-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ସ୍କୁଲ ମିଶ୍ରଣ ରାୟକୁ ହାଇକୋର୍ଟରେ ସରକାରଙ୍କ ଚାଲେଞ୍ଜ, ଜଣିକିଆ ବିଚାରପତିଙ୍କ ରାୟ ବିରୋଧରେ ଅପିଲ୍‌

16-Jun-2021



କଟକ: (ଦୀପକ କୁମାର ଷଡଙ୍ଗୀ) ସ୍କୁଲ ମିଶ୍ରଣ ପ୍ରସଙ୍ଗ ପୁଣି ହାଇକୋର୍ଟରେ ପହଞ୍ଚିଛି। ରାଜ୍ୟରେ ଶତାଧିକ ସରକାରୀ ସ୍କୁଲକୁ ବନ୍ଦ କରିବା ଓ ଅନ୍ୟ ସ୍କୁଲ ସହିତ ମିଶ୍ରଣ କରିବା ସଂପର୍କିତ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତିକୁ ହାଇକୋର୍ଟ ରଦ୍ଦ କରିଥିଲେ। ଗଣଶିକ୍ଷା ବିଭାଗ ପକ୍ଷରୁ ଏ ନେଇ ପ୍ରକାଶିତ ୨୦୨୦ ମାର୍ଚ୍ଚ ୧୧ର ମୂଳ ବିଜ୍ଞପ୍ତି ସହିତ ପରବର୍ତ୍ତୀ ସମୟରେ ୨୦୨୦ ଡିସେମ୍ବର ୧୪ରେ ପ୍ରକାଶିତ ବିଜ୍ଞପ୍ତିକୁ ହାଇକୋର୍ଟ ୨୦୨୧ ମେ ୪ରେ ରଦ୍ଦ କରିଥିଲେ। ସ୍କୁଲ ମିଶ୍ରଣ ସଂପର୍କିତ ଅମରମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟ ଓ ଅନ୍ୟ ମାମଲାରେ ହାଇକୋର୍ଟର ଜଣିକିଆ ବିଚାରପତିଙ୍କୁ ନେଇ ଗଠିତ ଖଣ୍ଡପୀଠ ୨୦୨୧ ମେ ୪ରେ ପ୍ରଦାନ କରିଥବା ରାୟ ବିରୋଧରେ ରାଜ୍ୟ ସରକାର ରିଟ୍ ଅପିଲ ଦାୟର କରିଛନ୍ତି। ମେ ୪ର ଏହି ରାୟକୁ ଏହି ଅପିଲ୍‌ରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚାଲେଞ୍ଜ କରାଯାଇଛି। ଏ ନେଇ ସୂଚନା ଅଧିକାର ଆଇନ ବଳରେ ତଥ୍ୟ ମିଳିଛି। ଏହି ରିଟ୍ ଅପିଲ୍‌ର ଦୁଇଜଣିଆ ବିଚାରପତିଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଶୁଣାଣି ହେବ। ସରକାରଙ୍କ ତରଫରୁ ଦାଖଲ ରିଟ୍ ଅପିଲ୍‌ ଏବେ ହାଇକୋର୍ଟରେ ବିଚାରାଧୀନ ରହିଛି।ମାମଲାର ବିବରଣୀରୁ ପ୍ରକାଶ୍ୟ ଯେ, ୨୦ରୁ କମ୍ ସଂଖ୍ୟକ ଛାତ୍ରଛାତ୍ରୀ ଥିବା ସ୍କୁଲଗୁଡ଼ିକୁ ନିକଟବର୍ତ୍ତୀ ପ୍ରମୁଖ ସ୍କୁଲରେ ମିଶ୍ରଣ କରିବାକୁ ସରକାର ନିଷ୍ପତ୍ତି ନେଇଥିଲେ। ଏ ନେଇ ୨୦୨୦ ମାର୍ଚ୍ଚ ୧୧ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏପରି ବିଜ୍ଞପ୍ତିକୁ ଚାଲେଞ୍ଜ କରି ହାଇକୋର୍ଟରେ ଶତାଧିକ ମାମଲା ରୁଜୁ ହୋଇଥିଲା। ରାଜ୍ୟ ସରକାରଙ୍କ ସ୍କୁଲ ମିଶ୍ରଣ ସଂପର୍କିତ ବିଜ୍ଞପ୍ତି ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ପାଇଁ ଶିଶୁଙ୍କ ଅଧିକାର ଆଇନ, ୨୦୦୯ ଓ ଓଡ଼ିଶାର ଶିଶୁମାନଙ୍କ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର ନିୟମ, ୨୦୧୦ର ଉଲ୍ଲଂଘନ କରୁଥିବା ଦର୍ଶାଇ ଏହାକୁ ହାଇକୋର୍ଟ ମେ ୪ରେ ରଦ୍ଦ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like