-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||     

HOME   ଜିଲ୍ଲା

ପୋଖରୀ ନିର୍ମାଣ ନାମରେ କାଦୁଆ ମହାଦୃନୀତି

13-Jun-2021



ଗଞ୍ଜାମ, ଜଗନ୍ନାଥ ପ୍ରସାଦ(ଉମା ମହାରଣା) :ଜଗନ୍ନାଥ ପ୍ରସାଦ ବ୍ଲକ ଅନ୍ତର୍ଗତ କାଦୁଆ ଗ୍ରାମ ପଞ୍ଚାୟତର ମହୁଲିଆଗଡ ପୋଖରୀ ନବିକରଣ ପାଇଁ  ୨୦୧୯-୨୦୨୦ ରେ 80ହଜାର ଟଙ୍କା ମଞ୍ଜୁର ହୋଇଥିବା ବେଳେ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ୫ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି । ହେଲେ ମାତ୍ର ପୋଖରୀ ନବିକରଣ ର ଧଯ୍ୟା ଉଡାଜାଇଛି । ପୋଖରୀରେ ଆଜି ସୁଧା ପାଣି ମହଜୁଦ ଅଛି । ପୋଖରୀର ନବିକରଣ ପାଇଁ ପଙ୍କ ଉଦ୍ଧାର ଅତି ଜରୁରୀ ଥିବା ବେଳେ ପଙ୍କ ଉଦ୍ଧାର କରାଯାଇ ନଥିବା ଜଣାପଡିଛି  । ପୋଖରୀ ହିଡର ଗାଡ଼ୱାଲ  ଅତି  ନିମ୍ନମାନର ହେଇଥିବାରୁ ଚଳିତବର୍ଷ ପ୍ରଥମ ବର୍ଷା ରେ ହିଁ ଗାଡୱାଲ ଟି ଭୁଷୁଡ଼ି ପଡିଥିବା ଦେଖାଯାଇଛି ।

ଗ୍ରାମବାସୀ ଏଥି ସଂଙ୍କ୍ରାନ୍ତରେ ପ୍ରଶାସନ ନିକଟରେ ଅଭିଯୋଗ କରିଥିଲେ ା ହେଲେ  ସେଠାରେ ଆମ  ନ୍ୟୁଜ ଟିମ୍ ପହଞ୍ଚି ଥିଲୁ ସେଠାରେ ଆମେ ସରଜମି ର ସତ୍ଯାସତ୍ଯ ଫୋଟୋ ଚିତ୍ର କୁ ଉତ୍ତୋଳନ କରିଥିଲୁ । ହେଲେ ଏହାର ତଦନ୍ତ ପୁର୍ବକ ମିଳିତ କ୍ରିୟାନୁଷ୍ଠାନ ନ ନେଲେ ଗ୍ରାମ ବାସୀ ରାଜରାସ୍ତାକୁ ଓହ୍ଲାଇବା ପାଇଁ କ୍ଯାମରା ଆଗରେ ରୋକଠୋକ ଭାବେ ଚେତାବନୀ ଦେଇଛନ୍ତି । ଜଗନ୍ନାଥ ପ୍ରସାଦ ବ୍ଲକ ର  ଗୋଷ୍ଠିଉନ୍ନୟନ ଅଧିକାରୀ ଓ ସହକାରୀ ଯନ୍ତ୍ରୀ ଙ୍କ ଠାରୁ ପ୍ରତିକ୍ରିୟା ନେବାପାଈଁ  ବାରମ୍ବାର  ଶତ ଚେଷ୍ଟା କରାଯାଈଥିଲେ ମଧ୍ୟ ଯୋଗାଯୋଗ ହେଈପାରିନଥିଲା  ତାଙ୍କୁ ନ ପାଇବା ପରେ ମୋବାଇଲ ମେସେଜ୍ ମାଧ୍ୟମରେ ଜଣାଇବା ସତ୍ତ୍ୱେ କୌଣସି ପ୍ରତିକ୍ରିୟା ଏଯାବତ ହସ୍ତଗତ ହୋଇ ନଥିବା ଜଣାପଡିଛି ା ଏହାର

ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦୃଢ଼ କାଯ୍ୟlନୁଷ୍ଠାନ ଗ୍ରହଣ କରିବା ପାଇଁ ଗ୍ରାମବାସୀ ଗଞ୍ଜାମ ଜିଲ୍ଲାର ଜିଲ୍ଲାପାଳଙ୍କୁ ଅନୁରୋଧ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026

You Might Also Like