-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ରେଢ଼ାଖୋଲରେ ୧୮ ଦଫା ଦାବି ନେଇ ଜୀବନ ବୀମା ଅଭିକର୍ତ୍ତାଙ୍କ ଧର୍ମଘଟ

17-Jun-2021



ରେଢ଼ାଖୋଲ, ( ଅନିଲ କୁମାର ପୃଷ୍ଟି ): ରେଢ଼ାଖୋଲ ଜୀବନ ବୀମା  କାର୍ଯ୍ୟାଳୟ ସମ୍ମୁଖରେ ଜୀବନ ବୀମା କାର୍ଯ୍ୟାଳୟର ଅଭିକର୍ତ୍ତା ମାନେ ବୁଧବାର ଠାରୁ ୧୮ ଦଫା ଦାବି ନେଇ ୧୫ ଦିନିଆ ଧର୍ମଘଟ ଆରମ୍ଭ କରିଛନ୍ତି । ଏହି ୧୫ ଦିନ ଅଭିକର୍ତ୍ତା ମାନେ ଜୀବନ ବୀମା କାର୍ଯ୍ୟାଳୟକୁ ଆସି କୋୖଣସି କାମ ନ କରିବା ପାଇଁ ନିଷ୍ପତି ନେଇଛନ୍ତି । ବିଗତ କୋରାନ ସମୟରେ କାର୍ଯ୍ୟକରି ସଂକ୍ରମଣରେ ମୃତ୍ୟୁ ହୋଇଥିବା ଅଭିକର୍ତ୍ତାଙ୍କୁ ଏକ କୋଟି ଟଙ୍କାର ସହାୟତା ପ୍ରଦାନ କରାଯିବା , ସଂକ୍ରମଣରେ ମୃତ୍ୟୁ ଅଭିକର୍ତ୍ତାଙ୍କ ନାବାଳକ ଓ ନାବାଳିକା ସନ୍ତାନର ସମସ୍ତ ପାଠପଢ଼ା ଖର୍ଚ୍ଚ ନିଗମ ବହନ କରିବା , ମେଡିକ୍ଳେମରେ ଟପଅଫ୍ ୫୦ ଲକ୍ଷ ଟଙ୍କା କରିବା ସହ ପରିବାରର ବାପ ଓ ମା ଙ୍କୁ ଅନ୍ତର୍ଭୁକ୍ତ କରାଯିବା , ପଲିସି ଧରୀଙ୍କୁ  ଅଗ୍ରୀମ ତିନିମାସ ପାଇଁ ପ୍ରିମିୟମ ଓ ଲୋନ ଉପରେ ସୁଧ ମୁକ୍ତ କରାଯିବା , ବିମାଧରୀଙ୍କ ପଲିସିରେ ବୋନସ ବଢାଯାଉ , ଆଇଆରଡିଏଙ୍କ ପତ୍ରକୁ ପାଳନ କରି ତାରି ଅନୁସାରେ କମିଶନ ପେମେଣ୍ଟ କରାଯିବା ପାଇଁ ଦାବି କରାଯାଇଛି । ଏହି ଧର୍ମଘଟ ଆନ୍ଦୋଳନରେ ସମ୍ବଲପୁରର ଜୀବନ ବୀମା ଶାଖା ୨ ଅଭିକର୍ତ୍ତା ସଂଘର ଉପସଭାପତି ଜେନାମଣି ଯୋଗଜନ୍ମା ଦାସଶର୍ମା , ସହ ସଂପାଦକ ହରିବନ୍ଧୁ ସାହୁ ,  ଉପଦେଷ୍ଟା ରୁଦ୍ରନାରାୟଣ ସାହୁ ,  ଦିଲ୍ଲୀପ ପ୍ରଧାନ , ବରିଷ୍ଠ ଅଭିକାର୍ତ୍ତା ସୁରଥ ସାହୁ , ରଞ୍ଜିତ ନାଏକ , ରଞ୍ଜିତ ନନ୍ଦ , ବ୍ୟାସଦୁତ୍ତ କର୍ମୀ , ଅଜୟ ଭିତିରିଆ , ଜିତେନ୍ଦ୍ର ବାଘ , ରାଜୁ ବେଗ , ଉମେଶ ପ୍ରଧାନ , ବିଶ୍ବରଂଜନ ବିସି , ଅର୍ଜୁନ ପୃଷ୍ଟି ,  ସୁଶାନ୍ତ ପ୍ରଧାନ ପ୍ରମୁଖ ସାମିଲ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like