-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||     

HOME   ଅପରାଧ

ନାବାଳିକାକୁ ଅପହରଣ ପରେ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

13-Jun-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ):  କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ଥାନା ଅଞ୍ଚଳରେ ଏକ  ନାବାଳିକାକୁ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ ଖଜୁରୀପଡ଼ା ପୁଲିସ ଜଣେ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି l  ପ୍ରକାଶ ଯେ, ଖଜୁରୀପଡା ଥାନା  ଅଞ୍ଚଳର ଜଣେ ନାବାଳିକାର ବାପା ଗତ ୫ ତାରିଖ ଦିନ ତାଙ୍କର ଝିଅ ଘରୁ କେଉଁଆଡେ ଚାଲିଯାଇଥିବା ନେଇ ଅଭିଯୋଗ କରିଥିଲେ l ପରେ ପରେ ନାବାଳିକା ଜଣକ ନିଜ ଘରକୁ ଫୋନ କରି ମୁଁ ଯେଉଁଠାରେ ଅଛି ଭଲରେ ଅଛି, ମୋତେ ଖୋଜିବ ନାହିଁ ବୋଲି କହିଥିବା ପୀଡିତାଙ୍କ ବାପା ଏତାଲାରେ ଦର୍ଶାଇଥିଲେ l ଝିଅ ସାଙ୍ଗରେ ତାର ପୋଷକ, ସୁନା ସହିତ ନଗଦ ୫ ହଜାର ଟଙ୍କା ମଧ୍ୟ ନେଇ ଯାଇଥିବା ଅଭିଯୋଗରେ ଦର୍ଶାଯାଇଥିଲା l ଏ ନେଇ ଖଜୁରୀପଡା ପୋଲିସ କେଶ ନଂ.୬୬/୨୧ ରେ ଏକ ମାମଲା ରୁଜୁ କରି ତଦନ୍ତ ଅବ୍ୟାହତ ରଖି  ନାବାଳିକା ଜଣକୁ ପୁଲିସ ଉଦ୍ଧାର କରିବା ସହ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା l ଅପହରଣ କରି ନାବାଳିକାକୁ ବଳାତ୍କାର କରିଥିବା ବିଷୟ  ପୁଲିସ ପ୍ରାଥମିକ ତଦନ୍ତରୁ ଜାଣିପାରିଥିଲା  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା   01-Aug-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026

You Might Also Like