-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ଜୁନ୍ ରୁ ୨୧ ତାରିଖ ପର୍ଯ୍ୟନ୍ତ ୧୮ ରୁ ୪୪ ବର୍ଷ ପାଇଁ ଟୀକାକରଣ: ତୃତୀୟ ପର୍ଯ୍ୟାୟରେ ସୋନପୁର ମ୍ୟୁନିସିପାଲିଟି ର ୮ଟି ସ୍ଥାନରେ ବ୍ୟବସ୍ଥିତ ୧୧ଟି ଟୀକାକରଣ କେନ୍ଦ୍ରରେ ପଂଜିକୃତ ହିତାଧିକାରୀଙ୍କୁ  ଟୀକାକରଣ

18-Jun-2021



ସୋନପୁର, ବିନିକା (ହିମାଂଶୁ ଶେଖର ପୁଟେଲ): ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ  ତରଫରୁ ଆସନ୍ତା ଜୁନ୍ ୧୯ ତାରିଖ ରୁ ୨୧ ତାରିଖ ପର୍ଯ୍ୟନ୍ତ  ସୋନପୁର ମ୍ୟୁନିସିପାଲିଟି ର ୫ଗୋଟି ସ୍ଥାନରେ ବ୍ୟବସ୍ଥିତ ୬ଟି ଟୀକାକରଣ କେନ୍ଦ୍ର ଯଥା- କଲ୍ୟାଣ ମଣ୍ଡପ, ସୋନପୁର -ମଝୀପଡ଼ା  (ଗୋଟିଏ କେନ୍ଦ୍ର ), ଟାଉନ ହଲ (ବସଷ୍ଟାଣ୍ଡ ପାଖ)- (୧ଟି କେନ୍ଦ୍ର), ମହାରାଜା ଉଚ୍ଚ ବିଦ୍ୟାଳୟ -(୧ଟି କେନ୍ଦ୍ର),ଜିଲ୍ଲା ସାଧନା କେନ୍ଦ୍ର -ପଛ ପଟ (୧ଟି କେନ୍ଦ୍ର ), ବିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ,ସୋନପୁର (୨ଟି କେନ୍ଦ୍ର)ରେ ଟୀକାକରଣ ହେବ  l ସେହିପରି ଜୁନ୍ ୨୦ ଓ ଜୁନ୍ ୨୧ ତାରିଖରେ ତିନୋଟି ସ୍ଥାନର  ୫ଟି କେନ୍ଦ୍ର  ଯଥା-ସଂସ୍କୃତି ଭବନ (୨ଟି କେନ୍ଦ୍ର), ସୋନପୁର ମହାବିଦ୍ୟାଳୟ ,  ସୋନପୁର (୨ଟି କେନ୍ଦ୍ର) ଓ ମାରୱାଡି ଧର୍ମଶାଳା -ଭଗବତୀପ୍ଲଟ, ସୋନପୁର, (ଗୋଟିଏକେନ୍ଦ୍ର)ରେ  ଟୀକାକରଣ ଚାଲୁରହିବ l କେବଳ ପଂଜିକୃତ କରି ନିଯୁକ୍ତି ଚିଠା ପାଇଥିବା  ୧୮ ରୁ ୪୪ ବର୍ଷ ର  ହିତାଧିକାରୀଙ୍କୁ ପ୍ରଥମ ଡୋଜ ଟୀକା ପ୍ରଦାନ କରାଯିବ 

ଉକ୍ତ ଦିନ ଗୁଡିକରେ  ପ୍ରଥମ ଡୋଜ ଟୀକାକରଣ ପାଇଁ  ଯୋଗ୍ୟ ପଂଜିକୃତ  ହିତାଧିକାରୀ ନିଜର ନିଯୁକ୍ତି ଚିଠା (ମୋବାଇଲ ମେସେଜ/ଚିଠାର ହାର୍ଡ କପି )ପଞ୍ଜିକରଣ ସମୟରେ ବ୍ୟବହୃତ ପରିଚୟ ପତ୍ର ,ସାଙ୍ଗରେ ଆଣି ସୂଚିତ  ନିର୍ଦ୍ଧାରିତ ସମୟରେ ଉଦ୍ଧିଷ୍ଟ ଟୀକାକରଣ କେନ୍ଦ୍ରକୁ ପହଂଚି ଟୀକା ଗ୍ରହଣ କରିବେ l ବିନା କୌଣସି ସୂଚନା ରେ ଟୀକାକେନ୍ଦ୍ର କୁ ଯାଇ ହଇରାଣ ନ ହେବା କିମ୍ବା କେନ୍ଦ୍ର ରେ ଅଯଥାରେ ଭିଡ଼ ନ କରିବାକୁ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଅନୁରୋଧ କରାଯିବା ସହ ଯେତେବେଳେ ଯାହାର ପାଳି ଆସୁଛି ସେମାନେ କେବଳ କେନ୍ଦ୍ରକୁ ଆସିବାକୁ ପରାମର୍ଶ ଦିଆଯାଉଛି l ଏହି ଟୀକାକରଣ ଉକ୍ତ ଦିନଗୁଡ଼ିକରେ  ସକାଳ ୦୯ ରୁ ସନ୍ଧ୍ୟା ୦୫ ଘଣ୍ଟା ପର୍ଯ୍ୟନ୍ତ ଚାଲୁ ରହିବ l ପୁନଶ୍ଚ ଟୀକାନେବା ନିମନ୍ତେ ୧୮ ରୁ ୪୪ ବର୍ଷ ପାଇଁ ଯେଉଁମାନେ ଅନଲାଇନ ରେ ରେଜିଷ୍ଟ୍ରସନ କରାଇ ନାହାନ୍ତି ସେମାନେ ନିଶ୍ଚିତ ଭାବେ https://selfregistration.cowin.gov.in ରେ ପଞ୍ଜିକରଣ କରାଇ ସ୍ଲଟ ଅନୁସୂଚିତ କରାଇନେବାକୁ ଅନୁରୋଧ l
ତା ୧୮/୦୬/୨୧ ସନ୍ଧ୍ୟା ୦୫ ଟା ରୁ ପଞ୍ଜିକରଣ ନିମନ୍ତେ ସ୍ଲଟ ଖୋଲା ରହିବ l


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like