-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||     

HOME   ଜିଲ୍ଲା

ଓଡିଶୀନୃତ୍ୟ କଳା ସହ ସମାଜସେବାରେ ନିମଗ୍ନ ଶିଶୁ ପ୍ରତିଭା କୁମାରୀ ଦେବସ୍ମିତା ପରିଡ଼ା ।

16-Jun-2021



କଟକ :(ଦୀପକ କୁମାର ଷଡଙ୍ଗୀ)
 କଟକ ସଦର ବ୍ଲକ କନ୍ଦରପୁର ପଂଚୟତର ବମ୍ବୁରୀ ଗ୍ରାମର ପିତା ସମାଜସେବୀ ଦୁର୍ଗା ପ୍ରସାଦ ପରିଡା ଓ ମାତା ଶ୍ରଦ୍ଧାଞ୍ଜଳୀ ପରିଡାଙ୍କ ସୁକନ୍ୟା କୁମାରୀ ଦେବସ୍ମିତା ପରିଡା କରୋନା ମହାମାରୀ ସମୟରେ ନିଜର ସ୍ୱଳ୍ପସଂଚିତ ଅର୍ଥରାଶିକୁ ବିଭିନ୍ନ ସଂଗଠନ ଦ୍ଵାରା ଅନୁଷ୍ଠିତ ହେଉଥିବା ସେଵାକାର୍ଯ୍ୟ ନିମନ୍ତେ ପ୍ରଦାନ କରିଛନ୍ତି ଯାହାକି ଖୁବ ଗୌରବର ପରିଭାଷା ଏଥିସହ ଛୋଟ ବୟସରୁ ସମାଜସେବା ପ୍ରତି ଆଗ୍ରହ ଅନ୍ୟ ମାନଙ୍କ ପାଇଁ ପ୍ରେରଣାର ଉତ୍ସ ପାଲଟିଛି । ସୂଚନାଯୋଗ୍ୟ ଏହି ଛଅ ବର୍ଷର ଶିଶୁ ପ୍ରତିଭା ଦେବସ୍ମିତା ସରସ୍ୱତ ସଙ୍ଗୀତ ବିଦ୍ୟାଳୟ କନ୍ଦରପୁରେ ଓଡିଶୀନୃତ୍ୟ ଶିକ୍ଷା କରିବାସହ ଅଧୁନା ଗଣପତି ଶିଶୁ ମନ୍ଦିର ବମ୍ବୁରୀରେ ବିଦ୍ୟାଶିକ୍ଷା କରୁଛନ୍ତି । ଓଡ଼ିଶୀ ନୃତ୍ୟ ଏବଂ ସମାଜସେବାରେ ଅନନ୍ୟ ସ୍ୱୀକୃତି ସ୍ୱରୂପ ବହୁ ସଂଗଠନ ପକ୍ଷରୁ ସେ ପୁରସ୍କୃତ ଆଉ ସମ୍ବର୍ଦ୍ଧିତ ହୋଇ ଅଞ୍ଚଳ ପାଇଁ ଗୌରବ ଆଣି ପାରିଛନ୍ତି ଏବଂ ବୁଦ୍ଧିଜୀବୀ ମହଲ ତଥା ବିଭିନ୍ନ  ସଂଗଠନ ଯଥା ସରସ୍ୱତୀ କଳା ପରିଷଦ-କନ୍ଦରପୁର,ବିଷ୍ଣୁପ୍ରିୟା ଚାରିଟେବୁଲ ଟ୍ରଷ୍ଟ-ଓଡ଼ିଶା(ବିସିଟି),ଉତ୍କଳ ବିକାଶ ପରିଷଦ-କଟକ ସଦର,ସ୍ବର୍ଗତ ବସନ୍ତ ଜେନା ସ୍ମୃତି ସଂସଦ-ଦାମୋଦରପୁର,ମୁହାଁଣ ସାହିତ୍ୟ ସଂସଦ-ମୁମ୍ବାଇ,ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ-ବୟାଳିଶମୌଜା ପକ୍ଷରୁ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଉତ୍ତରୋତ୍ତର କାମନା କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026

You Might Also Like