-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ରାଜ୍ୟ

ଓଟିଡ଼ିସି ର ପିଠା ଅନ୍ ହୁଇଲ କାର୍ଯ୍ୟକ୍ରମ

14-Jun-2021



ଭୁବନେଶ୍ୱର :କୋଭିଡ଼ -୧୯ ସଂକ୍ରମଣ ଆଶଙ୍କା ମଧ୍ୟରେ ଓଡ଼ିଶାର ସାଂସ୍କୃତିକ ଗଣପର୍ବ ରଜ ମହୋତ୍ସବକୁ ନିରାଡ଼ମ୍ବର ଭାବେ ପାଳନ କରିବାକୁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ନିଷ୍ପତ୍ତି ନେଇ ଆଜି ଠୁ ‘ପିଠା ଅନ୍ ହ୍ୱିଲ୍‌’  ମାଧ୍ୟମରେ ରାଜଧାନୀ ଭୁବନେଶ୍ୱର ସମେତ ସମ୍ବଲପୁର ଓ କଟକରେ ସୁଲଭ ଦରରେ ସୁସ୍ୱାଦୁ ଓଡ଼ିଆ ପିଠା ଯୋଗାଇ ଦେବ । ଓଡ଼ିଶାର ଏହି ସାଂସ୍କୃତିକ ଗଣପର୍ବ ରଜ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀ ବିଶେଷକରି ମା', ଝିଅମାନେ ଓ ଓଟିଡିସି କର୍ମଚାରୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

ଗତକାଲି ଏହି କାର୍ଯ୍ୟକ୍ରମକୁ ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ଶ୍ରୀମୟୀ ମିଶ୍ର ଉଦଘାଟନ କରିଥିଲେ। ଶ୍ରୀମତୀ ମିଶ୍ର ପ୍ରାରମ୍ଭରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାର୍ତ୍ତା ପାଠ କରିଥିଲେ।

ମାନ୍ୟବର ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ ଓଡ଼ିଆଙ୍କ ପ୍ରିୟ ପର୍ବ ରଜ ଅବସରରେ ଓଡ଼ିଶାବାସୀ ଓ ବିଶେଷକରି ମା’ ଓ ଝିଅମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ହାର୍ଦ୍ଦିକ ଅଭିନନ୍ଦନ ଜଣାଇ କହିଛନ୍ତି ଯେ, ରଜ ଓଡ଼ିଶାର ସାଂସ୍କୃତିକ ଗଣପର୍ବ। ବସୁଧା, ପ୍ରକୃତି ଓ ନାରୀଙ୍କ ମହନୀୟତାକୁ ସମ୍ମାନ ଜଣାଇବାର ଅନନ୍ୟ ପରମ୍ପରା। ସମାଜ ପାଇଁ ନାରୀର ଅମୂଲ୍ୟ ଅବଦାନକୁ ସମ୍ମାନ ଜଣାଇବାର ପର୍ବ। ରଜପର୍ବ ପାଳନ ଅବସରରେ ଓଟିଡିସିର ପାନ୍ଥନିବାସ ଓ ମିଶନ ଶକ୍ତି ମା’ମାନଙ୍କ ସହାୟତାରେ ଆୟୋଜନ କରାଯାଉଥିବା ‘ପିଠା ଅନ୍ ହ୍ୱିଲ୍‌’ ଉପକ୍ରମକୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। ଏହାସହିତ ସମସ୍ତେ କୋଭିଡ୍ କଟକଣା ମାନି ନିରାଡ଼ମ୍ବର ଭାବେ ରଜପର୍ବ ପାଳନ କଲେ କୋଭିଡ୍ ସଂକ୍ରମଣରୁ ଦୂରେଇ ରହିହେବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି।

ଏହାପରେ ଶ୍ରୀମତୀ ମିଶ୍ର ସମସ୍ତଙ୍କୁ କୋଭିଡ୍‌-୧୯ ଗାଇଡଲାଇନକୁ ମାନି ଘରେ ସୁରକ୍ଷିତ ରହି ଆମ ମହାନ ପରମ୍ପରା ପ୍ରତୀକ ରଜପର୍ବକୁ ପାଳନ କରି ଓଡ଼ିଆ ଭାବେ ନିଜକୁ ଗର୍ବ ଅନୁଭବ କରିପାରିବା ବୋଲି ପରାମର୍ଶ ଦେଇଛନ୍ତି । କୋଭିଡ୍‌-୧୯ କଟକଣାକୁ ମାନି ସାଧାରଣ ଲୋକଙ୍କ ନିକଟରେ ‘ପିଠା ଅନ୍ ହ୍ୱିଲ୍‌’ ମାଧ୍ୟମରେ ପିଠା ପହଂଚାଇବାକୁୂ ପାନ୍ଥନିବାସ କର୍ମଚାରୀମାନଙ୍କୁ  ପରାମର୍ଶ ଦେଇଛନ୍ତି । ପାନ୍ଥନିବାସ ଓ ମିଶନ ଶକ୍ତିର ମା’ମାନଙ୍କ ଦ୍ୱାରା ସମ୍ପୂର୍ଣ୍ଣ ହାଇଜେନିକ୍ ପକ୍ରିୟାରେ ହାତ ତିଆରି ପ୍ରସ୍ତୁତ ଏହି ଓଡ଼ିଆ ସୁସ୍ୱାଦୁ ବିଭିନ୍ନ ପିଠା ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ଲୋକମାନଙ୍କ ଦ୍ୱାରା ଆଦୃତ ହେବ ବୋଲି ଶ୍ରୀମତୀ ମିଶ୍ର ଆଶାବ୍ୟକ୍ତ କରିଛନ୍ତି । 

ଏହି ଅବସରରେ ଓଟିଡିସି ପରିଚାଳନା ନିର୍ଦ୍ଦେଶକ ତଥା ରାଜ୍ୟ ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ଆର. ଯାଦବ କହିଛନ୍ତି ଯେ,  କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ଚଳିତବର୍ଷ ନିରାଡ଼ମ୍ବର ଭାବେ ରଜପର୍ବ ପାଳନ କରାଯାଉଛି । ପାନ୍ଥନିବାସରେ କେବଳ ପ୍ରତୀକାତ୍ମକ ଦୋଳି ରହିବ। କୌଣସି କାର୍ଯ୍ୟକ୍ରମ କରାଯିବ ନାହିଁ। କିନ୍ତୁ ଗତବର୍ଷ ଭଳି ଏଥର ମଧ୍ୟ ‘ପିଠା ଅନ୍ ହ୍ୱିଲ’ ମାଧ୍ୟମରେ ସୁସ୍ୱାଦୁ ପିଠା ଯୋଗାଇ ଦିଆଯିବ। ରାଜଧାନୀ ଭୁବନେଶ୍ୱରର ୬ଟି ସ୍ଥାନରେ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ଏହି ପିଠା ମିଳିବ। ମାଷ୍ଟରକ୍ୟାଣ୍ଟିନ ଛକ, ଖଣ୍ଡଗିରି ଛକ, ସିଆରପି ଛକ, ପଟିଆ ଛକ, ଚନ୍ଦ୍ରଶେଖର ପୁର ଓ ରୂପାଲି ଛକରେ ପାନ୍ଥନିବାସ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ପକ୍ଷରୁ ‘ପିଠା ଅନ୍ ହ୍ୱିୁଲ୍‌’ ମାଧ୍ୟମରେ ଏହି ପିଠା ବିକ୍ରି କରାଯିବ। ଏଠାରେ ମଧ୍ୟ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତ ମାସ୍କ ଉପଲବ୍ଧ ହେବ। ଗତବର୍ଷ ୧୧ଲକ୍ଷ ଟଙ୍କାର ପିଠା ବ୍ୟବସାୟ ହୋଇଥିଲା। କେବଳ ଭୁବନେଶ୍ୱର ନୁହେଁ ସମ୍ବଲପୁର ପାନ୍ଥନିବାସ ପକ୍ଷରୁ ମଧ୍ୟ ଅନୁରୂପ ‘ପିଠା ଅନ ହ୍ୱିଲ୍‌’ ମାଧ୍ୟମରେ ସୁସ୍ୱାଦୁ ରଜ ପିଠା ବିକ୍ରି କରାଯିବ। ଏହି ପିଠା ବିକ୍ରି ନିମନ୍ତେ ସ୍ୱତନ୍ତ୍ର ମୋବାଇଲ ଫୋନ୍ ନମ୍ବର ଜାରି କରାଯାଇଛି। ଏହି ନମ୍ବର ଓଟିଡିସି ସୋସିଆଲ ମିଡିଆ ପେଜ୍‌ରେ ମଧ୍ୟ ଉପଲବ୍ଧ ଅଛି। ଭୁବନେଶ୍ୱର,ସମ୍ବଲପୁର ଓ କଟକ ପାନ୍ଥନିବାସରେ ସ୍ୱତନ୍ତ୍ର କାଉଣ୍ଟର ଖୋଲା ଯାଇ ଏହି ପିଠା ବିକ୍ରି କରାଯିବ ବୋଲି ସେ କହିଛନ୍ତି।

ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଓଟିଡିସିର ବରିଷ୍ଠ ପଦାଧିକାରୀଙ୍କ ସମେତ ଭୁବନେଶ୍ୱର ପାନ୍ଥନିବାସର କର୍ମଚାରୀମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like