-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି : ବିଶ୍ୱ ରକ୍ତଦାତା ଦିବସ ପାଳିତ

14-Jun-2021



କଣ୍ଟାବାଞ୍ଜି(ଆନନ୍ଦ କୁମାର ମୋଟେ) : କାର୍ଲ ଲେଣ୍ଡ ଷ୍ଟେନରଙ୍କ ଜନ୍ମ ଦିନକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଓ ରେଡକ୍ରସ ମିଳିତ ଭାବେ ୨୦୦୫ମସିହାରୁ ବିଶ୍ବ ରକ୍ତଦାତା ଦିବସ ଭାବେ ପାଳିତ କରିଆସୁଛନ୍ତି।ଏହି ପରିପ୍ରେକ୍ଷୀରେ ବିଜୁପଟ୍ଟନାୟକ ଓଡ଼ିଶା ରକ୍ତ ଭଣ୍ଡାର ପରିଚାଳନା ସମିତି ପକ୍ଷରୁ  ଆଜି କଣ୍ଟାବାଞ୍ଜି ରକ୍ତଭଣ୍ଡାରଠାରେ ବିଶ୍ବ ରକ୍ତଦାତା ଦିବସ ପାଳନ ଅବସରରେ ମୁଖ୍ୟଅତିଥି ଶ୍ରୀ ସନ୍ତୋଷ ସିଂ ସାଲୁଜା,ବିଧାୟକ,ସଭାପତି ଶ୍ରୀ ଅଶୋକ କୁମାର ମାଝୀ, ତହସିଲଦାର,ରକ୍ତଭଣ୍ଡାର ଅଧିକାରୀ ଡାକ୍ତର ସୋମ୍ୟଶ୍ରୀ ପ୍ରିତିଦର୍ଶନ ପଣ୍ଡା,ଥାନା ଅଧିକାରୀ ସତ୍ୟଜିତ କାଣ୍ଡେଲକର ଯୋଗ ଦେଇଥିଲେ।ଅଧ୍ୟାପକ ଶ୍ରୀ ସତ୍ୟବ୍ରତ ମିଶ୍ର ସଭା ପରିଚାଳନା କରିଥିଲେ। ସର୍ବପ୍ରଥମେ କାର୍ଲ ଲେଣ୍ଡଷ୍ଟେନରଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଓ ଧୂପ

ଅତିଥୂମାନେ ପ୍ରଦାନ କରିଥିଲେ।ଅତିଥି ମାନେ ରକ୍ତଦାନ କରିବା ସହିତ ଅନ୍ୟ ମାନଙ୍କୁ ଉତ୍ସାହିତ କରିବା ଉଚ୍ଚିତ କାରଣ ସେମାନେ ହେଉଛନ୍ତି ଜୀବନଦାତା ବୋଲି ମତବ୍ୟକ୍ତ କରିଥିଲେ।ତାପରେ ୨୦୧୯-୨୦ ଓ ୨୦୨୦-୨୧ଦୁଇବର୍ଷ ଭିତରେ ଆୟୋଜିତ ରକ୍ତଶିବିରର ୩୭ଜଣ ଆୟୋଜକଙ୍କୁ ମାନପତ୍ର ଓ ସ୍ମୂତିଫଳକ ପ୍ରଦାନ କରାଯାଇଥିଲା।ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ରକ୍ତଭଣ୍ଡାରର କର୍ମଚାରୀ ଶିବ ପ୍ରସାଦ ସାହୁ,କୁନାଲ ଦାସ,ପ୍ରଶାନ୍ତ ସାହୁ,ସୁନୀତା ଭୋଇ,ଗୁରୁବାରୁ ରଣା, ଦୁର୍ଗା ତାଣ୍ଡି ଆଦି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026

You Might Also Like