-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଯୁବକ ଙ୍କ ଶୋଚନୀୟ ମୃତ୍ୟୁ, ପୋଲିସ ର ଶବ ବ୍ୟବଚ୍ଛେଦ ନେଇ ତୀବ୍ର ଅସନ୍ତୋଷ

15-Jun-2021



ଟିଟିଲାଗଡ଼ (ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ କୁଶକେଲା ଗ୍ରାମପଞ୍ଚାୟତର ଜଣେ ୨୫ ବର୍ଷୀୟ ଯୁବକଙ୍କ ଶୋଚନୀୟ ମୃତ୍ୟୁ ଘଟିଥିବା ବେଳେ ତାଙ୍କ  ଶବବ୍ୟବଚ୍ଛେଦ ନେଇ ଟିଟିଲାଗଡ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟରେ ତୀଵ୍ର ଉତ୍ତେଜନା ସୃଷ୍ଟି ହୋଇଛି । ସୂଚନାଯୋଗ୍ୟ ଯେ,ସକାଳ ପ୍ରାୟ ଭୋର ୪ ଟାରୁ ଉକ୍ତ ଗ୍ରାମରୁ ହରେରାମ ତାଣ୍ଡି ଙ୍କ ପୁଅ ଦେବେନ୍ଦ୍ର ତାଣ୍ଡି(ବ-୨୫) ହଠାତ ଅସୁସ୍ଥ ଲାଗିବା ନେଇ ପରିବାର ଲୋକଙ୍କୁ ଜଣେଇବାରୁ ଆମ୍ବୁଲାନ୍ସ ଯୋଗେ ତୁରନ୍ତ ପରିବାର ଲୋକେ ଟିଟିଲାଗଡ ଉପଖଣ୍ଡ ମୁଖ୍ୟଚିକିତ୍ସାଳୟ କୁ ଆଣିଥିଲେ । ଡ଼ଃ ଓଁକାର ହୋତା ଉକ୍ତ ଯୁବକ ଙ୍କୁ ମୃତ୍ୟୁ ଘଟିସାରିଥିବା ଜଣାଇଥିଲେ । ଏ ନେଇ ପୋଲିସକୁ ତୁରନ୍ତ ସୂଚନା ଦିଆଯାଇଥିଲା । ହେଲେ ଟିଟିଲାଗଡ ଥାନା ଅଧିକାରୀ ମୃତ ଯୁବକ ଯେହେତୁ କୁସକେଲା ଗ୍ରାମର ଓ ତାହା ସିନ୍ଧେକେଲା ଥାନା ଅଞ୍ଚଳରେ ଯାଉଥିବା ବେଳେ ତାହା ସିନ୍ଧେକେଲା ପୋଲିସ କରିବା ସରକାରୀ ନିୟମ ଲାଗୁ ହୋଇଥିବା ଜଣେଇ ସିନ୍ଧେକେଲା କୁ ସୂଚନା ଦିଆଯାଇଥିଲା । ହେଲେ ସକାଳ ପାଞ୍ଚ ଟା ରୁ ଦିନ ୧୨ ଟା ହୋଇଯିବା ସତ୍ୱେ ପୋଲିସ ନ ଆସିବା ଯୋଗୁଁ ବ୍ୟବଚ୍ଛେଦ ମନ୍ଧ୍ୟ ହୋଇପାରିନାହିଁ । ଏ ନେଇ ପରିବାର ବର୍ଗ ତଥା ଗ୍ରାମବାସୀ ଙ୍କ ମନ୍ଧରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇବା ସହ ଉତେଜନା ମୟ ପରିସ୍ଥିତି ସୃଷ୍ଟି ହୋଇଛି । ସୂଚନା ଯୋଗ୍ୟ,ଯେ,ଟିଟିଲାଗଡ ରୁ କୁସକେଲା ମାତ୍ର ୧୩ କିମି ଦୂରତ୍ୱ  ହୋଇଥିବା ବେଳେ ସିନ୍ଧେକେଲା ୩୦ କିମି ଦୁର ହେଉଛି । ଯଦ୍ୱାରା ସାଧାରଣ ଗ୍ରାମବାସୀ ଏହି ପରି ସ୍ୱାସ୍ଥ୍ୟ ତଥା ପୋଲିସ,ପରି ସମସ୍ତ କ୍ଷେତ୍ରରେ ଘୋର ହଇରାଣ ର ଶିକାର ହୋଇଆସୁଥିବା ନେଇ ବାରମ୍ବାର ଅଭିଯୋଗ ହୋଇଆସୁଛି । କୁସକେଲା ଗ୍ରାମପଞ୍ଚାୟତ ସରପଞ୍ଚ ତଥା ଉପଖଣ୍ଡ ସରପଞ୍ଚ ସଂଘ ସଭାପତି ଶ୍ରୀ ହରିନାରାୟଣ ମିଶ୍ର ଏ ନେଇ ଜିଲ୍ଲା ଆରକ୍ଷୀ ଅଧିକାରୀ ତଥା ଟିଟିଲାଗଡ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଓ ବିଭିନ୍ନ ଉଚ୍ଚ ପଦସ୍ଥ ଅଧିକାରୀଙ୍କ ସହ  ଗୃହ ବିଭାଗ ମୁଖ୍ୟ ଶାସନ ସଚିବ ଙ୍କ ନିକଟ କୁ ଦାବୀ ପତ୍ର ପ୍ରେରଣ କରିଥିବା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like