-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର: ଟୀକା କେନ୍ଦ୍ର ର ଅବ୍ୟବସ୍ଥାରେ ସୁଧାର ଆଣିବାକୁ ଧ୍ୟାନ ଦେଉ ପୋଲିସ ଓ ପ୍ରଶାସନ: ନହେଲେ ପୁଣି ବଢିବ ସଂକ୍ରମଣ

16-Jun-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ) : ୧୮ ରୁ ୪୪ ବର୍ଷୀୟ ଲୋକଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ଟୀକା  ଦେବାକୁ ଥିବା ସୁବର୍ଣ୍ଣପୁର ସହରର ସାତ ଗୋଟି  କୋଭିଡ଼ ଟୀକା କେନ୍ଦ୍ର ମାନଙ୍କରେ ଆସନ୍ତା କାଲି ଯଦି ଦାଇତ୍ୱରେ ଥିବା କର୍ମଚାରୀ,  ଜ଼ିଲ୍ଲା ପ୍ରଶାସନ ଓ  ପୋଲିସ ପ୍ରଶାସନ ପୁରା  ସଜାଗ ନ ରହିବେ, କଡାକଡି ନିୟମ ପାଳନ ନ କରିବେ ଏବଂ ଟୀକା

କେନ୍ଦ୍ରର ପ୍ରଥମ ଵା  ମୁଖ୍ୟ ଗେଟରୁ ହିତାଧିକାରୀଙ୍କ  ଆଧାର କାର୍ଡ, ସ୍ଲଟ ବୁକିଂର ହାର୍ଡ କପି ଯାଞ୍ଚ ନ କରିବେ, ଅଧିକ ପୋଲିସ କର୍ମଚାରୀଙ୍କୁ ନିଯୁକ୍ତ କରି ଭିଡ଼କୁ ନିୟନ୍ତ୍ରଣ ନ କରିବେ ଏବଂ ପ୍ରଶାସନିକ ଅଧିକାରୀ ମାନେ ବାରମ୍ବାର  ପରିଦର୍ଶନ ଓ ଯାଞ୍ଚ  କରି ଅବ୍ୟବସ୍ଥାରେ ସୁଧାର ନ ଆଣିବେ ତାହେଲେ  ଗତ ଥର  ଭଳି ପ୍ରବଳ ଭିଡ଼ ହୋଇ ସହରରେ  ଗୋଷ୍ଠୀ ସଂକ୍ରମଣ ହେବ ନିଶ୍ଚିତ l ଆସନ୍ତା  କାଲିଠୁ ପୁଣି ରାଜ୍ୟ ସରକାର କୋଭିଡ଼ କଟକଣା ରେ କୋହଳ କରିବା ସାଙ୍ଗେ ସାଙ୍ଗେ କେନ୍ଦ୍ର ସରକାର ମଧ୍ୟ ୧୮ ରୁ ୪୪ ବର୍ଷୀୟ ବୟସ୍କଙ୍କ  ଟୀକାକରଣରେ 

ପଞ୍ଜିକରଣ ଓ ସ୍ଲଟ ବୁକିଂ ର ଆବଶ୍ୟକତା ନାହିଁ ବୋଲି ଆଜି ଘୋଷଣା କରି ଯୁବକଙ୍କୁ ଆହୁରି ଉତ୍ସାହିତ କରିଛି l ସେଥିପାଇଁ ପୋଲିସ ପ୍ରଶାସନ କେବଳ  ଗୋଟlଏ ହୋମ ଗାର୍ଡ କୁ  ଟୀକା କେନ୍ଦ୍ରରେ ଜଗାଇ ଦେଲେ ଭିଡ଼ କୁ  ନିୟନ୍ତ୍ରଣ  କରିବା ମୁସ୍କିଲ ହେବ ବୋଲି ସାଧାରଣରେ ଆଲୋଚନା ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like