-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ମହାନଗର

ପଶ୍ଚିମ ଓଡିଶାରେ ଆଗ ଆରମ୍ଭ ହୋଇଥିବାରୁ ସେଠାରେ ଆଗ କମିଲା - ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

17-Jun-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ) :ଟୀକା କେତେ ଫଳପ୍ରଦ ହେଉଛି ସେନେଇ ତର୍ଜମା କରାଯିବ।ଟୀକା ନେବା ପରେ  କେତେ ଲୋକ ସଂକ୍ରମିତ ହେଉଛନ୍ତି ଓ କେତେ ଭଲ ହେଉଛନ୍ତି ଓ କେତେ ଗୁରୁତର ହେଉଛନ୍ତି ସେ ନେଇ ସବୁ ସ୍ଥାନରେ ତର୍ଜମା ଆରମ୍ଭ ହେଲାଣି ଆମେ ବି ଆରମ୍ଭ କରିବୁ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି । ଏହି ପ୍ରକ୍ରିୟା ସମୟ ସାପେକ୍ଷ।ତେବବ ସବୁ ଟିକାର ପ୍ରୋଟେକ୍ସନ ୭୧-୯୧% ରହୁଛି। 
ଯେଉଁ ଜିଲ୍ଲାରେ ଏବେ ଅଧିକ ସଂକ୍ରମଣ ରହିଛି  ଆକ୍ରାନ୍ତଙ୍କୁ ଖୋଜି ବାହାର କରିବା ମୁଖ୍ୟ ଷ୍ଟ୍ରାଟେଜି। ସର୍ଭେଲାନ୍ସ କରି ଚିନ୍ହଟ କରିବା,କଣ୍ଟାକ୍ତ ଟ୍ରେସିଂସି ଓ ଆଇସୋଲେଟ କରି ଟ୍ରିଟମେଂଟ ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର।ଅଧିକ ବାହାରୁଥିବା ସ୍ଥାନକୁ କଣ୍ଟେନ ମେଣ୍ଟ କରାଯିବ।ସରକାର ବହୁତ ଚେଷ୍ଟା କରୁଛନ୍ତି। ଲୋକଙ୍କ ସହଯୋଗ ଦରକାର  ଅନଲକଶ୍ରୀ ମହାପାତ୍ର  ହୋଇଗଲା ଦେଇଛନ୍ତି l ଭାବିକି ଲୋକ ଢିଲା ନହେବା ଉଚିତ।କୋଭିଡ ନିୟମ ସଠିକ ଭାବେ ଅନୁପାଲନ ନ କଲେ ସରକାର ଚେଷ୍ଟା ସମ୍ପୂର୍ଣ୍ଣ ସଫଳ ହେବନି।ପଶ୍ଚିମ ଓଡ଼ିଶାରେ ଆଗ ଆରମ୍ଭ ହୋଇଥିବାରୁ ସେଠାରେ ଆଗ କମିଲା। ଆଶା କରାଯାଉଛି  ଏହି ମାସ ଶେଷ ସୁଦ୍ଧା ଆମେ ଭଲ ସ୍ଥିତିରେ ରହିବା  ବୋଲି ଶ୍ରୀ  ମହାପାତ୍ର କହିଛନ୍ତି l ଆସିସିୟୁ ରେ ଏବେ ବି ୫୪ ପ୍ରତିଶତ ଓ ଭେଣ୍ଟିଲେଟର ରେ ୫୬  ପ୍ରତିଶତ ରୋଗୀ ଅଛନ୍ତି। ଅଧିକ ଦିନର ରୋଗୀ ଥିବାରୁ ମୃତ୍ୟୁ 

ସଂଖ୍ୟା ଅଧିକ ରହୁଛି। ଏବେ ନୂଆ ରୋଗୀ ଆଇସିୟୁରେ ଆଡ଼ମିଶନ ସଂଖ୍ୟ ବହୁତ କମ।ମେଡିକାଲ କଲେଜରେ ଇକମୋ ମେସିନ ଲଗାଇବା  ନେଇ ପ୍ରକ୍ରିୟା ଚାଲିଛି। ଏମ୍ସ ରେ ଏହି ମାସ ଶେଷ ସୁଦ୍ଧା ଲାଗି ପାରେ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ବିଜୟ ମହାପାତ୍ର  ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like