-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ବନ୍ୟା ଜନ୍ତୁ ଶାକାରୀ ମାନଙ୍କୁ ଘଣ୍ଟ ଘୋଡାଉଛି ବନ ବିଭାଗ

17-Jun-2021



କଟକ(ଦୀପକ କୁମାର ଷଡଙ୍ଗୀ): କଟକ ବନଖଣ୍ଡ ଅନ୍ତର୍ଗତ ଡାଲିଜୋଡା ରେଞ୍ଜର ମାଛପାଙ୍ଗି ଗ୍ରାମ ନିକଟରୁ ଏକ ମୃତ ସମ୍ବର ଉଦ୍ଧାର । ଶିକାରୀ ମାନେ ଶିକାର କରି ସମ୍ବର ନେଇ ଯାଉଥିବା ବେଳେ  ମହିଁଶାଲଣ୍ଡା ଗ୍ରାମବାସୀ ହାବୁଡ଼ରେ ପଡ଼ି ଥିଲେ। ଗ୍ରାମ ବାସୀ ମାନେ ମୃତ ସମ୍ବର କୁ ଉଦ୍ଧାର କରିବା ସହ ଜଣ ସିକାରୀକୁ ଅଟକ ରଖି ଥିଲେ ପରେ ବନ ବିଭାଗ କୁ ଖବର ଦେଉଥିଲେ। ବନବିଭାଗ କର୍ମଚାରୀମାନେ ପହଁଚି ମୃତ ସମ୍ବର ସହ ଶିକାରୀ କୁ ବନ ବିଭାଗ ଅଫିସ କୁ ନେଇଥିଲେ। ସୂଚନା ଅନୁଯାୟୀ ଉକ୍ତ ସମ୍ବର ଟି ଗାଁ ନିକଟରେ ଆସି ଯାଇଥିଲା । ଅମ୍ବିଳିଝରୀ ଗାଁ ନିକଟରେ  ଶିକାରୀମନେ ଏହି ସମ୍ବର ଟି କୁ ଶିକାର କରିବା ପାଇଁ ଏକ ପୋଖରୀ ଭିତରକୁ ନେଇ ଯାଇଥିଲେ । ଶିକାର କରି ସମ୍ବର କୁ ନେଇ ଆସୁଥିବା ବେଳେ ମହିଁଶାଲଣ୍ଡା ଗ୍ରାମ ଲୋକମାନଙ୍କ ହାତରେ ଧାରା ପଡି ଥିଲେ । ସ୍ଥାନୀୟ ଲୋକମାନଙ୍କ କହିବା ଅନୁଯାୟୀ ପ୍ରତିଦିନ ଏହି ବନ ଅଂଚଳରେ ଶିକାରୀ ମାନେ ଶିକାର କରୁଥିବା ଦେଖା ଯାଇଛି । କିନ୍ତୁ ବନ ବିଭାଗ ନୀରବତା ସାଜିଛି ଏହାର କାରଣ ବନ ବିଭାଗ କର୍ମଚାରୀ ମାନେ ଶିକାରୀ ମାନଙ୍କୁ ଘଣ୍ଟ ଘୋଡାଉଛି । ଦେଖାଯାଉ କେବେ ପ୍ରଶାସନ ଏଦିଗରେ ଉଚିତ ପଦକ୍ଷେପ ନେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like