-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||     

HOME   ଜିଲ୍ଲା

କନ୍ଧମାଳ : ଆୱାର୍ଡ ପକ୍ଷରୁ ଚାଷୀ ମାନଙ୍କୁ କଳଧାନ ବିହନ ବଣ୍ଟନ

17-Jun-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): ବିଜ୍ଞାନ ଭିର୍ତ୍ତିକ ପ୍ରମାଣ ସିଦ୍ଧ ସ୍ୱାସ୍ଥ୍ୟରେ ହିତକ ଜନକ କଳଧାନ ଚାଉଳରେ ପୃଷ୍ଟି ସାର ଭରିରହିଥିବା ଯୋଗୁଁ ବର୍ତ୍ତମାନର କରୋନା କାଳରେ କନ୍ଧମାଳ ଜିଲ୍ଲା ବାଲିଗୁଡାସ୍ଥିତ ' ଆୱାର୍ଡ ' ସ୍ୱେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ଏକ ନିଆରା ପଦକ୍ଷେପ ଗ୍ରହଣ କରି ଚଳିତ ଖରିଫ ଋତୁରେ ଏହି କଳା ଧାନ ଚାଷ ର ବହୁଳ ପ୍ରସାର ନିମନ୍ତେ ପ୍ରଥମ ଥର ନିମନ୍ତେ କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆ ବ୍ଲକର ତର୍ଗାବାଲି  ଅଞ୍ଚଳର ଚାଷୀମାନଙ୍କୁ ମାଗଣାରେ ଅନୁଷ୍ଠାନର କ୍ଷେତ୍ରୀୟ ପ୍ରକଳ୍ପ ଅଧିକାରୀ ଆନ୍ଦ୍ରିୟ ଦିଗାଲ ଙ୍କ ନେତୃତ୍ୱରେ  ଏହି

କଳାଧାନ ବିହନ ବଣ୍ଟନ କରାଯାଇଛି l ଆୱାର୍ଡ ଅନୁଷ୍ଠାନର ଏଭଳି ନିଆରା ଉଦ୍ୟମକୁ ଜିଲ୍ଲାର ବହୁ ସମାଜସେବୀ ପ୍ରଶଂସା କରିବା ସହ ସ୍ୱାଗତ ଜଣାଇଛନ୍ତି l ଏହି ଚାଷର ସମ୍ପ୍ରସାରଣ କରିବା ପ୍ରୟାସକୁ କନ୍ଧମାଳ ଜିଲ୍ଲାର ଚାଷୀ ମାନଙ୍କ ନିମନ୍ତେ ଅଶେଷ ଲାଭ ତଥା ପ୍ରେରଣା ଆଣିଦେବ ବୋଲି ଅଞ୍ଚଳର ବୁଦ୍ଧିଜୀବୀ ମାନେ ମତ ପ୍ରକାଶ କରିଛନ୍ତି l 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026

You Might Also Like