-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ନିରାଡ଼ମ୍ବରରେ ପାଳନ ହେଲା ସୁବର୍ଣ୍ଣପୁରର ଶୀତଳ ଷଷ୍ଠୀ ଶିବ ବିବାହ ଓ ମହାପ୍ରଭୁଙ୍କ ପ୍ରତ୍ୟାବର୍ତ୍ତନ ଯାତ୍ରା: ମୁଖ୍ୟ ଆକର୍ଷଣ ପ୍ରଭୁଙ୍କ ସୁନା ନାଗ ଓ ରୁପା ପାଲିଙ୍କି

18-Jun-2021



ସୋନପୁର(ମନୋରଞ୍ଜନ ତ୍ରିପାଠୀ) : ଜୈଷ୍ଠ ଶୁକ୍ଳପକ୍ଷ  ଦ୍ଵିତୀୟା ଦିନ ଠାରୁ ଶୁଭାରମ୍ଭ ହୋଇଥିଵା ସୁବର୍ଣ୍ଣପୁର ସହରର ଶୀତଳ ଷଷ୍ଠୀ ଯାତ୍ରା ଉତ୍ସବ l ଗତ ଷଷ୍ଠୀ ତିଥି ବୁଧବାର ଦିନ ସ୍ଥାନୀୟ ଇଷ୍ଟଦେବ ଶ୍ରୀ ସୁବର୍ଣ୍ଣମେରୁ ମହାଦେବ ଓ ମାଁ ପାର୍ବତୀଙ୍କ ମଧ୍ୟରେ ରୀତିନୀତି ଓ ନିରାଡ଼ମ୍ବରରେ ବିବାହ ସମ୍ପନ୍ନ କରାଯାଇଛି l ଶିବ ମାତା ପିତାଙ୍କ ପ୍ରତିନିଧି ଶାନ୍ତି ନଗରର ଅର୍ଜୁନ 

 ରଥ ଓ ରାଲି ରଥଙ୍କ  ଘରୁ ଗତ ବୁଧବାର ରାତିରେ ଶ୍ରୀ ସୁବର୍ଣ୍ଣମେରୁ ବାବାଙ୍କ ବାରାତ ସହର ପରିକ୍ରମା କରି ମାଁ ପାର୍ବତୀଙ୍କ ପ୍ରତିନିଧି ଥାନାପତି ପଡା ର  ପି. ସିମାଞ୍ଚଳ ଓ ପି. ରାଜେଶ୍ୱରୀ  ରାଓ ଙ୍କ ବାସଭବନକୁ ପହଞ୍ଚିଥିଲେ l ବୈଦିକ ରୀତିନୀତିରେ ଶିବ ପାର୍ବତୀଙ୍କ ବିବାହ ଅନୁଷ୍ଠିତ ହୋଇଥିବl ବେଳେ ବିବାହ ଉତ୍ସବ ଦେଖିବାକୁ  ଉଭୟ ପରିବାର  ସ୍ୱଜନ ଓ ଭକ୍ତ ଶ୍ରଦ୍ଧାଳୁଙ୍କ ମଧ୍ୟରେ ପ୍ରବଳ  ଉତ୍ସାହ ଉଦ୍ଦୀପନା ଦେଖିବାକୁ ମିଳିଥିଲା l ମହଣ ମହଣ ରୁପାରେ  ନିର୍ମିତ ପାଲିଙ୍କି ରେ  ଶ୍ରୀ ସୁବର୍ଣ୍ଣମେରୁ ବାବାଙ୍କ ବିରାଜମାନ ଓ  ୧୦୮ ତୋଳା ରେ ନିର୍ମିତ ଶ୍ରୀ ଚନ୍ଦ୍ରଶେଖର ବାବାଙ୍କ ସୁନା ନାଗ ମୂର୍ତ୍ତି ଯାତ୍ରାର ମୁଖ୍ୟ ଆକର୍ଷଣ ଥିଲା l ଯାହାକି ଦର୍ଶନ ପାଇଁ ଓ ପଞ୍ଚମୀ ତିଥି  ରେ ଶିବ ପିତା ଘରେ ଓ ଷଷ୍ଠୀ ସପ୍ତମୀ ତିଥିରେ ପାର୍ବତୀ ପିତା ଙ୍କ ବାସଭବନରେ  ମହାପ୍ରଭୁଙ୍କ ଯୁଗଳମୂର୍ତି  ଦର୍ଶନ, ସହରର ଅଷ୍ଟ ଶମ୍ଭୁ ଅଷ୍ଟ ବିଷ୍ଣୁ ଙ୍କ ଦର୍ଶନ,  ମନ୍ଦିର ପ୍ରତ୍ୟାବର୍ତନ ବେଳେ ନଗର ପରିକ୍ରମାରେ 

 ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼ ଜମି ଥିଲା  l ଏସ. ପି ଶ୍ରୀ ସୀତାରାମ ଶତପଥିଙ୍କ ଉପସ୍ଥିତି  ଓ ପ୍ରତ୍ୟକ୍ଷ ତତ୍ୱାବଧାନ ରେ  ପୋଲିସ ପ୍ରଶାସନ ମଧ୍ୟ ଯାତ୍ରାକୁ କୋଭିଡ଼ ନୀତି ନିୟମ ଓ ଶାନ୍ତି ଶୃଙ୍ଖଳାର ସହ ସମାପନ କରିବାକୁ ତତ୍ପରତା ସହିତ ଉଦ୍ୟମ ଜାରି ରଖି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like