-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||     

HOME   ଜିଲ୍ଲା

ଦିବ୍ୟାଙ୍ଗ ଭଗି ଛତ୍ରିଆ ଙ୍କୁ କେବେ ମିଳିବ ସରକାରୀ ସହାୟତା ।।

15-Jun-2021



କଳାହାଣ୍ଡି,କୋକସରା (ତ୍ରିନାଥ ବେଶ୍ରା): ଆଜକୁ ପ୍ରାୟ ଚାରି ବର୍ଷ ହେବ ଭଗି ଛତ୍ରୀ ଶଯ୍ୟାଶାୟୀ ହୋଇ ପଡି ରହିଛନ୍ତି।ତାଙ୍କର ଗୋଡ଼ରୁ ଅଣ୍ଟା ଯାଏ ଅଧା ଅଙ୍ଗ କାମ କରୁନାହିଁ l ଘର ର ରୋଜଗାରିଆ ସ୍ଵାମୀ ଏବେ ବିକଳାଙ୍ଗ l ଚାରି କୁଟୁମ୍ବଙ୍କ ଭରଣପୋଷଣ କରିବା କଷ୍ଟ ହୋଇ ପଡ଼ିଛି |ସମୟ ଥିଲା ପର ଘରେ କାମ କରି   ନିଜର ପରିବାରକୁ ହସ ଖୁସିରେ  ଚଳି ଯାଉଥିଲେ କିନ୍ତୁ ବିକଳାଙ୍ଗ ହେବା ପରେ ନିଜ ଭାଗ୍ୟକୁ ଆଦରି ରହୁଛନ୍ତି ଭଗି ଛତ୍ରିଆ lଏମିତି ଏକ ଦୁଃଖଭରା ଦାରୁଣ ଦ୍ରୁଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଅନ୍ତର୍ଗତ କାଉଡୋଳା ଗ୍ରାମରେ l ଏହି ଗାଁ ର ଭଗି ଛତ୍ରୀଆ ବର୍ତମାନ ବିକଳାଙ୍ଗ ହୋଇ ଘରେ ପଡି ରହିଥିବା ଦେଖିବାକୁ ମିଳିଛି । ପରିବାର କହିଲେ ପାଞ୍ଚ ଜଣ ସାହ ତିନି ପୁଅ  ଓ ସ୍ତ୍ରୀ ସ୍ଵାମୀ ବିକଳାଙ୍ଗ ହେବାରୁ ସ୍ତ୍ରୀ ମଞ୍ଜୁଳା ଛତ୍ରିଆ ପର ଘରେ କୁଲି କାମ କରି ପରିବାର ପ୍ରତିପୋଷଣ କରୁଛନ୍ତି । କେମିତି କାଟିବେ ଜୀବନ, ସରକାରଙ୍କ ତରଫରୁ ଭଗି ଛତ୍ରିଆଙ୍କୁ ଭତ୍ତା ଓ ଆବାସ ଯୋଜନାରେ ଘର ଖଣ୍ଡିକ ଯୋଗାଇ ଦେଲେ କିଛି ଦୁଃଖ ଦୂର ହୋଇ ପାରନ୍ତା  । ଏନେଇ  କାଉଡୋଳା ପି ଇ ଓ  ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ଆମ ପ୍ରତିନିଧି  । ଏହା ପରେ ଖୁବ ଶୀଘ୍ର ଭଗି ଛତ୍ରିଆଙ୍କୁ ଦିବ୍ୟାଙ୍ଗ ଭତ୍ତା ଓ ଘର ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି କାର୍ଯ୍ୟନିର୍ବାହୀ  ଅଧିକାରୀ । ତେବେ ଦେଖିବାକୁ ବାକି ରହିଲl ଦିବ୍ୟଙ୍ଗ ଭଗି  କେବେ ସରକାରୀ ସହାୟତରେ ସାମିଲ ହେଉଛନ୍ତି  ? 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026
  ଜିଲ୍ଲା  
ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   30-Jul-2026

You Might Also Like