-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

କରୋନାକୁ ପରାସ୍ତ କରି ସୁସ୍ଥ ହୋଇ ଘରକୁ ଫେରିଲେ ୮୪ ବର୍ଷୀୟ ଶିକ୍ଷାବିଦ ଡାକ୍ତର ହୃଷୀକେଶ ବେଦବାକ

13-Jun-2021



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ): ଶହ ଶହ ଯୁବକ, ଦେଶ ବିଦେଶର ବଡ଼ ବଡ  କ୍ଷମତାଶାଳୀ, ବିତ୍ତଶାଳୀ  ଏପରିକି ସ୍ୱୟଂ ଡାକ୍ତର ମାନେ ମଧ୍ୟ ଏଇ  ମହାମାରୀ କରୋନାରେ  ସଂକ୍ରମିତ ହୋଇ ଶେଷରେ ଜୀବନ ସଂଗ୍ରାମରେ ହାର ମାନି ଯାଉଥିବା ଏମିତି ଅନେକ ଦୁଃଖଦ ଘଟଣା ସାମନାକୁ ଆସୁଛି  l କିନ୍ତୁ ମହାମାରୀ କରୋନା ଶହ ଦୀର୍ଘ ୧୪ ଦିନ ଧରି ସଂଗ୍ରାମ କରି ବିଜୟୀ ହୋଇ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ସୁବର୍ଣ୍ଣପୁର ଜ଼ିଲ୍ଲାର ବରିଷ୍ଠ ଶିକ୍ଷାବିଦ ଡାକ୍ତର ହୃଷୀକେଶ ବେଦବାକ।

        ସେ କରୋନା ଆକ୍ରାନ୍ତ ହୋଇ ଗତ ୨୯ ତାରିଖରୁ ବରଗଡ଼ସ୍ଥିତ ସାଇକୃପା ଘରୋଇ ନର୍ସିଂହୋମରେ ଚିକିତ୍ସିତ ହେଉଥିଲେ। ହେଲେ ଦୀର୍ଘ ୧୩ ଦିନର ଲଢ଼େଇ ପରେ ମଧୁମେହ ଓ ଉଚ୍ଚ ରକ୍ତଚାପ ଥିଲେ ମଧ୍ୟ ତାଙ୍କ ଧୈର୍ଯ୍ୟ ସାହସ, ଡାକ୍ତର ମାନଙ୍କ ଅକ୍ଲାନ୍ତ ପରିଶ୍ରମ ଓ ପରାମର୍ଶ, ଜ଼ିଲ୍ଲା ତଥା ବିଭିନ୍ନ ଅଞ୍ଚଳର ହଜାର ହଜାର ଶୁଭେଛୁ ମାନଙ୍କ ପ୍ରେରଣା, ଶ ଓ ଉତ୍ସାହ ଯୋଗୁଁ  ସେ ଆଜି ସମ୍ପୂର୍ଣ  ଆରୋଗ୍ୟ ଲାଭ କରିଛନ୍ତି। ତେବେ ତାଙ୍କର ଆରୋଗ୍ୟ ପାଇଁ ଶୁଭକାମନା ଜଣାଇଥିବା ଓ ଜିଲ୍ଲାର ବିଭିନ୍ନ ସ୍ଥାନରେ ପୂଜାର୍ଚ୍ଚନା କରିଥିବା ଶୁଭେଛୁ ଓ ଯୁବକ ବନ୍ଧୁମାନଙ୍କୁ ଧନ୍ୟବାଦ ପ୍ରଦାନ କରିଛନ୍ତି ବାପା ଙ୍କ ସହିତ ନିଜେ  ଚିକିତ୍ସା ହୋଇଥିବା ପୁତ୍ର ତଥା ସୋନପୁର ର ବରିଷ୍ଠ ନେତା,  ଓକିଲ ଶ୍ରୀ ବଳଦେବ ବେଦବାକ। ବରିଷ୍ଠ ଶିକ୍ଷାବିଦ ଡାକ୍ତର ବେଦବାକଙ୍କ ଏ ଧୈର୍ଯ୍ୟ,  ସାହସ, ଓ ଜୀବନ ବଞ୍ଚିବାର ଦୃଢ଼ ଇଚ୍ଛାଶକ୍ତି  କୋଭିଡ ରୋଗୀ  ଓ ଆଗାମୀ ଯୁବ ପିଢିଙ୍କୁ ନିଶ୍ଚିତ ପ୍ରେରଣା ଦେବ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like