-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବିଶ୍ୱ ରକ୍ତଦାତା ଦିବସ ପାଳିତ : ରକ୍ତଦାନ ଶିବିର ଆୟୋଜନ କରିଥିବା ସଂଗଠନକୁ ସମ୍ମାନିତ

14-Jun-2021



କଣ୍ଟାବାଞ୍ଜି,(ଆନନ୍ଦ ମୋଟେ): କଣ୍ଟାବାଞ୍ଜି ବିଜୁ ପଟ୍ଟନାୟକ ରକ୍ତ ଭଣ୍ଡାର ପକ୍ଷରୁ ବିଶ୍ୱ ରକ୍ତଦାତା ଦିବସ ଅନୁଷ୍ଠିତ ହୋଇଥିଲା । ରକ୍ତ ଭଣ୍ଡାର ଅଧ୍ୟକ୍ଷ ତଥା ତହସିଲଦାର ଅଶୋକ କୁମାର ମାଝିଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଦିବସରେ ସ୍ଥାନୀୟ ବିଧାୟକ ସନ୍ତୋଷ ସିଂ ସାଲୁଜା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଥାନା ଅଧିକାରୀ ସତ୍ୟଜିତ କଣ୍ଡେଲକେଲ, ରକ୍ତ ଭଣ୍ଡାର ଅଧିକାରୀ ଡାକ୍ତର ଏସ.ପି.ଡି. ପଣ୍ଡା ମଂଚାସୀନ ଥିଲେ । ୨୦୧୯-୨୦ ଓ ୨୦୨୦-୨୧ ବର୍ଷରେ ବିଭିନ୍ନ ସମୟରେ ରକ୍ତଦାନ ଶିବିର ଆୟୋଜନ କରିଥିବା ମାରୱାଡି ୟୁବା ମଂଚ ବିକାଶ ଶାଖା, ମାରୱାଡି ମହିଳା ସମିତି, ଆମ ଓଡିଶା ସମ୍ବାଦ, ହମାରେ ପଡୋସି , ବିଜେଡି, ବିଜେପି ସହ ଅନ୍ୟ ସଂଗଠନଙ୍କୁ ମୁଖ୍ୟ ଅତିଥି ମାନପତ୍ର ସହ ସ୍ମୃତି ଚିହ୍ନ ଦେଇ ସମ୍ମାନିତ କରିଥିଲେ । କଣ୍ଟାବାଞ୍ଜି ପ୍ରେସ କ୍ଲବ କାର୍ଯ୍ୟାଳୟ ଠାରେ  ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା । ଏହି ଶିବିରରେ ୧୨୮ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା । ପ୍ରେସ କ୍ଲବକୁ ସର୍ବାଧିକ ୟୁନିଟ ରକ୍ତ ସଂଗ୍ରହ କରିଥବାରୁ ତାଙ୍କୁ ସ୍ୱତନ୍ତ୍ର ଭାବେ ମାନପତ୍ର ଏବଂ ସ୍ମୃତି ଚିହ୍ନ ଦେଇ ସମ୍ମାନିତ କରାଯାଇଥିଲା । ସେହିପରି ରକ୍ତ ଭଣ୍ଡାର ପରିଚାଳନା କମିଟି ତଥା ସମାଜସେବୀ ଆଶିଷ ଖଇତାନଙ୍କୁ ବେଷ୍ଟ କ୍ୟାମ୍ପ ମୋଟିଭେଟର ଭାବେ ସମ୍ମାନିତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ରକ୍ତ ଭଣ୍ଡାର ଟେକନିସିଆନ ସୁନିତା ଭୋଇ, ରାଜେନ୍ଦ୍ର ସାହୁ, କୁନାଲ ଦାସ, ଶିବ ସାହୁ ସହ ଅନ୍ୟ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like