-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଅପରାଧ

ପୂର୍ବ ଶତ୍ରୁତା କୁ କେନ୍ଦ୍ର କରି ମାଆ ପୁଅ ଙ୍କୁ ଆକ୍ରମଣ, ଜଣେ ଗୁରୁତର

13-Jun-2021



ଟିଟିଲାଗଡ଼, (ପ୍ରେରଣା ଖବର) : ଟିଟଟିଲାଗଡ ଥାନା ଅନ୍ତର୍ଗତ ଅନ୍ତର୍ଲା ଗ୍ରାମରେ ପୂର୍ବରୁ ଶତ୍ରୁତା ରଖିଥିବା ଦେବଚନ୍ଦ୍ର ବାଗ(ବ-୪୦) ନାମକ ଜଣେ ବ୍ୟକ୍ତି ଉକ୍ତ ଗ୍ରାମର ହେମାଞ୍ଚଳ ବାଗ (୪୮) ଓ ତାଙ୍କ ମାଆ ବ୍ରାହ୍ମଣୀ ବାଗ (୮୦) କୁ ମରଣାନ୍ତକ ଆକ୍ରମଣ କରିଥିବା ଟିଟିଲାଗଡ ଥାନାରେ ଏକ

ମାମଲା ଦାୟର କରି ତଦନ୍ତ ଆରମ୍ଭ କରାଯାଇ ଥିବା ସୂଚନା ମିଳିଛି । ପ୍ରକାଶ ଯେ,୧୩ ତାରିଖ ରବିବାର ସକାଳ ପ୍ରାୟ ୬ ଘଣ୍ଟା ସମୟରେ ଗୁରୁତର ଆହତ ହୋଇ ଟିଟିଲାଗଡ ଡାକ୍ତରଖାନାରେ ଭର୍ତ୍ତି ହୋଇ ଚିକିତ୍ସାଧୀନ ଥିବା ହେମାଞ୍ଚଳ ବାଗଙ୍କ ବୃଦ୍ଧା ମାଆ ବ୍ରାହ୍ମଣୀ ବାଗଙ୍କୁ ପୂର୍ବ ଶତ୍ରୁତା କ୍ରମେ ତାଙ୍କ ଘର ନିକଟରେ ଉକ୍ତ ଦେବଚନ୍ଦ୍ର ଏକ ଠେଙ୍ଗାରେ ଆକ୍ରମଣ କରିବା ଦେଖି ହେମାଞ୍ଚଳ ଆସି ଛଡେଇବାକୁ ଉଦ୍ୟମ କରିଥିବା ବେଳେ ତାଙ୍କୁ ଆକ୍ରମଣ କରି ଗୁରୁତର ଭାବେ ରକ୍ତାକ୍ତ କରି ଛାଡି ଦେଇ ଚାଲିଯାଇ ଥିଲା । ପରେ ପରିବାର ଲୋକେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଟିଟିଲାଗଡ ଡାକ୍ତରଖାନାରେ ଭର୍ତ୍ତି କରେଇଥିଲେ । ଉକ୍ତ ବୃଦ୍ଧା ଓ ତାଙ୍କ ପୁଅ ହେମାଞ୍ଚଳ ଗୁରୁତର ଆହତ ହୋଇଥିବା ବେଳେ ହେମଞ୍ଚଳଙ୍କ ମୁଣ୍ଡରେ ଶକ୍ତ ଆଘାତ

ଲାଗିଥିବାରୁ ତାଙ୍କୁ ଡ଼ାକ୍ତର ବଲାଙ୍ଗୀର ମ୍ୟାଡିକାଲ କଲେଜ ଡାକ୍ତରଖାନାକୁ ସ୍ଥାନାନ୍ତର ପରାମର୍ଶ ଦେଇଛନ୍ତି ।  ଏ ନେଇ ଗ୍ରାମରେ ଉତେଜନା ପ୍ରକାଶ ପାଇଥିବା ବେଳେ ଅଭିଯୁକ୍ତ ଏପରି ପୂର୍ବରୁ ବାରମ୍ବାର ଗଣ୍ଡଗୋଳ କରି ଆସୁଥିବା ଅଭିଯୋଗ କରି ଅଭିଯୁକ୍ତ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like