-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ରାଜ୍ୟ

ଜୁନ ୧୭ରୁ ୟୁଟ୍ୟୁବରେ ପାଠ ପଢିବେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ

14-Jun-2021



ଭୁବନେଶ୍ବର (ଶୁଭାଶିଷ ନାୟକ) : ଆସନ୍ତା ୧୭ ତାରିଖରୁ ୟୁଟ୍ୟୁବ ମାଧ୍ୟମରେ ନବମ ଓ ଦଶମ ଶ୍ରେଣୀ ପିଲାଙ୍କୁ ପଠା ପଢାଯିବ ବୋଲି  ଆଜି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତିି । ସକାଳ ସାଢେ଼ ୧୦ଟାରୁ ଅପରାହ୍ଣ ୧ଟା ମଧ୍ୟରେ ପାଠପଢ଼ା ହେବ ବୋଲି ସେ  ସୂଚନା ଦେଇଛନ୍ତି ।
ମନ୍ତ୍ରୀ  କହିଛନ୍ତି, ସବୁ ଜିଲ୍ଲାର ଡିଇଓ ମାନଙ୍କୁ ପାଠ ପଢାଇବା ପାଇଁ ବିଷୟ ବସ୍ତୁ ସ୍ଥିର କରିବାକୁ କୁହାଯାଇଛି । ୧୮ତାରିଖରେ ଡିଇଓ ମାନଙ୍କର ଏକ ବୈଠକ ରଖାଯାଇଛି । ୩୦ଟି ଯାକ ଜିଲ୍ଲାର ଡିଇଓ ଏଥିରେ ସାମିଲ ହେବେ । ୟୁଟ୍ୟୁବ ମାଧ୍ୟମରେ କିପରି ପାଠ ପଢାଯାଇପାରିବ ।  ସେ ସଂପର୍କରେ ବୈଠକରେ ଆଲୋଚନା କରାଯିବ । 
ସେ ଆହୁରୀ କହିଛନ୍ତି, ଆମ ପାଖରେ ଯାହା ସାମର୍ଥ୍ୟ ଓ ସମ୍ଭାବନା ରହିଛି, ତାକୁ ବ୍ୟବହାର କରି ୧୭ ତାରିଖରୁ ୟୁଟ୍ୟୁବରେ ପାଠ ପଢ଼ାଇବା ପାଇଁ ନିଷ୍ପତ୍ତି ନେଇଛୁ । ନବମ ଓ ଦଶମ ଶ୍ରେଣୀର ସଂଖ୍ୟାଧିକ ପିଲାଙ୍କ ପାଖରେ ପହଞ୍ଚିପାରିବୁ ବୋଲି ବିଶ୍ୱାସ ରଖି ଏହି କାର୍ଯ୍ୟକ୍ରମ ଆରମ୍ଭ କରିଛୁ । ତେବେ  ସ୍କୁଲ୍ କେବେ ଖୋଲିବ ସେ ସମ୍ପର୍କରେ ଏବେ କିଛି କହି ହେବ ନାହିଁ ।  ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ ବୋଲି  ସେ କହିଛନ୍ତି ।
ସୂଚନାଯୋଗ୍ୟ,  ଜୁନ ଶେଷ ସପ୍ତାହ ସୁଦ୍ଧା ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବ ବୋଲି ଆଜି  ମନ୍ତ୍ରୀ ଶ୍ରୀ ଦାଶ ସୂଚନା ଦେଇଛନ୍ତି ।  ଠିକ୍ ଭାବେ ମୂଲ୍ୟାୟନ କାର୍ଯ୍ୟ ଚାଲିଛି । ନିର୍ଦ୍ଧାରିତ ସମୟ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ସେ କହିଥିଲେ ।
ସେହିପରି ଯୁକ୍ତ ଦୁଇ ରେଜଲ୍ଟ ସେ କହିଛନ୍ତି, ଯୁକ୍ତ ଦୁଇର ମୂଲ୍ୟାୟନ ପାଇଁ ଏକ ବିଶେଷଜ୍ଞ କମିଟି ଗଠନ କରାଯାଇଛି । କେମିତି ମୂଲ୍ୟାୟନ କରାଯିବ, ତାହା ଏହି ବିଶେଷଜ୍ଞ କମିଟି ସ୍ଥିର କରିବ । ବିଶେଷଜ୍ଞ କମିଟି ଏପର୍ଯ୍ୟନ୍ତ କିଛି ରିପୋର୍ଟ ଦେଇ ନାହିଁ । ରିପୋର୍ଟ ଆସିବା ପରେ ଆଗାମୀ କାର୍ଯ୍ୟପନ୍ଥା ସ୍ଥିର କରାଯିବ ବୋଲି ସେ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like