-+91-9937148622 |

prerana_bgr@rediffmail.com |

  Friday 6th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||      ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   (06-Mar-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   (06-Mar-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି    (06-Mar-2026)       ||      ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   (06-Mar-2026)       ||      ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ସୋନପୁର ଡିଗ୍ରୀ କଲେଜର ସଫଳତା

24-Oct-2020



ସୋନପୁର(ପ୍ରେରଣା ଖବର)- ସମ୍ବଲପୁର ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ଶେଷ ବର୍ଷ (ସମ୍ମାନ) ପରୀକ୍ଷାରେ ସୋନପୁର ଡିଗ୍ରୀ କଲେଜର ବିଭିନ୍ନ ବିଭାଗର ୧ଠଜଣ ଛାତ୍ରଛାତ୍ରୀ ପ୍ରଥମ ୧ଠ ତାଲିକାରେ ସ୍ଥାନ ପାଇଛନ୍ତି । ପ୍ରଥମ ଥର ପାଇଁ ଏଭଳି ସଫଳତାମିଳିଥିବାରୁ କଲେଜର ଛାତ୍ରଛାତ୍ରୀ  ଓ ଅଧ୍ୟାପକ, ଅଧ୍ୟାପିକା ମାନଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଛି । ସ୍ନାତକ ଶେଷ ବର୍ଷ ଛାତ୍ରୀ ଦେବନ୍ୱେଷା ପ୍ରଧାନ ପ୍ରାଣୀ ବିଜ୍ଞାନ ସମ୍ମାନରେ ବିଶ୍ୱବିଦ୍ୟାଳୟ ସ୍ତରରେ ଟପ୍ପର ହୋଇଥିବା ବେଳେ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି ଛାତ୍ର ପ୍ରାୟୋଜିତ ବିଶି । ସେହିପରି ସଂସ୍କୃତ ସମ୍ମାନ ଚତୁର୍ଥ ସ୍ଥାନରେ ମନୀଷା ମିଶ୍ର, ପଞ୍ଚମ ସ୍ଥାନରେ ସୌଦାମିନୀ ମେହେର, ଦଶମ ସ୍ଥାନରେ ଗୋବର୍ଦ୍ଧନ ସାହୁ,  କସଂପ୍ୟୁଟର ପଞ୍ଚମ ସ୍ଥାନରେ ରଚନା ମିଶ୍ର, ନବମ ସ୍ଥାନରେ ବନିତା ସା ଓ ପଦାର୍ଥ ବିଜ୍ଞାନ ସମ୍ମାନରେ ବଚନ କୁମାର ଦାସ ସପ୍ତମ ସ୍ଥାନରେ ରହିଛନ୍ତି । କଲେଜର ଉତ୍ତମ ଶୈକ୍ଷିକ ବାତାବରଣ ଯୋଗୁଁ ଏଭଳି ସଫଳତା ମିଳିଥିବା ଅଧ୍ୟକ୍ଷ ତରୁଣ କୁମାର ମିଶ୍ର ପ୍ରକାଶ କରିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   06-Mar-2026
  ଜିଲ୍ଲା  
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମୂହ ଯୋଗ ଶିବିର   06-Mar-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ଠିକାଦାର ସଂଘ ପକ୍ଷରୁ ମୂଖ୍ୟମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*-   06-Mar-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ପୋଷ୍ଟ ଗ୍ରାଜୁଏସନ ଇତିହାସ ବିଭାଗ ତରଫରୁ ଏକ ଦିବସୀୟ ନେସନାଲ ସେମିନାର ଆସନ୍ତାକାଲି   06-Mar-2026
  ଜିଲ୍ଲା  
ଦିବ୍ୟାଙ୍ଗ ଛାତ୍ରଙ୍କୁ ଚାରି ଚକିଆ ମୋଟର ସାଇକେଲ୍ ପ୍ରଦାନ କଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି   06-Mar-2026
  ଜିଲ୍ଲା  
ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   06-Mar-2026
  ଜିଲ୍ଲା  
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   06-Mar-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026

You Might Also Like

       
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ