-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

କେବଳ ପ୍ରଚାର ହିଁ ସର୍ବସ୍ୱ ନୀତିରେ ସହାୟତା ଘୋଷଣା କରାନଯାଉ- ଅଣ ସଂଗଠିତ ଶ୍ରମିକ କଂଗ୍ରେସ

18-Jun-2021



ବଲାଙ୍ଗିର,(ପ୍ରେରଣା ଖବର)- ଆଜି ଅଖିଳ ଭାରତୀୟ ଅଣ ସଂଗଠିତ ଶ୍ରମିକ କଂଗ୍ରେସ ର ରାଜ୍ୟ ଅଧ୍ୟକ୍ଷ ବିଦ୍ୟାଧର ମହାନ୍ତି ତଥା ଜାତୀୟ ସଭାପତି ଅରବିନ୍ଦ ସିଂହଙ୍କ ନିର୍ଦ୍ଦେଶ କ୍ରମେ ବିଶ୍ୱ ମହାମାରୀ କରୋନା ଯୋଗୁଁ ସମଗ୍ର ଦେଶ ତଥା ରାଜ୍ୟରେ ବାରମ୍ବାର ବର୍ଷାଧିକ କାଳ ତାଲାବନ୍ଦ ପରିସ୍ଥିତି ହେତୁ ଅନେକ ଅମୁଲ୍ୟ ଧନଜୀବନ କ୍ଷୟକ୍ଷତି ସହିତ ସାଧାରଣ ଜୀବନ ଜୀବିକା ବିପର୍ଯ୍ୟସ୍ତ ହୋଇଯାଇଛି । ଫଳରେ ଅଣ ସଂଗଠିତ କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକ, ନିର୍ମାଣ ଶ୍ରମିକ, ପ୍ରବାସୀ ଶ୍ରମିକ, ଅଟୋ, ରିକ୍ସା, ଟେକ୍ସି ଚାଳକ, ବୁଲା ବିକାଳି, ଉଠା ଦୋକାନୀ ତଥା ଚାଷୀ ମୁଲିଆଙ୍କ ଜୀବନ ଜୀବିକା ସମ୍ପୁର୍ଣ୍ଣ ଠବ୍ ହୋଇଯାଇଛି । ତେଣୁ ଅର୍ଥନୈତିକ ଅନାଟନରେ ସମସ୍ତ ବର୍ଗ ସମ୍ମୁଖୀନ ହେଉଥିବା ବେଳେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଉଠା ଦୋକାନୀ, ମନରେଗା ଶ୍ରମିକ, ଚାଷୀ ତଥା  ନିର୍ମାଣ ଶ୍ରମିକଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି ।  କିନ୍ତୁ ଗତ ମହାମାରୀ  ପ୍ରଥମ ଲହରରେ ନିର୍ମାଣ ଶ୍ରମିକଙ୍କ ପାଇଁ ଘୋଷଣା ହୋଇଥିବା ୧୫୦୦ ଟଙ୍କା ସହାୟତା ଆଜି ପର୍ଯ୍ୟନ୍ତ ରାଜ୍ୟର ପଞ୍ଜିକୃତ ନିର୍ମାଣ ଶ୍ରମିକଙ୍କୁ ସଠିକ୍ ଭାବରେ ବଣ୍ଟନ କରାଯାଇ ନାହିଁ । ଫଳରେ ଲକ୍ଷାଧିକ ହିତାଧିକାରୀ ଏହି ସହାୟତାରେ ବଂଚିତ ହୋଇଛନ୍ତି ବୋଲି ଅଣସଂଗଠିତ ଶ୍ରମିକ କଂଗ୍ରେସ ଅଭିଯୋଗ କରିଛି । ଅଣସଂଗଠିତ କ୍ଷେତ୍ରରେ ମଧ୍ୟ ଉଠା ଦୋକାନୀଙ୍କ ପାଇଁ ଘୋଷଣା ହୋଇଥିବା ସହାୟତାରୁ ପ୍ରକୃତ ହିତାଧିକାରୀ ବଂଚିତ ହେବାର ଅନେକ ସମ୍ଭାବନା ରହିଛି । କାରଣ ୨୦୧୪ ଉଠା ଦୋକାନି ଆଇନକୁ ପୌରସଂସ୍ଥା ମାନଙ୍କ ଦ୍ୱାରା ସଠିକ୍ ଭାବରେ କାର୍ଯ୍ୟକାରୀ କରାଯାଇନାହିଁ ଏବଂ ଗ୍ରାମାଞ୍ଚଳର ବିଭିନ୍ନ ବଜାରକୁ ଆସୁଥିବା ବୁଲା ବିକାଳି ଓ ଉଠା ଦୋକାନୀଙ୍କୁ ଚିହ୍ନଟ କରାଯାଇନାହିଁ । ସେମାନଙ୍କୁ ମଧ୍ୟ ଉକ୍ତ ସହାୟତାରେ ଅନ୍ତର୍ଭୁକ୍ତ କରାଯାଉ । ପ୍ରବାସୀ ଶ୍ରମିକ ଅନ୍ୟାନ୍ୟ କର୍ମନିଯୁକ୍ତି ଯୋଜନାରେ କାର୍ଯ୍ୟ କରୁଥିବା ଘରୋଇ ଶ୍ରମିକ, ଅଟୋ, ଟେକ୍ସି, ରିକ୍ସା ଚାଳକ ଇତ୍ୟାଦି ବର୍ଗର ଶ୍ରମିକଙ୍କୁ 

ମାସିକ ୬ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଉ । ଏଭଳି ବିଭିନ୍ନ ଦାବି ନେଇ ଆଜି ବଲାଙ୍ଗିର ଜିଲ୍ଲାପାଳଙ୍କ ଜରିଆରେ ଅଣସଂଗଠିତ ଶ୍ରମିକ କଂଗ୍ରେସର ନିର୍ମାଣ କ୍ଷେତ୍ର ରାଜ୍ୟ ସଂଯୋଜକ କୃଷ୍ଣ ଚନ୍ଦ୍ର ସାହୁଙ୍କ ନେତୃତ୍ୱରେ ମୁଖ୍ୟମନ୍ତ୍ରୀଙ୍କୁ ୬ ଦଫା ସମ୍ବଳିତ ଦାବିପତ୍ର ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଥିଲା । ଏଥିରେ ଜିଲ୍ଲା ସଂଯୋଜକ ଯୋଗେଶ ଭୋଇ, କୃଷକ ସେଲ ସଭାପତି ପ୍ରେମାନନ୍ଦ ଭୋଇ, ଦେଓଗାଁ ବ୍ଲକ ସଭାପତି ପୁରନ୍ଦର ଭୋଇ, ସଇଁନ୍ତଲା ସଭାପତି ରମାକାନ୍ତ ମାଝି ତଥା ବିଭିନ୍ନ ବ୍ଲକର ସଭାପତି ଓ କର୍ମକର୍ତ୍ତା ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like