-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଜୁନ ଶେଷ ସୁଦ୍ଧା ମାଟ୍ରିକ ଫଳ ପ୍ରକାଶ କରିବାକୁ ପ୍ରୟାସ, ମାଟ୍ରିକ ମୂଲ୍ୟାୟନ ଜୋରଦାର ଚାଲିଛି

13-Jun-2021



ଭୁବନେଶ୍ବର (ପ୍ରେରଣା ଖବର):  ଜୁନ ଶେଷ ସୁଦ୍ଧା ମାଟ୍ରିକ ଫଳ ପ୍ରକାଶ କରିବାକୁ ପ୍ରୟାସ ଚାଲିଛି ଓ ମାଟ୍ରିକ ମୂଲ୍ୟାୟନ ଜୋରଦାର ଚାଲିଛି ବୋଲି ଗଣ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । 
ଏହା ସହ ଆସନ୍ତା ୧୭ ରୁ ଆରମ୍ଭ ହେବ ନବନ ଓ ଦଶମ ଶ୍ରେଣୀ ପାଠପଢା। ୟୁ ଟ୍ୟୁବ ମାଧ୍ୟମରେ ୧୦.୪୫ ରୁ ୧ ଟା ପର୍ଯ୍ୟନ୍ତ ଚାଲିବ କ୍ଳାସ। ୪ ଟି ପିରିୟଡ଼ ପ୍ରତିଦିନ କରାଯିବ। ପ୍ରତି କ୍ଳାସ ୩୦ ମିନିଟ କରାଯିବ। ସୋମବାର ରୁ ଶୁକ୍ରବାର ଚାଲିବ ପାଠପଢା ଅନଲାଇନ ମାଧ୍ୟମରେ। ଉଭୟ ଶ୍ରେଣୀ ପାଇଁ ପ୍ରତି ବିଷୟରୁ ସପ୍ତାହ କୁ ୨୦ ଟି ପିରିୟଡ଼ ପାଠ ପଢା ହେବ। 
ସମସ୍ତ ଜିଲା ଶିକ୍ଷା ଅଧିକାରୀ ମାନେ ଏହି ପାଠପଢ଼ାର ଆନୁସାଙ୍ଗିକ ବ୍ୟବସ୍ଥା କରିବେ। କୋରୋନା କାଳରେ ସ୍କୁଲ କେବେ ଖୋଲିବ ସେ ନେଇ ଅନିଶ୍ଚିତତା ଲାଗି ରହିଛି। ଏଣୁ ପିଲାଙ୍କୁ ପାଠପଢ଼ିଆଇବା ପାଇଁ ଆମେ ଚେଷ୍ଟା କରୁଚୁ। ସଂଖ୍ୟାଧିକ ପିଲାଙ୍କ ପାଖରେ ପଂହଁଚିବାକୁ ଚେଷ୍ଟା କରିବୁ ବୋଲି  ଗଣ ଶିକ୍ଷା ମନ୍ତ୍ରୀ କହିଛନ୍ତି ।

ଯୁକ୍ତ୨ କମିଟି ରିପୋର୍ଟ ଆସିବା ପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ମୂଲ୍ୟାୟନ ସମର୍କରେ ନିଷ୍ପତି ନେବ ବୋଲି ଗଣ ଶିକ୍ଷା ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026
  ଜିଲ୍ଲା  
ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   02-Nov-2026
  ଜିଲ୍ଲା  
ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   02-Nov-2026
  ଜିଲ୍ଲା  
ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   02-Nov-2026
  ଜିଲ୍ଲା  
ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   02-Nov-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ