-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||      ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||     

HOME   ଜିଲ୍ଲା

ବରଗଡ ସହରରେ ଅନ ଲାଇନ ଫୁଡ ଡେଲିଭରି Fobach ର ଶୁଭାରମ୍ଭ

14-Jun-2021



ବରଗଡ଼ (ମୁକୁନ୍ଦ ଦାସ): ଗତକାଲି ସକାଳ ୧୦ଟା ସମୟରେ ବରଗଡ ବାନ୍ଦୁ ଟିକ୍ରା ଛକ ପାଖରେ ଏକ ନୂତନ ଷ୍ଟାଟଅପ (E-commerce Platform)ONLINE FOOD DELIVERY SERVICE Fobach ନାମରେ ର ଶୁଭାରମ୍ଭ ହୋଇଛି। ଏହା ବର୍ତ୍ତମାନ ସମୟରେ ବରଗଡ ସହର ପାଇଁ ଆରମ୍ଭ କରାଯାଇଛି। ଆଗାମୀ ଦିନରେ ଅନ୍ୟ ସହର ମାନଙ୍କ ରେ ଖୋଲିବାର ଯୋଜନା ରହିଛି। ଏହି  Fobach APPS ଗୁଗୁଲ ପ୍ଳେ ଷ୍ଟୋର ରେ ଉପଲବ୍ଧ। ଏହି ଆପସ୍ ମାଧ୍ୟମ ରେ ଗ୍ରାହକ ଘରେ ଥାଇ ବରଗଡ ର ବିଭିନ୍ନ ହୋଟେଲ ର ସୁସ୍ବାଦୁ ଖାଦ୍ୟ ଠିକ ସମୟରେ ପାଇପାରିବେ ଓ ଆଗାମୀ ଦିନରେ ଏହା ଗ୍ରାହାକ ଙ୍କ ମଧ୍ଯ ରେ ବେଶ ଆଦୃତ ହେବ ବୋଲି ଏହାର ନିର୍ଦ୍ଦେଶକ ଆଶିଷ କର ,ଚନ୍ଦନ ଗୁରୁ,ଭବାନୀ ଶଙ୍କର ଦାଶ ଏବଂ ମିଳନ ଗୁରୁ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026
  ରାଜ୍ୟ  
ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   01-Aug-2026
  ଜିଲ୍ଲା  
ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   01-Aug-2026
ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   01-Aug-2026
  ଜିଲ୍ଲା  
ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   01-Aug-2026

You Might Also Like