-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ସାମାଜିକ କାର୍ଯ୍ୟକ୍ରମରେ ଅଗ୍ରଣୀ ଭୂମିକା ନେଇ ଥିବା ବିନିକା ମହାନଦୀ ଯୁବକ ସଂଗଠନର ମହତ କାର୍ଯ୍ୟରେ ସବୁ ବର୍ଗର ଲୋକ ସାମିଲ, ସପ୍ତାହନ୍ତ ସଟଡାଉନ ଦିନ ଗୁଡ଼ିକରେ ନିରୀହ, ଅସହାୟଙ୍କୁ ଖାଦ୍ୟ ପୁଡିଆ ବଣ୍ଟନ ଜାରି

14-Jun-2021



ବିନିକା (ହିମାଂଶୁ ଶେଖର ପୁଟେଲ) :ବିନିକାର ଶିକ୍ଷା,କଳା ଓ ସଂସ୍କୃତିକୁ ଆଗେଇ ନେବା ପାଇଁ ଅବିରତ ଉଦ୍ୟମ ଜାରି ରଖିଥିବା ସ୍ବେଚ୍ଛାସେବୀ ଅନୁଷ୍ଠାନ ମହାନଦୀ ଯୁବକ ସଂଗଠନ ନିଜ ଖର୍ଚ୍ଚରେ ସରକାରଙ୍କ ଘୋଷିତ ସର୍ଟଡାଉନ ଦିନ ମାନଙ୍କରେ ଗରିବ,ନିରୀହ,ଅସହାୟ,ବିନିକା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ରୋଗୀ ଓ ତାଙ୍କ ସମ୍ପର୍କୀୟ,ରାସ୍ତାଘାଟରେ ଥିବା ଅସହାୟ ଏବଂ ବିଭିନ୍ନ ଯାନବାହାନର ଚାଳକ, ହେଲପର,ପଥିକ ମାନଙ୍କୁ ସକାଳ ଜଳଖିଆ ସହ ଶୁଖିଲା ଖାଦ୍ୟ,ଫଳ, ବିସ୍କୁଟ,ପାଉଁରୁଟି ଆଦି ଖାଇବା ଦ୍ରବ୍ୟ ବଣ୍ଟନ କରାଯାଉଛି l ସେହିପରି ବିନିକା ସିଲାଟି ରାସ୍ତାରେ ଥିବା ନିର୍ମଳ ଛାୟାରେ ରହୁଥିବା କୁଷ୍ଠାଶ୍ରମର ଅନ୍ତେବାସୀ ମାନଙ୍କୁ ଚୁଡ଼ା,କଦଳୀ,ଗୁଡ଼,ସର୍ଫ,ସାବୁନ ପ୍ରଭୃତି ବଣ୍ଟନ କରାଯାଇଛି l ମହାନଦୀ ଯୁବ ସଂଗଠନର ଏପରି ମହତ ଉଦ୍ଦେଶ୍ୟ କାର୍ଯ୍ୟକ୍ରମକୁ ପ୍ରଶଂସା କରି ସାମାଜିକ କାର୍ଯ୍ୟ ସମ୍ପାଦନ ପାଇଁ ସବୁ ବର୍ଗର ଲୋକ ସାମିଲ ହେଉଥିବା ଦେଖିବାକୁ ମିଳିଛି l

ଅନୁଷ୍ଠାନର ସଭାପତି କ୍ଷୀରସାଗର ବିଭାରଙ୍କ ପ୍ରତେକ୍ଷ ତତ୍ତ୍ଵାବଧାନରେ ପରିଚାଳିତ ଏହି ବଣ୍ଟନ କାର୍ଯ୍ୟକ୍ରମରେ ଗରିବ ସାଳମା, ସନୋଜ ସେଠୀ, ତାପସ ତ୍ରିପାଠୀ, କିନୁ ପାଢ଼ୀ, ସନ୍ତୋଷ ମହାକୁର, ଧନେଶ୍ଵର ସାହୁ, ପୂର୍ଣେନ୍ଦୁ ସାହୁ, ବିଜୟ ବରେଇ,ସୀତାରାମ ଦାସ, ରଞ୍ଜନ ମିଶ୍ର, ଆଦିକନ୍ଦ ପୂଜାରୀ

,ପ୍ରିୟ ହୋତା, ଭାଗିରଥି ସାହୁ, ମଧୁ ସାହୁ, ସଦାନନ୍ଦ ପ୍ରଧାନ, ହାଡିବନ୍ଧୁ ମେହେର,,ତ୍ରିଲୋଚନ ବାରିକ, ବିଟୁ ଅଗ୍ରୱାଲ, ଜୟଙ୍ଗଳ ବିଶିଙ୍କ ସମେତ ସିଦ୍ଧାର୍ଥ ଜୁନିଅର କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ,ପୂର୍ବତନ ଏନଏସି ଉପାଧ୍ୟକ୍ଷ ତପସ୍ଵିନୀ ମେହେର,ଶାନ୍ତିଲତା,କମଳିନୀ, ଜ୍ୟୋତ୍ସ୍ନାମୟୀ ପ୍ରମୁଖ ମହିଳା ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ଲୋକଙ୍କ ସେବା ଜାରି ରଖିଛନ୍ତି l ମହାମାରୀ କରୋନା ଯୋଗୁଁ ସରକାର ଯେତେଦିନ ପର୍ଯ୍ୟନ୍ତ ସଟଡାଉନ ଘୋଷଣା ବଳବତ୍ତର ରଖିଥିବେ ସେତେଦିନ ପର୍ଯ୍ୟନ୍ତ ମହାନଦୀ ସଂଗଠନର ସମସ୍ତ ସଦସ୍ୟ/ସଦସ୍ୟା ମହତ କାର୍ଯ୍ୟ ଜାରି ରଖିବେ ବୋଲି ଅନୁଷ୍ଠାନର ସଭାପତି କ୍ଷୀରସାଗର ବିଭାର ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like