-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ମହାନଗର

ଟାଙ୍ଗି ଡ୍ରିମ୍ସ କୋଭିଡି କେୟାର ହସ୍ପିଟାଲ ବିରୁଦ୍ଧ ରେ ସଂଗୀନ ଅଭିଯୋଗ, ଚୌଦ୍ୱାରର ପ୍ରତିଷ୍ଠିତ ବ୍ୟବସାୟୀ ସୁକୁମାର ସୁବିଧିରାୟ ମୃତ୍ୟୁ ଘଟଣା ର ନୂଆ ମୋଡ଼, ତଦନ୍ତ ଆରମ୍ଭ

15-Jun-2021



କଟକ, ଟାଙ୍ଗି ଡ୍ରିମ୍ସ କୋଭିଡି କେୟାର ହସ୍ପିଟାଲରେ ଗତ ୪ ତାରିଖ ଦିନ ଚୌଦ୍ୱାର ଦେବୀନଗର ଗ୍ରାମର  ଜଣେ ପ୍ରତିଷ୍ଠିତ ବ୍ୟବସାୟୀ ସୁକୁମାର ସୁବିଧିରାୟଙ୍କୁ ଚିକିତ୍ସିତ ଅବସ୍ଥାରେ   ହୋଇଥିବା  ଛୁରା ମାଡ ଘଟଣାର ଆଜି ଏକ ନୂତନ ମୋଡ଼ ନେଇଛି | ଛୁରା ମାଡ ଘଟଣାରେ ମୃତ୍ୟୁବରଣ କରିଥିବା ସୁକୁମାର ସୁବିଧିରାୟଙ୍କ ସ୍ତ୍ରୀ ସୁଲୋଚନା ସୁବିଧିରାୟ ଆଜି ଟାଙ୍ଗି ଥାନାରେ ଡ୍ରିମ୍ସ  କୋଭିଡି କେୟାର ହସ୍ପିଟାଲ କତ୍ତୃପକ୍ଷ ଙ୍କ ବିରୁଦ୍ଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି | ଅଭିଯୋଗ ଅନୁଯାୟୀ , ତାଙ୍କର ସ୍ୱାମୀ ସୁକୁମାର ସୁବିଧିରାୟ କୋଭିଡିରେ ଆକ୍ରାନ୍ତ ହୋଇ ଗତ  ମେ ୨୯ ତାରିଖରେ  ଉକ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ | ଅଭିଯୋଗ ଅନୁଯାୟୀ, ତାଙ୍କର ସ୍ୱାମୀ ଶାରୀରିକ ଓ ମାନସିକ ଭାବେ ସମ୍ପୂର୍ଣ୍ଣ ସୁସ୍ଥ  ଥିଲେ l ପ୍ରତିଦିନ ପରିବାର ସହ ଫୋନ ମାଧ୍ୟମରେ ତାଙ୍କର ଯୋଗାଯୋଗ ରହିଥିଲା | ତେବେ ଗତ ୪-୦୬-୨୧ ରେ କୋଭିଡି ହସ୍ପିଟାଲରୁ ଘରକୁ ଆସିବାକୁ ଥିବା ବେଳେ  ଉକ୍ତ ଦିନ ସକାଳୁ ତାଙ୍କୁ ଛୁରା ମାଡ ହୋଇଛି ବୋଲି ଘରକୁ ଖବର ଆସିଥିଲା | ତାଙ୍କୁ ହତ୍ୟା କରିବା ଲାଗି କେହି ଦୁର୍ବୃତ୍ତ ଷଡଯନ୍ତ୍ର କରି ଏହି  ଛୁରା ମାଡ କରିଛି ଓ ତାଙ୍କ ର ଚିକିତ୍ସା ପ୍ରକ୍ରିୟାକୁ କୌଣସି ଦୃଢ ଶକ୍ତି ବିଳମ୍ୱ କରାଇଥିଲା , ଯାହାପାଇଁ  କଟକ ବଡ ମେଡିକାଲରେ ଚିକିତ୍ସିତ ଅବସ୍ଥା ରେ ଗତ ଜୁନ୍ ୮ ତାରିଖରେ  ତାଙ୍କର  ମୃତ୍ୟୁ ହୋଇଯାଇଥିଲା  | ଏଣୁ ତାଙ୍କ ସ୍ୱାମୀଙ୍କ ମୃତ୍ୟୁର ପ୍ରକୃତ ସତ୍ୟାସତ୍ୟ ଘଟଣାର ଅନୁସନ୍ଧାନ କରି ତାଙ୍କୁ ନ୍ୟାୟ ପ୍ରଦାନ କରିବାପାଇଁ ପ୍ରାର୍ଥନା କରିଛନ୍ତି | ଏ ନେଇ ଟାଙ୍ଗି ଥାନା ଆଇଆଇସି ସୁଚିତ୍ର ବୀର୍ଯ୍ୟ ଦାସ   କେଶ ନମ୍ବର  ୧୧୭/୨୧,   ଧାରା ୩୦୨ ରେ ମାମଲା  ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିବା ଏସ ଡି ପିଓ ଚୌଦ୍ୱାର  ସତ୍ୟବ୍ରତ ଲେଙ୍କା କହିଛନ୍ତି   |(ଦୀପକ କୁମାର ଷଡଙ୍ଗୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like