-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଅପରାଧ

ଶାଳୀକୁ ହତ୍ୟା ଓ ଶାଶୁକୁ ଦୁଷ୍କର୍ମ ଘଟଣାର ଅଭିଯୁକ୍ତ ଗିରଫ

13-Jun-2021



କେନ୍ଦୁଝର,(ପ୍ରେରଣା ଖବର) : ଶାଳୀକୁ ହତ୍ୟା ଓ ଶାଶୁକୁ ଦୁଷ୍କର୍ମ କରି ଫେରାର ଥିବା ଜଣେ ଅଭିଯୁକ୍ତକୁ ଗିରଫ କରିବାରେ ସଫଳ ହୋଇଛି କେନ୍ଦୁଝର ଜିଲ୍ଲା ବଲାଣି ପୁଲିସ୍‌। ଗିରଫ ଅଭିଯୁକ୍ତର ନାଁ ରୂପ ସିଂ ସିଧୁ।
    ଗତ ୭ ତାରିଖରେ କଲାଣି ଥାନା ଅନ୍ତର୍ଗତ କିରିବୁରୁ ଅଞ୍ଚଳରେ ଏହି ଲଜ୍ଜାଜନକ ଘଟଣା ଘଟିଥିଲା। ରୂପ ସିଂ ନିଜ ଶାଳୀ ଓ ଶାଶୁଙ୍କ ସହ ଜଙ୍ଗଲକୁ ଯାଇଥିଲା। ସେଠାରେ କୌଣସି କଥାକୁ ନେଇ ଶାଳୀ ସହିତ ତା’ର ଝଗଡ଼ା ହୋଇଥିଲା।  ଏହି ସମୟରେ ଉତ୍‌କ୍ଷିପ୍ତ ହୋଇ ରୂପ ସିଂ ତା’ ଶାଳୀକୁ ଆକ୍ରମଣ କରି ଶରୀରରୁ ମୁଣ୍ଡକୁ ଅଲଗା କରିଦେଇଥିଲା। ପରେ ମୃତଦେହକୁ ୨ ଶହ ଫୁଟ ଘାଟି ତଳକୁ ଫିିଙ୍ଗି ଦେଇଥିଲା। କିନ୍ତୁ ଏତିକିରେ ରୂପ ସିଂର ରାଗ ଥମି ନ ଥିଲା l
    ଏହାପରେ ସାଙ୍ଗରେ ଯାଇଥିବା ଶାଶୁଙ୍କୁ ସେ ଦୁଷ୍କର୍ମ କରିଥିଲା। ତେବେ କୌଶଳ କ୍ରମେ ତା’ ଶାଶୁ ସେଠାରୁ ଖସିଯାଇ ଏ ସଂପର୍କରେ ପୁଲିସରେ ଜଣାଇଥିଲେ l ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ରୂପ ସିଂର ଶାଳୀର ମୃତଦେହକୁ ଉଦ୍ଧାର କରିବା ସହ ଘଟଣାର ଛାନଭିନ ଚଳାଇଥିଲା l
   ଫେରାର ହେବାର ୫ ଦିନ ପରେ ଗତକାଲି ବୁଲାଣି ପୁଲିସ କେନ୍ଦୁଝର ଜିଲ୍ଲାର ବାମେବାରୀ ଥାନା ଅଞ୍ଚଳରୁ ରୂପ ସିଂକୁ ଗିରଫ କରିବାରେ ସଫଳ ହୋଇଥିଲା। ଗିରଫ କରି ପଚରାଉଚରା କରିବା ପରେ ତାକୁ କୋର୍ଟ ଚାଲାଣ କରାଯାଇଥିବା ପୁଲିସ୍ କହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like