-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ରାଜ୍ୟ

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭରଚୁଆଲ ବୈଠକ: ମହାପ୍ରଭୁଙ୍କ ବିଶେଷ ନୀତି ଦିବସର ୪୮ ଘଣ୍ଟା ପୂର୍ବରୁ ସମସ୍ଥ ସେବାୟତ, କର୍ମଚାରୀ, ପୋଲିସ ଓ ଅଫିସର ମାନଙ୍କ ଆର୍ ଟି ପି ସି ଆର୍ କୋଭିଡ  ଟେଷ୍ଟ ବାଧ୍ୟତାମୂଳକ

18-Jun-2021



ପୁରୀ (ପ୍ରେରଣା ଖବର ବ୍ୟୁରୋ) - ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭରଚୁଆଲ ବୈଠକ | ଆଗାମୀ ସ୍ନାନ ଓ ରଥଯାତ୍ରା ପାଇଁ କୋଭିଡ ପରିଚାଳନାକୁ ନେଇ ଗୁରୁତ୍ୱପୂର୍ଣ ବୈଠକ | ମହାପ୍ରଭୁଙ୍କ ବିଶେଷ ନୀତି ଦିବସର  ୪୮ ଘଣ୍ଟା ପୂର୍ବରୁ ସମସ୍ଥ ସେବାୟତ, କର୍ମଚାରୀ, ପୋଲିସ ଓ ଅଫିସର ମାନଙ୍କ ଆର୍ ଟି ପି ସି ଆର୍ କୋଭିଡ  ଟେଷ୍ଟ ବାଧ୍ୟତା ମୂଳକ | ସ୍ନାନ, ଶ୍ରୀଗୁଣ୍ଡିଚା,ବାହୁଡା଼ ଓ ନୀଳାଦ୍ରୀ ବିଜେ ଯାତ୍ରା ର ପୁନର୍ବାର ଅନୁଷ୍ଠିତ ହେବ RTPCR ଟେଷ୍ଟ | ସମସ୍ଥ ସେବକ ଓ କର୍ମଚାରୀଙ୍କ ଟୀକା କରଣ ଉପରେ ଦିଆଯିବ ଗୁରୁତ୍ୱ | ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନୋଡାଲ ଅଫିସର ନିୟୋଜିତ କରାଯାଇ ବ୍ୟବସ୍ଥା କୁ ଶୃଙ୍ଖଳିତ କରାଇବେ | ଏଥିସହ ରଥ ଟାଣିବାକୁ ଥିବା ସେବକଙ୍କ ଉପରେ ଗୁରୁତ୍ୱ ଦିଆଯିବା ସହ ରଥଯାତ୍ରା ସମୟରେ ମାଇକ୍ରୋ ପ୍ଲାନ ଅନୁଯାୟୀ ମେଡିକାଲ ପୋଷ୍ଟ ଗଠନ କରାଯିବ |ବ୍ୟାପକ ମାତ୍ରା ରେ ମାସ୍କ ଓ ସାନିଟାଇଜର ବଣ୍ଟନ କରାଯିବା ସହ ରାଜ୍ୟ ସରକାରଙ୍କ କୋଭିଡ ଗାଇଡ଼ ଲାଇନ ଅନୁସାରେ କାର୍ଯ୍ୟ କରିବାକୁ ସେବକ ଓ କର୍ମଚାରୀଙ୍କ ମଧ୍ୟରେ ସଚେତନତା କରାଯିବା ସହ ବ୍ୟାପକ ମାତ୍ରାରେ ଲିପଲେଟ ବଣ୍ଟନ କରାଯିବ |ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କିଶନ କୁମାର ଙ୍କ ଅଧକ୍ଷତାରେ ଆଜି ଏହି ଭରଚୁଆଲ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଜିଲ୍ଲାପାଳ, ଏସ୍ପି ଓ ଅନ୍ୟାନ୍ୟ ଅଧିକରି ଓ ସେବାୟତ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like