-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   (04-May-2026)       ||      *ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   (04-May-2026)       ||      ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   (04-May-2026)       ||      ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ    (04-May-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (04-May-2026)       ||      ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   (03-May-2026)       ||      ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   (03-May-2026)       ||      ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲିି- ବିଜେପି ପକ୍ଷରୁ ମଣ୍ଡି ପରିଦର୍ଶନ

14-Jun-2021



ଡୁଙ୍ଗୁରିପାଲିି,(ତୁଳସୀ ପ୍ରସାଦ ଦାସ): ବିଜେପି ପକ୍ଷରୁ ଡୁଙ୍ଗୁରିପାଲି ବ୍ଲକର ଡୁଙ୍ଗୁରିପାଲି, ସହଲା, ତମାମୁରା, ଦିଗସିରା, ଚେରୁପାଲି ପେକ୍ସ ସହିତ ଏସଏଚଜି ଗୁଡିକରେ ଧାନ କିଣୁଥିବା ମଣ୍ଡିକୁ ଭାରତୀୟ ଜନତା ପାର୍ଟୀର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ଗତ ବିଧାନସଭା ନିର୍ବାଚନରେ ସୋନପୁର ବିଧାନସଭାର ବିଜେପି ପ୍ରାର୍ଥୀ ଅଶୋକ କୁମାର ପୁଜାରୀଙ୍କ ନେତୃତ୍ୱରେ ଏକ ଟିମ ପରିଦର୍ଶନ କରିଥିଲେ ।  ଡୁଙ୍ଗୁରିପାଲି  ପେକ୍ସ କ୍ରୟ କରୁଥିବା ସ୍ଥାନରେ ଓଜନ ମେସିନ ଖରାପ ହୋଇଥିବା ଅଭିଯୋଗ ଆସିଥିବା ବେଳେ ସବୁଠାରୁ ଅଧିକ ଧାନ ସହଲା ପେକ୍ସରେ ରହିଥିଲା । ଏଠାରେ ଥିବା ପେକ୍ସ ସଂପାଦକ ନିତାଇ ପଣ୍ଡା ନିଳମ୍ବିତ ହୋଇଥିବା ବେଳେ  ପ୍ରଦୀପ ପଧାନଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି । ତାଙ୍କ ସହିତ ଆଲୋଚନା ବେଳେ ସେଠାରେ ଧାନ ବିକ୍ରୀ ସୁରୁଖୁରୁରେ ଚାଲିଥିବା ପ୍ରକାଶ କରିଥିଲେ । ତମାମୁରା ମଣ୍ଡିରେ  ଗୋଦାମ ଘରେ ଧାନ  ନଥିବା ସଂପାଦକ କହିଥିବା ବେଳେ ବିଭିନ୍ନ ସ୍ଥାନରେ ଥିବା ଧାନ ଉଠୁଥିବା ବେଳେ କିଛି ଚାଷୀ ସମସ୍ୟା ଏଥିରେ ସମସ୍ୟା ରହିଥିବା ଅଭିଯୋଗ କରିଥିଲେ । ଟୋକନ ଲେପ୍ସ, ଅଖାବସ୍ତା, ଜରିବସ୍ତାରେ ଦ୍ୱନ୍ଦ,ଧାନ ଉଠିବାରେ ବିଳମ୍ବ ହେଉଥିବା ଚାଷୀମାନେ ଅଭିଯୋଗ କରିଥିଲେ ।ଏହାର ସମାଧାନ କିପରି କରାଯିବ ସେଥିପାଇଁ ଶ୍ରୀଯୁକ୍ତ ପୁଜାରୀ ଫୋନ ମାଧ୍ୟମରେ ତହସିଲଦାରଙ୍କ ସହିତ ଆଲୋଚନା କରିଥିଲେ ।  ଅନ୍ୟମାନଙ୍କ ମଧ୍ୟରେ ମଣ୍ଡଳ ସଭାପତି ନିତେଇ ପାଲ, ଜିଲ୍ଲା କୃଷକ ସେଲ ସଭାପତି ଶିବ ବେହେରା, ସୁବଳ ପଧାନ, ପର୍ଶୁରାମ ପୁଜାରୀ, ସୁରେଶ ପଧାନ ପ୍ରମୁଖ ସାମିଲ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ   04-May-2026
  ଜିଲ୍ଲା  
*ଉଦ୍‌ଘାଟନ ପର୍ଯ୍ୟନ୍ତ ୧୨୪ କିଲୋମିଟର ଭାରତମାଳା ରାସ୍ତା ବନ୍ଦ*   04-May-2026
  ଜିଲ୍ଲା  
ଲୋଇସିଂହାରେ ବ୍ରାଇଟମୁର ଇଣ୍ଟରନ୍ୟାସନାଲ ସ୍କୁଲରେ ଗ୍ରୀଷ୍ମକାଳୀନ ଶିବିର ଉଦ୍ଘାଟିତ   04-May-2026
  ଜିଲ୍ଲା  
ହରିଶଙ୍କର ପୀଠରେ ବରଗଡ଼ର ସମାଜସେବୀ ସମ୍ମାନିତ   04-May-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   04-May-2026
  ଜିଲ୍ଲା  
ପାତାଳ ଗଙ୍ଗା ପର୍ଯ୍ୟଟନ କ୍ଷେତ୍ରରେ ପବିତ୍ରବୈଶାଖ ମେଳା ଆରମ୍ଭ   03-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳିତ   03-May-2026
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026

You Might Also Like