-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ସ୍ୱର୍ଗତ ଅଟଳ ବିହାରୀ ପଣ୍ଡାଙ୍କ ଦ୍ୱାଦଶାହ ଅବସରରେ ଶ୍ରଦ୍ଧାଞ୍ଜଳି ସଭା

16-Jun-2021



କଣ୍ଟାବାଞ୍ଜି(ଆନନ୍ଦ କୁମାର ମୋଟେ): ସ୍ୱର୍ଗୀୟ ଡ.ଅଟଳ ବିହାରୀ ପଣ୍ଡାଙ୍କ ଦ୍ୱାଦଶାହ ଅବସରରେ ବରନି ସାହିତ୍ୟ ସଂସଦ ବଡମାଳ ଆନୁକୂଲ୍ୟରେ ଆଭାସି ଜରିଆରେ ଶ୍ରୀ ପଣ୍ଡାଙ୍କର ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା।ସଂସଦର ସଭାପତି ରାଜମଣି ସାହୁଙ୍କର ସଂଯୋଜନାରେ ଅନୁଷ୍ଠିତ ସଭାରେ ବହୁ ବିଶିଷ୍ଟ ବ୍ୟକ୍ତି ଅଂଶଗ୍ରହଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।ଏହି ଅବସରରେ ସ୍ୱର୍ଗତ ପଣ୍ଡାଙ୍କର ମଧ୍ୟମ ପୁତ୍ର ନାଟ୍ୟକାର ଅଶ୍ୱିନୀ କୁମାର ପଣ୍ଡା ଯୋଗଦାନ ପୂର୍ବକ ପିତାଙ୍କର ଅମ୍ଳାନ ଜୀବନାଦର୍ଶନ ଉପରେ ଆଲୋକପାତ କରିଥିଲେ।ଏହି ସଭାରେ ଅତିଥି ଭାବରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ,ପ୍ରଫେସର କେଶ ରଞ୍ଜନ ପ୍ରଧାନ, ପଦ୍ମପୁର,ଡ଼ ଗୋବର୍ଦ୍ଧନ ସାହୁ,ଟିଟିଲାଗଡ଼, କୋସଲି ଭାଷା ସାହିତ୍ୟ ଗବେଷକ ନିମାଇଁ ଚରଣ ପାଣିଗ୍ରାହୀ, ବଲାଙ୍ଗୀର, ବୈଜ୍ଞାନିକ ପଦ୍ମନାଭ ପଧାନ, ହାଇଦ୍ରାବାଦ, ଅଧ୍ୟାପକ ଦିଲ୍ଲୀପ ପଶାୟତ, ଟିଟିଲାଗଡ଼, ନିର୍ଝରିଣୀର ସମ୍ପାଦକ ବିରଞ୍ଚି ନାରାୟଣ ଦାଶ, କଣ୍ଟାବାଞ୍ଜି, ସମାଜସେବୀ ଗୌତମ ଖେତି,ସଇଁତଳା,କବି ପ୍ରମୋଦ ବୈଠାରୁ ଯୋଗଦାନ କରି ଶ୍ରୀ ପଣ୍ଡାଙ୍କର କୃତି ଓ

ଜୀବନୀ ଉପରେ ଆଲୋଚନା କରିଥିଲେ।ଶ୍ରୀ ପଣ୍ଡାଙ୍କର ସମସ୍ତ ଲେଖାକୁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ପ୍ରକାଶ କରିବାକୁ ସର୍ବସମ୍ମତିରେ ମତ ପ୍ରକାଶ କରିଥିଲେ।ଏହି ସଭାରେ ନିରଞ୍ଜନ ରଣା, ସବିତା ଭୋଇ, ବୃନ୍ଦାବନ କୁମ୍ଭାର,ସନ୍ତୋଷ ପୁରୋହିତ, ଶରତ କୁମାର ପାତ୍ର, ସରୋଜ ପଧାନ, ସ୍ୱରୂପ ମହାକୁଡ଼, ନିରଞ୍ଜନ ଖମାରୀ, ଜଗମୋହନ ଦର୍ଜୀ ଆଦି ଅଟଳପ୍ରେମୀ ଯୋଗଦାନ କରିଥିଲେ। ସଂସଦର ସଂପାଦକ ରାଜୀବ ଲୋଚନ ଭୋଇ କବିତା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ଶେଷରେ ସହସଂପାଦକ ଶତୃଘ୍ନ ସେଲମା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like