-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ରାଜ୍ୟ

ଓଡ଼ିଶା ପୁଲିସରେ ୭୨୧ ପଦ ପୂରଣ ପାଇଁ ବିଜ୍ଞପ୍ତି, ତୃତୀୟ ଲିଙ୍ଗ ବି ଆବେଦନ କରିପାରିବେ

15-Jun-2021



କଟକ(ଦୀପକ କୁମାର ଷଡଙ୍ଗୀ): ଓଡ଼ିଶା ପୁଲିସରେ ନିଯୁକ୍ତି ପାଇଁ ପୁଣି ଥରେ ସୁଯୋଗ ସୃଷ୍ଟି ହୋଇଛି। ଆଜି ମୋଟ ୭୨୧ ପଦବି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ୪୭୭ ସବ ଇନସପେକ୍ଟର(ଏସଆଇ) ପଦବି ଓ ୨୪୪ କନେଷ୍ଟବଳ( କମ୍ୟୁନିକେସନ) ପାଇଁ ନିଯୁକ୍ତି ବିଜ୍ଞାପନ ଆହ୍ବାନ କରାଯାଇଥିବା ନେଇ ଡିଜିପି ଶ୍ରୀ ଅଭୟ ସୂଚନା ଦେଇଛନ୍ତି। ଏଥିପାଇଁ ଆଶାୟୀ ପ୍ରାର୍ଥୀମାନେ ଆବେଦନ କରିବା ସହିତ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ କରିବାକୁ ଡିଜିପି କହିଛନ୍ତି। ଏଥିସହିତ ଓଡ଼ିଶା ପୁଲିସରରେ କ୍ୟାରିୟର କଲେ ଏଥି‌ରେ ଭଲ ସୁଯୋଗ ଥିବା କହିବା ସହିତ ଆଶାୟୀଙ୍କୁ ଡିଜିପି ଶୁଭେଚ୍ଛା ଜଣାଇଛନ୍ତି। ଏହି ପଦବି ପାଇଁ ତୃତୀୟ ଲିଙ୍ଗମାନେ ବି ଆବେଦନ କରି ପାରିବେ ବୋଲି ସ୍ପଷ୍ଟ କରି ଦିଆଯାଇଛି।

ଏସଆଇ ପଦବି ପାଇଁ ଶିକ୍ଷାଗତ ଯୋଗ୍ୟତା ସ୍ନାତକ ରହିଛି। ଏହାର ଅନଲାଇଇନ ଆବେଦନ ତାରିଖ ଜୁନ ୨୨ରୁ ଆରମ୍ଭ ହୋଇ ଶେଷ ତାରିଖ ଜୁଲାଇ ୧୫ ରହିଛି। ସେହିଭଳି କନେଷ୍ଟବଳ କମ୍ୟୁନିକେସନ ପାଇଁ ଯୁକ୍ତ ୨ ଓ ଡିପ୍ଲୋମା( କମ୍ପ୍ୟୁଟର ଆପଲିକେସନ) ରଖାଯାଇଛି। ଏହାର ଆବେଦନ ତାରିଖ ମଧ୍ୟ ଜୁନ ୨୨ରୁ ଜୁଲାଇ ୧୫ ତାରିଖ ଧାର୍ଯ୍ୟ କରାଯାଇଛି। ନିଯୁକ୍ତି ପାଇଁ ପରୀକ୍ଷା ତିନି ପର୍ଯ୍ୟାୟ ରଖାଯାଇଛି। ପ୍ରଥମ ପର୍ଯ୍ୟାୟରେ ଅନାଲାଇନ ମଲଟିପୁଲ ଚଏସ ପ୍ରଶ୍ନ ରହିବ। ସେହିଭଳି ଦୁଇ ପର୍ଯ୍ୟାୟରେ ଶାରୀରିକ ପରୀକ୍ଷା ହେବ। ଏସଆଇ ୪୭୭ ମଧ୍ୟରୁ ଅନୁସୂଚିତ ଜାତି ବର୍ଗ ପାଇଁ ୭୮, ଅନୁସୂଚିତ ଜନଜାତି ପାଇଁ ୧୦୭, ଏସଇବିସି ପାଇଁ ୫୩ ଓ ୨୩୯ଟି ଅଣ ସଂରକ୍ଷିତ ପଦବି ରହିଛି। ମୋଟ ୪୭୭ ପଦବି ମଧ୍ୟରୁ ୧୬୦ଟି ପଦ ମହିଳାଙ୍କ ପାଇଁ ସଂରକ୍ଷିତ ରହିବ। ସେହିଭଳି ୨୪୪ କନେଷ୍ଟବଳ( କମ୍ୟୁନିକେସନ) ମଧ୍ୟରୁ ୧୧୨ ପଦବି ଅଣସଂରକ୍ଷିତ ଥିବା ବେଳେ, ଅନୁସୂଚିତ ଜନଜାତି ପାଇଁ ପାଇଁ ୬୭, ଅନୁସୂଚିତ ଜାତି ପାଇଁ ୪୨, ଏସଇବିସି ପାଇଁ ୨୩ ପଦବି ରହିଛି। ମୋଟ ପଦବିରୁ ୮୧ ପଦବି ମହିଳାଙ୍କ ପାଇଁ ସଂରକ୍ଷିତ ରହିବ। 


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like