-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||     

HOME   ଜିଲ୍ଲା

ଭର୍ଚୁଆଲ ମାଧ୍ୟମରେ ତୃତୀୟ ଲୋକକଳା ଦିବସ ପାଳିତ

15-Jun-2021



ବାଲିଗୁଡ଼ା,(ପ୍ରେରଣା ଖବର ବ୍ୟୁରୋ): ବିଶ୍ଵ ମହାମାରୀ କରୋନା ପାଇଁ ରାଜ୍ୟସ୍ତରୀୟ ଲୋକକଳା ଦିବସ ଜୁମ୍ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ତୃତୀୟ ଲୋକକଳା ଦିବସ ପାଳନ ହୋଇଛି l ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲ୍ଲାରେ ମଧ୍ୟ ଲୋକ କଳା ଦିବସ ପାଳିତ ହୋଇଯାଇଛି l ଏଥିରେ ଜିଲ୍ଲା ଉପ ସଭାପତି ସରୋଜ କର୍ଣ୍ଣ ଙ୍କ ନେତୃତ୍ବରେ ଭର୍ଚୁଆଲ ମାଧ୍ୟମରେ ଆଲୋଚନା ହୋଇଥିଲା l ଜିଲ୍ଲା ସଂସ୍କୃତି ଅଧିକାରୀ ବିରଞ୍ଚି କହଁର କାର୍ଯ୍ୟାଳୟ ପ୍ରମୁଖ ନରେଶ କୁମାର,  ବାଲିଗୁଡ଼ା ବ୍ଲକ୍ ଉପସଭାପତି ପ୍ରମୋଦ କୁମାର ଦଣ୍ଡସେନା ତୁଡ଼ିବନ୍ଧ ବ୍ଲକ୍ ଉପସଭାପତି ସଦାନନ୍ଦ ପରାସେଠ,ସିମlଞ୍ଚଳ ମାଝୀ, ଶତପତି ପ୍ରଧାନ,ପୂର୍ଣ୍ଣ ଚନ୍ଦ୍ର ପଣ୍ଡା, ସତ୍ୟ ନାରାୟଣ ଭୁକ୍ତା ଓ ଜୁନୁସ ନାୟକ ପ୍ରମୁଖ ଯୋଗ ଦେଇଥିଲେ l ଆଲୋଚନା ବେଳେ ପ୍ରଥମେ ରାଜ୍ୟ ସରକାର କଳାକାର ମାନଙ୍କ ପ୍ରତି ଧ୍ୟାନ ଦେଇଥିବାରୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା l  ବିଲୁପ୍ତ ପ୍ରାୟ ଲୋକକଳାକୁ ସରକାର ପୁନରୁଦ୍ଧାର ପାଇଁ ପଦକ୍ଷେପ ତ୍ୱରାନ୍ୱିତ କରି ସଚେତନ କାର୍ଯ୍ୟକ୍ରମ ଲୋକକଳା ଗ୍ରାମ ଏବଂ ପ୍ରାଚୀନ ସଂସ୍କୃତି କୁ ବଞ୍ଚାଇ ରଖିବା ପାଇଁ ଗାଁ ଗାଁରେ ଭାଗବତ ଟୁଙ୍ଗି ନିର୍ମାଣ କରିବା ପାଇଁ ପଦକ୍ଷେପ କୁ ପ୍ରଶଂସା କରାଯାଇଥିଲା l ବିଶ୍ଵ ମହାମାରୀ କରୋନାର କରାଳ ଛାୟାରେ ଦୀର୍ଘ ଦେଢ଼ ବର୍ଷ ଧରି ଲୋକ ପେଶି ହେଉଥିବା ବେଳେ କଳାକାରଙ୍କୁ କାମ ଯୋଗାଇଦେବା କୁ ସରକାର ଙ୍କୁ ନିବେଦନ କରାଯାଇଥିଲା l କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ବ୍ଲକ୍ ରେ ମିଳୁଥିବା କଳାକାର ଭତ୍ତା ନୈରାଶ୍ୟ ଜନକ l ବହୁ ଦୁସ୍ଥ ଲୋକ କଳାକାର ଏବେ ପରିଣତି ବୟସ ରେ ରହି ଜୀବନ ସହିତ ସଂଗ୍ରାମ କରି ଭତ୍ତା ଅପେକ୍ଷାରେ ରହିଛନ୍ତି l ସେହିଭଳି ବାଲିଗୁଡ଼ା ବ୍ଲକରେ ଭାଗବତ ଟୁଙ୍ଗୀ ର ପୁନରୁଦ୍ଧାର ପାଇଁ ପ୍ରୟାସ କରିବାକୁ ବ୍ଲକ୍ ଉପ ସଭାପତି ପ୍ରମୋଦ କୁମାର ଦଣ୍ଡସେନା ପ୍ରସ୍ତାବ ରଖିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026

You Might Also Like