-+91-9937148622 |
prerana_bgr@rediffmail.com |
Tuesday 5th May 2026 |
R.N.I. Regd No. ODIODI/2010/46693
Breaking News
14-Jun-2021
ଭୁବନେଶ୍ବର (ଶୁଭାଶିଷ ନାୟକ) ଆସନ୍ତାକାଲି ସକାଳ ୮ଟା ୩୦ ଯାଏଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ। ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସୂଚନା l