-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||      ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||     

HOME   ଜିଲ୍ଲା

ପଥର ବ୍ଲାଷ୍ଟିଂ ଦେଲା ଦରଦି ଦୁଃଖ- ବେସାହାରା ପାଲଟିଗଲେ ଦୁର୍ବଳ

15-Jun-2021



କଳାହାଣ୍ଡି, ଧର୍ମଗଡ଼(ଜ୍ୟୋତିରଞ୍ଜନ ବେମାଲ): ଦିନ ଥିଲା ଏକାଏକା  ପ୍ରତିପୋଷଣ ଦାୟିତ୍ୱ  ନିଜ କାନ୍ଧରେ  ନେଇ ବେଶ ସୁରୁଖୁରୁରେ ଚଳାଉଥିଲେ ପରିବାର । ହେଲେ ହଠାତ ସମୟ ବଦଳିଯିବ କେବେ କଳ୍ପନା କରି ନ ଥିଲେ । ଯେଉଁ ପରିବାର ତାଙ୍କ ଅକ୍ଲାନ୍ତ ପରିଶ୍ରମର ସାହାରା ପାଲଟି ଥିଲା ଏବେ ସେ ପରିବାରରେ ବୋଝ ପାଲଟି ଗଲେ।ଏବେ ବେସାହାରା ହୋଇ ସାହାରା ଖୋଜି ବୁଲୁଛି ଦୁର୍ବଳ ।

     ଆମେ କହୁଛୁ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ଗୋଇନ୍ଟା ପଡାର  ଦୁର୍ବଳ ଗଇତାଙ୍କ କଥା। ଗତ ବର୍ଷ ସେପ୍ଟେମ୍ବର ମାସ ୧୧ ତାରିଖ ଦିନର ଘଟଣା। ହଠାତ ପରିବାର ପାଖକୁ ଖବର ପହଞ୍ଚିଥିଲା ପଥର ବ୍ଲାଷ୍ଟିଂ ରେ ଦୁର୍ବଳ ଗୁରୁତର । ପରିବାର ଉପରେ ଚଡକ ପଡିଲା।ଏଆଡୁ ସେଆଡୁ  ଗାଡି ଯୋଗାଡ଼ କରି  ଘଟଣାସ୍ଥଳକୁ ପହଞ୍ଚି ଥିଲେ।ହେଲେ ରକ୍ତ ଜୁଡୁବୁଡୁ  ଗୁରୁତର ଅବସ୍ଥାରେ ପଡିରହିଥିବା ଦୁର୍ବଳକୁ ନିଆଗଲା ଡାକ୍ତର ଖାନା।ଧର୍ମଗଡ଼, ଭବାନୀପାଟଣା ପରେ ବୁର୍ଲା ମେଡ଼ିକାଲରେ ଭର୍ତ୍ତି କରାଗଲା।ସେଠାରେ ତାଙ୍କୁ  ଅପରେସନ କରାଯାଇ ଶେଷରେ ଗୋଡ଼ କଟା ଗଲା।ସେହି ଦିନ ଠୁ ପରିବାର ଉପରେ ବଡ଼ ଦୁର୍ଦଶା ଆରମ୍ଭ ହେଲା।ପରିବାରରେ ଏକ ମାତ୍ର ଦୁର୍ବଳ ଉପରେ ନିର୍ଭର ହୋଇ ପ୍ରତିପାଦିତ ହେଉଥିବା ବେଳେ ଏବେ ଶଯ୍ୟାଶାୟୀ ହୋଇ ଏକ ପ୍ରକାର ପଙ୍ଗୁ ପାଲଟି ଯାଇଛି ଦୁର୍ବଳ।ଦୁର୍ଦଶା ଦିନ କୁ ଦିନ ଚରମ ସୀମା ରେ ପହଂଚି ଗଲା l ଶେଷରେ ନିଜ ବଡ଼ ଝିଅ କୁ ଅର୍ଥ ଅଭାବରୁ ଚିକିତ୍ସା କରାଇ ନପାରି ହରାଇ ବସିଲେ।ଏଣେ ଜଣେ ସାଧାରଣ ଶ୍ରମିକକୁ ବେଆଇନ ଭାବେ ବ୍ଲାଷ୍ଟିଂ କାମରେ ନିୟୋଜିତ କରାଇ ଥିବା କ୍ରସରମାଲିକ ସହାୟତା ପ୍ରତିଶୃତି ଦେଇଥିଲେ ହେ ବର୍ତ୍ତମାନ ସୁଦ୍ଧା ଦେଖାଦେଉନ ଥିବା ଓ ଫୋନ କଲେ ମଧ୍ୟ ଗ୍ରହଣ କରୁନ ଥିବା ଅଭିଯୋଗ କରନ୍ତି ପରିବାର ଲୋକେ।ସୂଚନା ଯେ,ବହୁଦିନ ଧରି ଦୁର୍ବଳ ଗୋଳାମୁଣ୍ଡା ବ୍ଲକ ତୁମ୍ରା ସ୍ଥିତ ଏକ କ୍ରସରରେ ଶ୍ରମିକ ଭାବେ ନିୟୋଜିତ ହୋଇଥିଲେ। ତେବେ କ୍ରସର ମାଲିକ ରାଜ କୁମାର ନାଏକ ଗତ ସେପ୍ଟେମ୍ବର ୧୧ ତାରିଖ ରେ  ପଥର ବ୍ଲାଷ୍ଟିଂ କରିବା କାର୍ଯ୍ୟରେ ନିୟୋଜିତ କରିଥିଲେ।ତେବେ ଦୁର୍ଘଟଣା ପରେ ପରିବାର ଙ୍କୁ ସବୁ ପ୍ରକାର ସୁବିଧା ଯୋଗାଇ ଦେବାକୁ ମାଲିକ କଥା ଦେଇଥିବା ବେଳେ  ଦୀର୍ଘ ୧୦ମାସ ବିତିଯାଇଥିଲେ ହେ ମାଲିକ ଧରାଛୁଆଁ ଦେଉ ନାହାନ୍ତି l ତୁରନ୍ତ ଜିଲ୍ଲା ପ୍ରଶାସନ ଦୁର୍ବଳଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଅଂଚଳବାସୀଙ୍କ ତରଫରୁ ଦାବି ହେଉଛି।


News Comment




Photo in News

Advertisment
Lastest News
ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   01-Aug-2026
  ଜିଲ୍ଲା  
ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   01-Aug-2026
  ଜିଲ୍ଲା  
*ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   01-Aug-2026
  ଜିଲ୍ଲା  
*ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   01-Aug-2026
  ରାଜ୍ୟ  
ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   01-Aug-2026
  ଜିଲ୍ଲା  
ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   01-Aug-2026
  ଜିଲ୍ଲା  
ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା   01-Aug-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026

You Might Also Like