-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ନିଷ୍ଠା ପରିବାରର ୧୨ତମ ପ୍ରତିଷ୍ଠା ଦିବସ ପାଳନ

15-Jun-2021



ବରଗଡ଼ (ମୁକୁନ୍ଦ ଦାସ) ବରଗଡ ଜିଲ୍ଲାର ଅଗ୍ରଣି ସ୍ବେଚ୍ଛାସେବୀ ସଂଗଠନ ନିଷ୍ଠା ପରିବାରର ୧୨ତମ ପ୍ରତିଷ୍ଠା ଦିବସ ତଥା ବିଶ୍ଵ ରକ୍ତ ଦାତା ଦିବସ ନିରାଡମ୍ବର ଭାବରେ ଖଣ୍ଡହଥା ଆନ୍ଧ୍ର କେମ୍ଫ ସ୍ଥିତ ନିଷ୍ଠା ଭବନରେ ପାଳିତ ହୋଇଯାଇଅଛି। ଏହି ଅବସରରେ ଆୟୋଜିତ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ରେ ବରଗଡ ରକ୍ତ ଭଣ୍ଡାର ଦ୍ବାରା ମୋଟ ୩୧ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ଏହି ଅବସରରେ ନିଷ୍ଠା ପରିବାର ର ସ୍ଥାୟୀ ଲୋଗୋ ତଥା ସୁଶ୍ରୀ ତ୍ରୀପୁରା ଶୁହୁଲା ଙ୍କ ସଂଯୋଜନାରେ ନିଷ୍ଠା ମହିଳା  ଶାଖାର ଶୁଭାରମ୍ଭ କରାଯାଇଥିଲା। ପ୍ରସ୍ତାବିତ ନିଷ୍ଠା ବୃଦ୍ଧାଶ୍ରମର ତ୍ବରାନ୍ବୟନ ଉପରେ ଆଲୋଚନା ହୋଇଥିଲା। ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ଯ ଅତିଥି ଶ୍ରୀମାନ ଦେବେଶ ଆଚାର୍ଯ୍ଯ, ବିଧାୟକ ତଥା ଜିଳ୍ଲାଯୋଜନା ବୋର୍ଡ ର ଅଧ୍ୟକ୍ଷ, ବରଗଡ, ସମ୍ମାନୀତ ଅତିଥି ଭାବରେ ଶ୍ରୀମାନ ଡଃ ପ୍ରଭାସ ସିଂହ ପୁର୍ବତନ ସାଂସଦ, ଶ୍ରୀମାନ ଉମେଶ ଚନ୍ଦ୍ର ପଣ୍ଡା ଯୁବ ସଂଗଠକ, ଓ ଶ୍ରୀମାନ ଡାକ୍ତର ଅଜିତ ଦର୍ଜି ଯୋଗଦାନ କରି ସମସ୍ତଙ୍କୁ ଉତ୍ସାହିତ କରିଥିଲେ। ବିଧାୟକ ଶ୍ରୀଯୁକ୍ତ ଆଚାର୍ଯ୍ଯ ବକ୍ତବ୍ଯ ମଧ୍ୟମରେ କହିଥିଲେଯେ, ନିଷ୍ଠା ଏକ ସଂଗଠନ ନ ହୋଇ ଏକ ବିଚାର ରେ ପରିଣତ ହେଲାଣି। ସମାଜସେବା ତଥା ମାନବ ସେବା କ୍ଷେତ୍ର ରେ ନିଷ୍ଠା ପରିବାର ର ଅବଦାନ ବରଗଡ ଇତିହାସ ରେ ନିଶ୍ଚିତ ଭାବରେ ଲିପିବଦ୍ଧ ହୋଇ ରହିବ ବୋଲି ମତ ପ୍ରକାଶ କରିଥିଲେ। ଏହି ଅବସସରେ ଉଚ୍ଚଶିକ୍ଷା ପାଇଁ ଝାରବନ୍ଧ ର ମଳୟ ବସନ୍ତ ଅଗ୍ରେ ଙ୍କୁ ନିଷ୍ଠା ପରିବାର ତରଫ ରୁ ନଗଦ ଦଶ ହଜାର ଟଙ୍କା ପ୍ରଦାନ କରାଯାଇଥିଲା। ନିଷ୍ଠାର ସଭାପତି ରକ୍ଷପାଲ ସାହୁ ଙ୍କ ସଭାପତିତ୍ବ ରେ ଆୟୋଜିତ ଉପରୋକ୍ତ କାର୍ଯ୍ୟକ୍ରମ ରେ ସଂପାଦକ ଅଶ୍ବିନୀ ତ୍ରିପାଠୀ ବିବରଣୀ ପାଠ,କ୍ଷୀରୋଦ୍ର ସାହୁ ଉଦ୍ଦେଶ୍ଯ ଜ୍ଞାପନ, ମଦନ ମୋହନ ଦାଶ ସଂଯୋଜନା, କୋଷାଧକ୍ଷ ଶ୍ୟାମ ସୁନ୍ଦର ସାହୁ ଧନ୍ୟବାଦ ଜ୍ଞାପନ କରିଥିବା ବେଳେ ନିଷ୍ଠା ପରିବାର ସମସ୍ତ ସଦସ୍ଯ ମାନେ କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like