-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||     

HOME   ଅପରାଧ

ବନ୍ଦ କୋଠରୀ ଭିତରେ ହାଇ ଡ୍ରାମା : ବନ୍ଧୁକଧାରୀ ଯୁବକକୁ କାବୁ କଲା ପୋଲିସ

15-Jun-2021



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର) ଦୀର୍ଘ ଚାରି ଘଣ୍ଟା ଧରି ବନ୍ଦ କୋଠରୀ ଭିତରେ ଗୋଟିଏ ପରିବାରକୁ ବନ୍ଧୁକ ମୁନରେ iଭୟଭୀତ କରି ରଖିଥିଲା ଜଣେ ଯୁବକ l ଆଜି ଦିନ ତମାମ ଏହି ଘଟଣା ସହରରେ ମୁଖ୍ୟ ଚର୍ଚା ର ବିଷୟ ହୋଇଥିବାବେଳେ ବନ୍ଧକ ରହିଥିବା ପରିବାର ସଦସ୍ୟଙ୍କୁ ଉଦ୍ଧାର କରିବା ପାଇଁ ପୋଲିସକୁ ନାକେ ଦମ୍ ହେବାକୁ ପଡ଼ିଥିଲା l ସେ ଯାହା ହେଉ ଦୁଇ ଘଣ୍ଟର ପରିଶ୍ରମ ପରେ ପୋଲିସ ପରିବାର ସଦସ୍ୟଙ୍କୁ ସୁରକ୍ଷିତ ଭାବେ ସିଢି ସାହାଯ୍ୟରେ ଉଦ୍ଧାର କରିଥିଲା l ଶେଷରେ ଏହି ସମସ୍ତ ଘଟଣାକୁ ସଫଳ ରୂପ ଦେଇଥିବା ସେହି ଉନ୍ମୁକ୍ତ ଯୁବକ ବିକ୍ରମ ପଣ୍ଡାଙ୍କୁ ଉଦ୍ଧର କରିବାରେ ସଫଳ ହୋଇଥିଲା l  ବିକ୍ରମ ପୋଲିସ ଉପରକୁ ଦୁଇ ରାଉଣ୍ଡ ଗୁଳି କରିଥିଲେ ମଧ୍ଯ କୌଣସି ପୋଲିସ ଏଥିରେ ଆହତ ହୋଇନାହାନ୍ତି ଲ ପୋଲିସର 'ଅପରେସନ ବିକ୍ରମ ' ସଫଳ ହୋଇଛି l ବର୍ତ୍ତମାନ ପୋଲିସ ହେପାଜତରେ ବିକ୍ରମ l କେଉଁ କlରଣ  ପାଇଁ ଓ କେଉଁ କେଉଁ ଉଦ୍ଦେଶ୍ୟ ରଖି ବିକ୍ରମ ଏହି କାଣ୍ଡ ଭିଆଇ ଥିଲା ତାର ଛାନଭିନ୍ କରୁଛି ବଲାଙ୍ଗିର ପୋଲିସ l
   ସୂଚନାଯୋଗ୍ୟ ଯେ, ଆଜି ସକାଳେ ବିକ୍ରମ ପଣ୍ଡା ନାମକ ଏହି ଯୁବକ ଶାନ୍ତି ପଡା ରେ ରହୁଥିବା ଅବସରପ୍ରାପ୍ତ ଶିକ୍ଷକ ମଦନମୋହନ ହୋତାଙ୍କ ଘରର ଉପର ମହଲକୁ କୁ ଯାଇ ବନ୍ଧୁକ ମୁନରେ ପରିବାରର ଚାରି ସଦସ୍ୟଙ୍କୁ ବନ୍ଧକ ରଖିଥିଲା l ଦୀର୍ଘ ଚାରି ଘଣ୍ଟାର ପୋଲିସ ର ରେସକ୍ୟୁ ଅପରେସନ ପରେ ପରିବାରର ସମସ୍ତ ସଦସ୍ୟଙ୍କୁ ସୁରକ୍ଷିତ ଭବରେ ଉଦ୍ଧର କରିଥିଲା l ସଦର ଏସ୍ ଡି ପି ଓ ତୋଫାନ୍ ବାଗ ଙ୍କ ନେତୃତ୍ୱ ରେ ପୋଲିସ ର ଏକ ସ୍ଵତନ୍ତ୍ର ଟିମ୍ ଏହି ରେସ୍କ୍ୟୁ  ଅପରେସନ ରେ ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026

You Might Also Like