-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ପୂର୍ଣ୍ଣମାସୀ ଜାନୀଙ୍କ ପେଟରେ ଯନ୍ତ୍ରଣା ହେବା ଯୋଗୁଁ ଭୁବନେଶ୍ୱର ସ୍ଥାନାନ୍ତରିତ

18-Jun-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ଖଜୁରୀପଡ଼ାସ୍ଥିତ ଚାରିପଡ଼ା ଗ୍ରାମର ଅନନ୍ୟ ପ୍ରତିଭା ତଥା ଲୋକକବି, ଆଦିବାସୀ ସଂସ୍କାରକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ପୂର୍ଣ୍ଣମାସୀ ଜାନୀ (ଟାଡ଼ିସରୁ ବାଇ)  ଫୁଲବାଣୀ ଜିଲ୍ଲା କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ ।ତାଙ୍କ କୋଭିଡ୍‌ ନମୁନା ଗତ ୧୪ ତାରିଖରେ ପଜିଟିଭ୍‌ ଥିବା ଜଣାପଡ଼ିଥିଲା। ତାଙ୍କୁ ନିଜ ବାସଭବନରେ ସଙ୍ଗରୋଧରେ ରଖାଯାଇ ସ୍ୱାସ୍ଥ୍ୟକର୍ମୀ ଏବଂ ଡାକ୍ତରଙ୍କ ଦ୍ବାରା ସ୍ୱତନ୍ତ୍ର ଚିକିତ୍ସା ବ୍ୟବସ୍ଥା ହୋଇଥିଲା।  ସେ ସାମାନ୍ୟ ଅସୁସ୍ଥତା ଅନୁଭବ କରିବାରୁ ତୁରନ୍ତ ଏକ କୋଭିଡ୍‌ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଫୁଲବାଣୀ ଜିଲ୍ଲା କୋଭିଡ୍‌ ଚିକିତ୍ସାଳୟକୁ ନିଆଯାଇଥିଲା l ସେଠାରେ ଚିକିତ୍ସିତ ହେବା ପରେ ସେ ସୁସ୍ଥ ହୋଇଥିଲେ l  ହେଲେ ପେଟରେ ଯନ୍ତ୍ରଣା ଅନୁଭଵ କରିବାରୁ ପଦ୍ମଶ୍ରୀ ଯାନୀଙ୍କୁ  ଭୁବନେଶ୍ବରସ୍ଥିତ ଆଦିତ୍ୟ ଅଶ୍ବିନୀ କୋଭିଡ୍‌ ହସ୍ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଛି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ଏବଂ ଉଦ୍‌ବେଗର କୌଣସି କାରଣ ନାହିଁ ବୋଲି କନ୍ଧମାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ରାଜ୍ୟଶ୍ରୀ ପଟ୍ଟନାୟକ ସୂଚନା ଦେଇଛନ୍ତି।ଗତକାଲିଠାରୁ ପୂର୍ଣ୍ଣମାସୀଙ୍କ ପେଟରେ ଯନ୍ତ୍ରଣା ହେଉଛି। ତାଙ୍କର ଅଲ୍‌ଟ୍ରାସାଉଣ୍ଡ ସହିତ ଅନ୍ୟାନ୍ୟ କିଛି ଉନ୍ନତ ଧରଣର ପରୀକ୍ଷାର ସୁବିଧା ଫୁଲବାଣୀ କୋଭିଡ୍‌ ହସ୍ପିଟାଲରେ ନଥିବାରୁ ତାଙ୍କୁ ଅଶ୍ବିନୀ କୋଭିଡ୍‌ ହସ୍ପିଟାଲକୁ ପଠାଯାଇଛି ବୋଲି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କହିଛନ୍ତି। ପୂର୍ଣ୍ଣମାସୀଙ୍କ ଅମ୍ଳଜାନ ସ୍ତର ସ୍ବାଭାବିକ ରହିଛି ଏବଂ କୋଭିଡ୍‌ ସଂକ୍ରମଣ ମଧ୍ୟ ସାମାନ୍ୟ ରହିଛି। ତାଙ୍କ ଶରୀରରେ ଅନ୍ୟ କୌଣସି ଜଟିଳତା ନାହିଁ। ସେ ସ୍ଥିର ଅଛନ୍ତି ବୋଲି ଡାକ୍ତର ପଟ୍ଟନାୟକ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like