-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ଶାଖା ପକ୍ଷରୁ ଅକ୍ସିଜେନ ବ୍ୟାଙ୍କ ଉଦଘାଟିତ

13-Jun-2021



ଆଗଲପୁର, (ଦେବାଶିଷ ପଧାନ): ବଲାଙ୍ଗୀର ଜିଲ୍ଲାର ଅଗ୍ରଣୀ ସ୍ବେଛାସେବୀ ସଂଗଠନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ଶାଖା ପକ୍ଷରୁ ଆଜି ଏକ ଅକ୍ସିଜେନ ବ୍ୟାଙ୍କ ଉଦଘାଟିତ ହୋଇଯାଇଛି l ମହାମାରୀ କୋରନାକୁ ଆଖି ଆଗରେ ରଖି ଅଞ୍ଚଳର ରୋଗୀ ମାନେ ଅକ୍ସିଜେନ ଅଭାବରୁ ଅନେକ ହଇରାଣ ହେଉଥିବାବେଳେ ଆଜି ବ୍ଲକ ପରିସରରେ ୬ଟି ଅମ୍ଳଜାନ ସିଲିଣ୍ଡର ଗୋଟିଏ ଅମ୍ଳଜାନ ସାନ୍ଧ୍ରକ ବିଙ୍ଗହ୍ୟୁମାନ ଫାଉଣ୍ଡେସନର ଏକ ଅକ୍ସିଜେନ ବ୍ୟାଙ୍କକୁ ଆଗଲପୁର ତହସିଲଦାର ଅମୃତଲାଲ୍ ବେହେରା ମୁଖ୍ୟଅତିଥି ଭାବରେ ଯୋଗଦେଇ ଉଦଘାଟନ କରିଥିଲେ l ସମ୍ମାନୀୟ ଅତିଥି ଭାବରେ ବ୍ଲକ ଉପାଧ୍ୟକ୍ଷ ମନମୋହନ ପଟେଲ, ଆଗଲପୁର ସି ଏଚ୍ ସି, ର ବିପିଓ ଡ଼ା ପ୍ରବୀର ମେହେର ବିଙ୍ଗହ୍ୟୁମାନ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଯୁବ ସମାଜସେବୀ ସୋମନାଥ ମିଶ୍ର ଯୋଗ ଦେଇଥିଲେ l ଗୋଟିଏ ମିନିଟରେ ଏହା 10 ଲିଟର ଅମ୍ଳଜାନ ଉତ୍ପାଦନ ହୋଇପାରିବ ଓ ବିନା ଶୁଳ୍କରେ ରୋଗୀ ମାନଙ୍କ ପାଖରେ ପହଞ୍ଚାଯିବ ବୋଲି ଶ୍ରୀ ମିଶ୍ର ସୂଚନା ଦେଇଛନ୍ତି l ସଭାକୁ ମୋନଜ କୁମ୍ଭାର ପରିଚାଳନା କରିଥିଲେ l କୋରନା ଲଢେଇ ପାଇଁ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ଉପସ୍ଥିତ ଆଗଲପୁର ବିଙ୍ଗହ୍ୟୁମାନର ସଭ୍ୟ ମାନେ ନିବେଦନ କରିଥିଲେ l କରୋନା କlଳରେ ଆଗଲପୁର ଶାଖାର କାର୍ଯ୍ୟକର୍ତ୍ତା ମାନଙ୍କ ନିଷ୍ଠାପର ସମାଜସେବାକୁ ବରିଷ୍ଠ ନାଗରିକ  ମାନେ ଭୁରିଭୁରି ପ୍ରଶଂସା କରିଥିଲେ l ଶାଖା ସଭାପତି ପ୍ରେମାନନ୍ଦ ପଧାନ ଓ ସମ୍ପାଦକ ସଂଯୋଗ କୁମାର ସାହୁ, ବରିଷ୍ଠ ସଭ୍ୟ କରୁଣାକର ପାତ୍ର,ପ୍ରତୀକ ନାଏକ, ନାରାୟଣ ସାହୁ,ବୁଦ୍ଧଦେବ ସାହୁ, ନିତ୍ୟାନନ୍ଦ ସାହୁ, ଲକ୍ଷ୍ମୀକାନ୍ତ ସାହୁ, ପିଣ୍ଟୁ ଯୋଶୀ ଦେବାଶିଷ ପଧାନ ଓ ଅନେକ ସଭ୍ୟ ଯୋଗ ଦେଇଥିଲେ


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like