-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||     

HOME   ଜୀବନଶୈଳୀ

ଲକଡାଉନ/ସଟଡାଉନରେ ଭୋକ ଉପାସରେ ରହୁଥିବା ନିରୀହ ଅସହାୟ ଙ୍କ ପେଟରେ ଦାନା ଭରି ମୁହଁରେ ହସ ଫୁଟାଇବା ହେଉଛି ସବୁଠାରୁ ମହତ କାମ

14-Jun-2021



ବିନିକା (ହିମାଂଶୁ ଶେଖର ପୁଟେଲ): ସାରା ବିଶ୍ବରେ ଆତଙ୍କ ସୃଷ୍ଟି କରିଥିବା କରୋନା ଭାଇରସ ସମସ୍ତଙ୍କୁ ଭୟଭୀତ ଅବସ୍ଥାରେ ରଖିଥିବା ବେଳେ ଏହି ମହାମାରୀରୁ ଲୋକଙ୍କୁ ରକ୍ଷା କରିବା ପାଇଁ ସରକାର ଲକ ଡାଉନ୍/ସଟଡାଉନ ଘୋଷଣା କରିଛନ୍ତି l ଯାହା ଫଳରେ ସବୁକିଛି ଠପ୍ ହୋଇପଡିଛି l ବିଶେଷ କରି ସପ୍ତାହନ୍ତ ସଟଡାଉନ ଯୋଗୁଁ ସେହିଦିନ ଦୋକାନବଜାର ସମ୍ପୂର୍ଣ୍ଣ ବନ୍ଦ ହୋଇଥିବାରୁ ଜୀବନ ବଞ୍ଚାଇବା ସକାଶେ ପେଟରେ ଦାନା ମୁଠିଏ ଭରିବା ପାଇଁ ନିରୀହ, ଅସହାୟ,ପଥିକ ନାହିଁ ନ ଥିବା ସମସ୍ୟାର 

ସମ୍ମୁଖୀନ ହେଉଛନ୍ତି l ଭୋକିଲା ପେଟକୁ ଅନ୍ନ ଦେଇ ତାଙ୍କ ମୁହଁରେ ହସ ଫୁଟାଇବା ପାଇଁ ସ୍ବେଚ୍ଛାସେବୀ ମାନେ ଅହରହ ପ୍ରୟାସ ଜାରି ରଖିଛନ୍ତି l ଏ ପରିପ୍ରେକ୍ଷୀରେ ବିନିକା ସିଦ୍ଧାର୍ଥ ଜୁନିଅର କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ ଓ ଲାଇବ୍ରେରିଅନ ଗରିବ ସାଲମାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ତପସ୍ଵିନୀ ମେହେର, ଅନ୍ନପୂର୍ଣ୍ଣା ମାହାଣା, ସଦାନନ୍ଦ ପ୍ରଧାନ, ହାଡିବନ୍ଧୁ ମେହେର, ତ୍ରିନାଥ ସେଠ୍, ଗୋବିନ୍ଦା ମାହାନା, ଯୋଗେଶ ମେହେର, ଗୋବର୍ଦ୍ଧନ ପ୍ରଧାନ,ବିଶ୍ଵନାଥ ମିଶ୍ର, ପ୍ରକାଶ ଅଗ୍ରୱାଲ,ସନ୍ତୋଷ,କିନୁ, ଆଦିକନ୍ଦ, ଧନେଶ୍ଵର, ସୀତାରାମ,ବିଜୟ, କୈଲlସ,ସରୋଜ,ପୂର୍ଣେନ୍ଦ୍ର, ରଞ୍ଜନଙ୍କ ସମେତ ମହାନଦୀ ସଂଗଠନର କେତେକ କର୍ମକର୍ତ୍ତା ଓ ସହରର କେତେକ ଉତ୍ସାହୀ ଯୁବକ ଓ ମହିଳା ସ୍ବେଚ୍ଛାସେବୀ ଭାଗ ନେଇ ବିନିକା ଡାକ୍ତରଖାନାରେ ଚିକିତ୍ସିତ ରୋଗୀ,ରାସ୍ତାର ପଥିକ,କାମଧନ୍ଦା କରି ନ ପାରି ଆର୍ଥିକ ଅନାଟନରେ ଦିନ କାଟୁଥିବା ଗରିବ ଲୋକ ଏବଂ ବିଭିନ୍ନ ଯାନବାହାନର ଚାଳକ ମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି l ପ୍ରାୟ ୬ ଶହରୁ ଅଧିକ ନିରାଶ୍ରୟ/ଅସହାୟ ଗରିବଙ୍କୁ ମାଗଣାରେ ଖାଦ୍ୟ ଯୋଗାଇ ଦିଆଗଲାଣି ଏବଂ ଯଦି ସଟଡାଉନ ପୁନଃ ବଳବତ୍ତର ରୁହେ ତେବେ ଏହି ପ୍ରକ୍ରିୟା ଚାଲୁ ରହିବ ବୋଲି  

ଶ୍ରୀ ସାଲମା କହିଛନ୍ତି l ଏହା ବ୍ୟତୀତ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ସାନ ଫଟାମୁଣ୍ଡା ଗ୍ରାମର ବାପା ମା ଛେଉଣ୍ଡ ଦୁଇ ପୁଅଝିଅଙ୍କ ପାଖରେ ପହଞ୍ଚି ତାଙ୍କୁ ଶୁଖିଲା ଖାଦ୍ୟ ଦେବା ସହ ଆର୍ଥିକ ସହାୟତା ପ୍ରଦାନ କର ଯାଇଥିଲା l ଏବଂ ସେମାନେ କିପରି ପାଠ ପଢି ପାରିବେ ସେ ଦିଗରେ ପରାମର୍ଶ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ