-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||     

HOME   ମହାନଗର

ସମ୍ବଲପୁର : ନୂତନ ଉତ୍ତରାଞ୍ଚଳ ଡି ଆଇ ଜି ଙ୍କ ଦାୟିତ୍ୱ ଗ୍ରହଣ

13-Jun-2021



ସମ୍ବଲପୁର, (ସଞ୍ଜୀବ କୁମାର ପାଣିଗ୍ରାହୀ): ଉତ୍ତରାଞ୍ଚଳ ଡି ଆଇ. ଜି ଭାବେ ଆଜି ଯୋଗଦେଲେ ୨୦୦୪  ବ୍ୟାଚର ଆଇପିଏସ୍ ଦୀପକ କୁମାର। ଆଜି ଉତ୍ତରାଞ୍ଚଳ ରେଞ୍ଜ ସମସ୍ତ ଏସ୍ ପି ଙ୍କ ଉପସ୍ଥିତି ରେ ଆଇ. ଜି ନରସିଂହ ଭୋଳଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି ଦୀପକ କୁମାର। ସେଣ୍ଟ୍ରାଲ ଡେପୁଟସନରୁ ଫେରିବା ପରେ ତାଙ୍କୁ ଉତ୍ତରାଞ୍ଚଳ ଡି. ଆଇ. ଜି ରୂପେ ରାଜ୍ୟ ସରକାର ଅବସ୍ଥାପିତ କରିଛନ୍ତି । ଏହି ରେଞ୍ଜ ର କୋଉ ପ୍ରସଙ୍ଗ ଉପରେ ବିଶେଷ ଫୋକସ  ଦିଆଯିବ ଓ ମାଓ ସମସ୍ୟା ଉପରେ କି ରଣନୀତି ଗ୍ରହଣ କରାଯିବ ପ୍ରଶ୍ନର ଉତ୍ତରରେ  ସବୁ ଏସ୍ ପି ଙ୍କ ସହିତ ଆଲୋଚନା କରି ସାରିବା ପରେ  ସବୁ ପ୍ରସଙ୍ଗ ଉପରେ ରଣନୀତି ପ୍ରସ୍ତୁତ କରାଯିବ ବୋଲି ଡି ଆଇ ଜି  ଦୀପକ କୁମାର ସୂଚନା ଦେଇଛନ୍ତି । ଦୀପକ କୁମାର ଆଗରୁ ବଲାଙ୍ଗୀର ଏସ୍ ପି ଭାବେ କାମ କରିଥିବାରୁ ତାଙ୍କୁ ବିଶେଷ କିଛି ଅସୁବିଧା ହେବନାହିଁ ବୋଲି ନବ ନିଯୁକ୍ତ ଡି ଆଇ ଜି ସୂଚନା ଦେଇଛନ୍ତି । ସମ୍ବଲପୁର, ବରଗଡ଼, ବଲାଙ୍ଗୀର ଓ ସୁବର୍ଣପୁର ଏସ୍ ପି ଏହି ଦାୟିତ୍ୱ ହସ୍ତାନ୍ତର  ସମୟରେ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା   01-Aug-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026

You Might Also Like