରୀ ଙ୍କ ଅବହେଳା ଓ ସମ୍ପୃକ୍ତ ଠିକାଦାର ଙ୍କ ମନୋମୁଖୀ କାର୍ଯ୍ୟ ଯୋଗୁଁ ଯୋଜନା ରୁ ବଞ୍ଚିତ ହେଉଛନ୍ତି ସାଧାରଣ ଲୋକେ | ସୂଚନା ଅନୁଯାୟୀ ବେଗୁନିଆପଡା ବ୍ଲକ ଅନ୍ତର୍ଗତ ସାଙ୍କୁଡ଼ା ପଞ୍ଚାୟତ ର ଲଛିପୁର ଗ୍ରାମରେ ପାନୀୟ ଜଳ ଯୋଗାଣ ସକାଶେ ଗତ ଏପ୍ରିଲ 11 ତାରିଖ ଦିନ କାର୍ଯ୍ୟ ର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା | କୌଣସି ସୂଚନା ଫଳକ ନଥାଇ ଠିକାଦାର ଜଣଙ୍କ ତରବରିଆ ଭାବେ ବେପରୁଆ ଢଙ୍ଗରେ ଅତି ନିମ୍ନ ମାନର କାମ କରିଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟ ଗ୍ରାମବାସୀ | ନବ ନିର୍ମିତ ଟାଙ୍କି ପାଇଁ ମଂଜୁର ହୋଇଥିବା ଅର୍ଥ ର ସଠିକ ବିନିଯୋଗ ହୋଇନଥିବା ବେଳେ ଏହି ଟାଙ୍କି କମ ଦିନରେ ଭୁଶୁଡି ଯିବାର ଆଶଙ୍କା ସୃଷ୍ଟି ହୋଇଥିବା ନେଇ ଅଭିଯୋଗ କରିଛନ୍ତି ଗ୍ରାମବାସୀ | ଏ ନେଇ ବିଭାଗୀୟ ଜେଇ ଙ୍କୁ ଫୋନ ଯୋଗେ ପଚାରିବାରେ ଟାଙ୍କି ର ସମସ୍ତ କାମ କୁ ଅନୁଧ୍ୟାନ କରାଯିବା ସହ ଶତ ପ୍ରତିଶତ କାମ କରାଯିବ ବୋଲି ଜଣାଇଛନ୍ତି | ଅନ୍ୟପଟେ ଗ୍ରାମବାସୀଙ୍କ ଅଭିଯୋଗ କୁ କାର୍ଯ୍ୟ କରୁଥିବା ଠିକାଦାର ଶୁଣୁ ନଥିବା ମଧ୍ୟ ଅଭିଯୋଗ ହୋଇଛି | ହେଲେ ସରକାର ଙ୍କ ବସୁଧା ଯୋଜନା ର ପ୍ରକୃତ ସୁଫଳ ଲଛିପୁର ବାସୀ କେବେ ପାଇବେ ତାହାକୁ ହିଁ ଅପେକ୍ଷା   |


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like