-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||     

HOME   ଜିଲ୍ଲା

ସୋମବାର ଠାରୁ ଜିଲ୍ଲାର 32ଟି ଟୀକାକରଣ କେନ୍ଦ୍ରରେ 45 ରୁ ଊର୍ଧ୍ଵ ବୟସର ହିତାଧିକାରୀଙ୍କୁ ଟୀକାକରଣ

13-Jun-2021



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ  ତରଫରୁ ଜିଲ୍ଲାରେ କେବଳ  ଦ୍ଵିତୀୟ ଡୋଜ ନେବାକୁ ଥିବା 45 ବର୍ଷ ଓ ତଦୁର୍ଧ୍ୱ ବୟସ୍କ  ଯେଉଁମାନଙ୍କ ପ୍ରଥମ ଡୋଜ ଟୀକା ନେବାର 84ଦିନ ସମ୍ପୂର୍ଣ୍ଣ ହୋଇ ସାରିଥିବ ସେହି ହିତାଧିକାରୀଙ୍କୁ ଜୁନ୍ 14 ତାରିଖ ରୁ ଜୁନ୍ 17 ତାରିଖ ପର୍ଯ୍ୟନ୍ତ ଜିଲ୍ଲାରେ ବ୍ୟବସ୍ଥିତ ବିଭିନ୍ନ 32 ଗୋଟି ଟୀକାକରଣ କେନ୍ଦ୍ର ଯଥା ବିଭିନ୍ନ ବ୍ଲକ ଅନ୍ତର୍ଗତ 31 ଟୀକାକରଣ କେନ୍ଦ୍ର ସହ ଜିଲ୍ଳା ମୁଖ୍ୟ  ଚିକିତ୍ସାଳୟର ଚକ୍ଷୁ ଚିକିତ୍ସା କେନ୍ଦ୍ରରେ ବ୍ୟବସ୍ଥିତ ଗୋଟିଏ   ଟୀକାକେନ୍ଦ୍ରରେ ଟୀକାପ୍ରଦାନ କରାଯିବ  l ଏହି ପରିପ୍ରେକ୍ଷୀରେ ଜୁନ୍ 14 ଓ 15 ତାରିଖରେ  4ଟି ବ୍ଲକର 22ଟି ବ୍ୟବସ୍ଥିତ ଟୀକାକରଣ କେନ୍ଦ୍ର ଯଥା- ବୀରମହାରାଜପୁର ବ୍ଲକର 6 ଟି କେନ୍ଦ୍ର,ଉଲୁଣ୍ଡା ବ୍ଲକ ର-6କେନ୍ଦ୍ର, ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ-6ଟି କେନ୍ଦ୍ର, ଓ ତରଭା ବ୍ଲକ ର 4ଟି କେନ୍ଦ୍ରରେରେ ଟୀକାକରଣ ଚାଲୁରହିବ l ସେହିପରି ଜୁନ୍ 14, ଜୁନ୍ 16 ଓ ଜୁନ୍ 17 ତାରିଖରେ   ସୋନପୁର ବ୍ଲକ ର 4 ଟି କେନ୍ଦ୍ର,ବିନିକା ବ୍ଲକ ର 5ଟି କେନ୍ଦ୍ର ସମେତ ଜିଲ୍ଳା ମୁଖ୍ୟ ଚିକିତ୍ସାଳୟର ଚକ୍ଷୁ ଚିକିତ୍ସାକେନ୍ଦ୍ର ଠାରେ ବ୍ୟବସ୍ଥିତ ଟୀକାକରଣ କେନ୍ଦ୍ର ସହ ମୋଟ 10 ଗୋଟି ଟୀକାକେନ୍ଦ୍ରରେ ଟୀକାକରଣ  ଚାଲୁରହିବ l

    ଉକ୍ତ ଦିନ ଗୁଡିକରେ ଟୀକା ର ତତ୍କାଳ ମହଜୁଦକୁ ଦୃଷ୍ଟିରେ ରଖି ସକାଳ 8 ଘଣ୍ଟା ରୁ 9 ଘଣ୍ଟା ମଧ୍ୟରେ 45 ବର୍ଷରୁ ଉର୍ଦ୍ଧଙ୍କୁ ପ୍ରଥମ ଡୋଜ ଟୀକାକରଣ ପାଇଁ  ଓ ଯୋଗ୍ୟ ହିତାଧିକାରୀଙ୍କୁ ଦ୍ଵିତୀୟ ଡୋଜ ଟୀକାକରଣ ନିମନ୍ତେ ଟୀକାକେନ୍ଦ୍ର ଠାରେ ବ୍ୟକ୍ତିଗତ ଟୋକନ ପ୍ରଦାନ କରାଯିବ, ଯେଉଁମାନେ ଟୋକନସଂଗ୍ରହ କରିଥିବେ ସେମାନେ  ନିର୍ଦ୍ଧାରିତ ସମୟରେ ଉଦ୍ଧିଷ୍ଟ ଟୀକାକରଣ କେନ୍ଦ୍ରକୁ ପହଂଚି ଟୀକା ଗ୍ରହଣ କରିବେ l ବିନା କୌଣସି ସୂଚନା ରେ ଟୀକାକେନ୍ଦ୍ର କୁ ଯାଇ ହଇରାଣ ନ ହେବା କିମ୍ବା କେନ୍ଦ୍ରରେ ଅଯଥାରେ ଭିଡ଼ ନ କରିବାକୁ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଅନୁରୋଧ କରାଯିବା ସହ ଯେତେବେଳେ ଯାହାର ପାଳି ଆସୁଛି ସେମାନେ କେବଳ କେନ୍ଦ୍ରକୁ ଆସିବାକୁ ପରାମର୍ଶ ଦିଆଯାଉଛି l ଏହି ଟୀକାକରଣ ସକାଳ 08 ରୁ ଅପରାହ୍ନ 12 ଘଣ୍ଟା ଓ ଅପରାହ୍ନ 03 ରୁ ସନ୍ଧ୍ୟା 06 ଘଣ୍ଟା ପର୍ଯ୍ୟନ୍ତ ଚାଲୁ ରହିବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026

You Might Also Like