-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||     

HOME   ଜୀବନଶୈଳୀ

ଶାସ୍ତ୍ରୀୟ ନୃତ୍ୟର ସଫଳ ଶିଳ୍ପୀ ପ୍ରତ୍ୟୁଷlରାଣୀ

18-Jun-2021



ବେଗୁନିଆପଡା(ଉମା ମହାରଣା) : ପ୍ରଜ୍ଞା ନୃତ୍ୟାୟନ ଅନୁଷ୍ଠାନ ଭୁବନେଶ୍ଵର ତରଫରୁ ନେକ୍ସଷ୍ଟାର ୨୦୨୧ ଅନଲାଇନ୍ ମାଧ୍ୟମରେ ରାଜ୍ୟସ୍ତରୀୟ ଆର୍ଟିଷ୍ଟ ଟୁଡେ ସୁପରଷ୍ଟାର ଟୁମାରୋ ନାମରେ ଏକ ନୃତ୍ୟ ପ୍ରତିଯୋଗିତା ଆୟୋଯିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା କୋଦଳା ଅନ୍ତର୍ଗତ କାଳୀମେଘି ଗ୍ରାମର ଶିକ୍ଷକ

ଶ୍ରୀ ଗୌରହରି ପୋଲାଇ, ମାତା ଶ୍ରୀମତୀ ସ୍ମିତାରାଣୀ ପୋଲାଇଙ୍କ ୧୨ ବର୍ଷୀୟ ସୁପୁତ୍ରୀ ସୁଶ୍ରୀ ପ୍ରତ୍ୟୁଷାରାଣୀ ପୋଲାଇ ଶାସ୍ତ୍ରୀୟ ଓଡିଶୀ ନୃତ୍ୟର କନିଷ୍ଠ ବିଭାଗର ପ୍ରଥମ ପାଞ୍ଚଜଣ ପ୍ରତିଯୋଗୀ ମଧ୍ୟରେ ସ୍ଥାନ 

ପାଇଛନ୍ତି । ସେ କବିସୂର୍ଯ୍ୟ ନଗର ସ୍ଥିତ ହରିହର ଶାସ୍ତ୍ରୀୟ ସଙ୍ଗୀତ ବିଦ୍ୟାଳୟର ଗୁରୁ  ଅଭୟ କୁମାର ପରିଡାଙ୍କ ତତ୍ତ୍ବାବଧାନରେ ନୃତ୍ୟ ଶିକ୍ଷା ଲାଭ କରୁଛନ୍ତି । ସେ ଦୀର୍ଘ ଦିନ ଧରି ଶାସ୍ତ୍ରୀୟ ଏବଂ ଲୋକନୃତ୍ୟ ପରିବେଷଣ କରି ଅନେକ ଅନୁଷ୍ଠାନରୁ ପୁରସ୍କୃତ ଓ ପ୍ରଶଂସାପତ୍ର ଦ୍ଵାରା ସମ୍ମାନିତ ହୋଇଛନ୍ତି । ସେଥିପାଇଁ ତାଙ୍କୁ ଅନେକ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି  ।


News Comment




Photo in News

Advertisment
Lastest News
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026

You Might Also Like

                               
  ଜୀବନଶୈଳୀ  

ସାଇକେଲ ଏକ ପରିଚୟ