-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||     

HOME   ଜିଲ୍ଲା

ଦରଦାମ ବୃଦ୍ଧି ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ

14-Jun-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) :ଦରଦାମ ବୃଦ୍ଧି ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ ଯୋଗାଣ  ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ । କେନ୍ଦ୍ର ର ନୀତି ମହଙ୍ଗା ପଡିଛି । ପେଟ୍ରୋଲ ଓ ଡିଜେଲ 100ଟଙ୍କା ଉପରେ ଯହାର ପ୍ରଭାବ ସବୁଆଡେ ପଡିଛି ।ଯେଉଁଥି ପାଇଁ ଦରବୃଦ୍ଧି କାବୁ କରିପାରୁ ନାହନ୍ତି । ରାଜ୍ୟ ତରଫରୁ କଳାବଜାରୀ  ରୋକିବା ପାଇଁ  ବ୍ୟବସ୍ଥା କରୁଛୁ ।ନୂଆ ଆଇନ ବଳରେ କେନ୍ଦ୍ର ରାଜ୍ୟ ମାନଙ୍କୁ ନିରସ୍ତ୍ର କରିଦେଇଛି  ଏବଂ ଯେଉଁ ଭଳି ଭାବରେ ଖାଇବା ତେଲ ଓ ଡାଲି ଜାତୀୟ ଦ୍ରବ୍ୟ ଉପରେ  ଡ୍ୟୁଟି ବଢେଇଛନ୍ତି ଖାଉଟି ସାମଗ୍ରୀ ଉପରେ । 35 ପ୍ରତିଶତ ବଢିଛି ଡ୍ୟୁଟି ସେହି ତୁଳନାରେ 4 ପ୍ରତିଶତ ଏମଏସପି ରେ ବଢେଇବା ଉପାହାସ ନୁହେଁ କି ବୋଲି ଖାଉଟି ମନ୍ତ୍ରୀ କହିଛନ୍ତି । କୋଭିଡ ର ସୁଯୋଗ ନେଇ  ଲୋକଙ୍କୁ ଯନ୍ତ୍ରଣା ଦେଉଛି କେନ୍ଦ୍ର । ଏବେ ରାଜ୍ୟ ମାନଙ୍କ ଉପରେ ଦୋଷ ଲଦିବା ପାଇଁ ପ୍ରୟାସ ହେଉଛି ଅର୍ଥନୀତି କୁ ଡୁବେଇ ଦେଇଛନ୍ତି । ଦରଦାମ ଉପରେ ରାଜ୍ୟ ମାନଙ୍କ ସହ ଆଲୋଚନା କରୁନାହାନ୍ତି କେବଳ ଅର୍ଥ ଉପାର୍ଜନ ତାଙ୍କର ଏକାନ୍ତ ଲକ୍ଷ୍ୟ ବୋଲି ଖାଉଟି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ନିଜ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି l

 

 

 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026

You Might Also Like